ଦିଲ୍ଲୀ ସହ ଏହା ପାଖରେ ଥିବା ନୋଏଡ଼ା ଏବଂ ଗାଜିଆବାଦରେ ମଧ୍ୟ ପ୍ରବଳ ବର୍ଷା ଯୋଗୁ ଜଳ ବନ୍ଦୀ ସମସ୍ୟା ସୃଷ୍ଟି ହୋଇଥଲା।
ପରବର୍ତ୍ତୀ ୨୪ ଘଣ୍ଟାରେ ନେଇପାରେ ଲଘୁଚାପର ରୂପ । ଆସନ୍ତାକାଲିଠାରୁ ରାଜ୍ୟରେ ବଢ଼ିପାରେ ବର୍ଷାର ପରିମାଣ ଓ ବିସ୍ତୃତି ।
ଆସନ୍ତା ୨୪ ତାରିଖରେ ପୁଣି ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା । ଲଘୁଚାପ ପ୍ରଭାବରେ ରାଜ୍ୟର ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ।
ବହୁ ସ୍ଥାନରେ ପୋଲ ଉପରେ ପାଣି ଚାଲୁଥିବାରୁ ପଡ଼ୋଶୀ ଆନ୍ଧ୍ର ଓ ଛତିଶଗଡ଼କୁ ଯୋଗାଯୋଗ ଠପ୍ ହୋଇଛି।
ରାଜ୍ୟରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା । କାଲି ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୁର୍ଣ୍ଣିବଳୟ ।
ଏମିତି ସ୍ଥିତିରେ ସ୍ୱଳ୍ପମିଆଦୀ ଧାନ ଚାଷ ଲାଗି ପରାମର୍ଶ ଦେଲେଣି କୃଷି ବିଶେଷଜ୍ଞ। ହେଲେ ସରକାର କହୁଛନ୍ତି, ଏବେ ବି ମରୁଡ଼ି ସ୍ଥିତି ଆସିନି। ଉପଯୁକ୍ତ ସମୟରେ ପଦକ୍ଷେପ ନେବେ ସରକାର।…
ପାଣିପାଗ ବିଭାଗର ଆଶ୍ୱାସନା, ଶୀଘ୍ର ସ୍ୱାଭାବିକ ହେବ ସ୍ଥିତି ।
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ । ଆସନ୍ତାକାଲିଠୁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ।
ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି । ଏହି ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି ।
ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଉଦ୍ଧାର କାର୍ଯ୍ୟ । କ୍ୟାମେରାରେ କଏଦ ପ୍ରକୃତିର ତାଣ୍ଡବ ଦୃଶ୍ୟ ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ଆହୁରି ୨ ଦିନ ଯାଏଁ ଏବଂ ପଶ୍ଚିମ ଓଡ଼ିଶାରେ ୪ ଦିନ ଯାଏଁ ଗ୍ରୀଷ୍ମପ୍ରବାହ ଜାରି ରହିବ।
ରାଜଧାନୀରେ ଆଜି ସକାଳ ସାଢ଼େ ୮ଟା ବେଳକୁ ୬୫ ପ୍ରତିଶତ ଆର୍ଦ୍ରତା ସହ ୩୫ ଡିଗ୍ରୀରେ ପହଞ୍ଚିଥିବା ପାରା ସାଢ଼େ ୧୧ଟା ବେଳକୁ ୪୧.୬ ଡିଗ୍ରୀ ପହଞ୍ଚିଯାଇଥିଲା।
ଗ୍ରୀଷ୍ଣ ପ୍ରବାହରେ ସନ୍ତୁଳି ହେଉଛି ସାରା ରାଜ୍ୟ । ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ।
ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରେ କାଳବୈଶାଖୀର ତାଣ୍ଡବ । ପ୍ରବଳ ବର୍ଷା ଓ ପବନ ଯୋଗୁ ଉପୁଡ଼ିଲା ଗଛ, ଭାଙ୍ଗିଲା ଘର । ଝଡ଼ ବର୍ଷା ଯୋଗୁ ଅନେକ ଜମିରେ ଫସଲ ନଷ୍ଟ ।
ଜୁନରୁ ସେପ୍ଟେମ୍ବର ମଧ୍ୟରେ ବର୍ଷାର ପରିମାଣ ସ୍ୱାଭାବିକ ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।
ଦିନ ଗୋଟାଏ ଯାଏଁ ସହି ହେଉନଥିଲା ଗରମ । କିନ୍ତୁ ଗୋଟାଏ ପରେ ହଠାତ କାଳବୈଶାଖୀ ପ୍ରଭାବରେ ସମ୍ପୂର୍ଣ୍ଣ ବଦଳିଗଲା ପାଣିପାଗ । ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ଆଜି ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ତାତିରେ ବ୍ରେକ୍ ଲଗାଇଛି କାଳବୈଶାଖୀ ବର୍ଷା ।
୧୬ ତାରିଖରେ ରାଜ୍ୟ ମଧ୍ୟକୁ ବଙ୍ଗୋପସାଗରରୁ ବାୟୁପ୍ରବାହ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଉପକୂଳ ସମେତ ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ ଏବଂ କେନ୍ଦୁଝରରେ ବର୍ଷା ସମ୍ଭାବନା ରହିଛି ।
ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଦେଖିବାକୁ ମିଳିବ ।
ଆହୁରି ୨ ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଇଏମଡି।
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।
ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୧୨ ଡିଗ୍ରୀକୁ ଖସିଥିବା ବେଳେ ଫୁଲବାଣୀରେ ୧୩.୫ ଡିଗ୍ରୀ, ଭବାନୀପାଟଣାରେ ୧୪.୪ ଡିଗ୍ରୀ ଓ ଚିପିଲିମା ୧୪.୬ ଡିଗ୍ରୀକୁ ଖସିଛି ରାତି ତାପମାତ୍ରା ।
ଓଡ଼ିଶାକୁ ନଛୁଇଁ ଉପକୂଳର କିଛି ଦୂରରୁ ବଙ୍ଗ ଯିବ ବାତ୍ୟା । ପାଣିପାଗ ବିଭାଗର ସୂଚନା, ରାଜ୍ୟରେ ପବନ କମ୍, ଅଧିକ ବର୍ଷା
ଭୁବନେଶ୍ୱର, କଟକ ସମେତ ଉପକୂଳରେ ଜୀବନଯାତ୍ରା ଅସ୍ତବ୍ୟସ୍ତ । ଆହୁରି ୩ ଦିନ ଯାଏଁ ୧୦ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ ।
ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ଆଜିଠୁ ଆରମ୍ଭ ହୋଇଥିବା ବର୍ଷା ୨୦ ତାରିଖ ବେଳକୁ ବଢ଼ିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।