• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Weather Update

weather
୩୮ ଡିଗ୍ରୀ ଟପିଲା ପାରଦ, ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ତାପମାତ୍ରା ରେକର୍ଡ

ରାଜ୍ୟରେ ବଢିଛି ତାପମାତ୍ରା । ୩୮ ଡିଗ୍ରୀ ଟପିଲା ପାରଦ। ଏପଟେ ଆଗାମୀ ୩ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି ।

weather
ତାତିରୁ ମିଳିବ ଆଶ୍ୱସ୍ତି; ରାଜ୍ୟରେ ୭ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ତାତିରେ ଲାଗିବ କି ବ୍ରେକ୍ ? ଗତକାଲି ପଶ୍ଚିମା ଝଡ଼ ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିବା ବେଳେ, ପୁଣି ୭ ତାରିଖରୁ ବର୍ଷା ସମ୍ଭାବନା ରହିଛି।

Heat Wave
ତାତିରୁ ମିଳିବ ତ୍ରାହି; ପଶ୍ଚିମା ଝଡ଼ ପ୍ରଭାବରେ ହାଲୁକା ବର୍ଷିବ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଅନୁଗୁଳ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

Heat Wave
ଆହୁରି ତାତିବ ! ମାଲକାନଗିରି ସର୍ବାଧିକ ଉତ୍ତପ୍ତ ସହର..

କିଛି ଦିନ ଧରି ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିଲା, ଏବେ ଆକାଶରୁ ମେଘ ହଟିଯିବା ପରେ ତାପମାତ୍ରା ବଢିଛି।

Heat Wave
ସାବଧାନ!! ବଢ଼ିବ ତାତି, ଜଳିବ ଓଡ଼ିଶା; ଆଗାମୀ ୪ଦିନ ଯାଏ ପ୍ରବଳ ଗରମ

ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ବଢିବ ରାତି ତାପମାତ୍ରା। ୪ ତାରିଖ ପରେ ପଶ୍ଚିମା ଝଡ଼ର ସମ୍ଭାବନା ରହିଛି।

Rainfall in several parts of Odisha
ଓଃ କି ଶାନ୍ତି...ନିଦାଘ ତାତିରୁ ମିଳିଲା ନିସ୍ତାର...ଆକାଶରୁ ଝରିଲା ଜୀବନ ବିନ୍ଦୁ...

ବଢୁଥିବା ତାତିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ମେଘୁଆ ପାଗ ସହ ଗତକାଲି ରାତିରୁ ରାଜଧାନୀ ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ହୋଇଛି ବର୍ଷା । ଫଳରେ ତଳ ମୁହାଁ ହୋଇଛି ପାରଦ । ଆଜିଠୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

Weather
ଓଃ କି ଶାନ୍ତି...ନିଦାଘ ତାତିରୁ ମିଳିଲା ନିସ୍ତାର...ଆକାଶରୁ ଝରିଲା ଜୀବନ ବିନ୍ଦୁ...

ବଢୁଥିବା ତାତିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ମେଘୁଆ ପାଗ ସହ ଗତକାଲି ରାତିରୁ ରାଜଧାନୀ ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ହୋଇଛି ବର୍ଷା ।

Odisha Weather
ଆଜିଠୁ ତାତିରୁ ମିଳିପାରେ ଆଶ୍ୱସ୍ତି; ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ବିଶେଷ କରି କୋରାପୁଟ, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, ବୌଦ୍ଧ, ଗଞ୍ଜାମ, କନ୍ଧମାଳ ଓ ପୁରୀରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।

Heat Wave
ମାଘ ନ ସରୁଣୁ ରାଜ୍ୟରୁ ଶୀତ ଗାଏବ; ଟାଇଁ ଟାଇଁ ଖରାରେ ଜଳୁଛି ଓଡ଼ିଶା !

ରାଜ୍ୟକୁ ଶୁଷ୍କ ବାୟୁ ପ୍ରବାହ ଜାରି ଥିବାରୁ ଉଭୟ ରାତି ଓ ଦିନର ତାପମାତ୍ରା ବଢୁଥିବା ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ଆସନ୍ତା ୨୨ରୁ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ।

Temperature Rise In Odisha
ରାଜ୍ୟରେ ଶୀତ ଉଭାନ; ବଢ଼ୁଛି ଦିନ ଓ ରାତି ତାପମାତ୍ରା

ବଙ୍ଗୋପସାଗରରେ ସୃଷ୍ଟି ଗୁରୁଚାପ ବଳୟ ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।

Foggy Morning
ଉପକୂଳ ଓଡ଼ିଶାରେ ଘନ କୁହୁଡ଼ି; ଆଗାମୀ ୩ ଦିନ ଯାଏଁ ଏଭଳି ସ୍ଥିତି

ଓଡିଶା ଉପକୂଳ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗୁରୁଚାପ ବଳୟ ପ୍ରଭାବରେ ଏହି କୁହୁଡ଼ି ଦେଖିବାକୁ ମିଳିଛି।

Twincity Fog
ପ୍ରବଳ କୁହୁଡ଼ି ! ରାସ୍ତା ଗାଡ଼ି ଚଲାଇବାକୁ ଭାରି ମୁସକିଲ

ଆଗାମୀ ୩ଦିନ ଉପକୂଳ ଓଡିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡିକରେ ରାତ୍ରିରୁ ସକାଳ ମଧ୍ୟରେ ଘନ କୁହୁଡି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Weather Update
ମାଘରେ ଭୀଷଣ ଗରମ; ଉଭାନ୍ ଜାଡ଼, କଲବଲ କରୁଛି ଖରା ଓ ତାତି

ଉପକୂଳ ଓଡ଼ିଶାରେ ରାତି ତାପମାତ୍ରା ସ୍ୱାଭାବିକ ଠାରୁ ୨ ରୁ ୫ ଡିଗ୍ରୀ ବଢ଼ିଥିବା ବେଳେ, ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୭ ଡିଗ୍ରୀ ଅଧିକ ରେକର୍ଡ ହୋଇଛି ।

Heat Wave
ମାଘରେ ଜାଡ଼ ଉଭାନ୍, କଲବଲ କରୁଛି ଖରା ଓ ତାତି

ଫେବ୍ରୁଆରୀ ପ୍ରଥମ ସପ୍ତାହର ଖରାକୁ ଦେଖିଲେ ମୁଣ୍ଡ ବୁଲାଇ ଦେଉଛି।

Odisha Weather
କମିଲା ଶୀତ, ବଢିଲା ତାତି; ଉପକୂଳ ଓଡ଼ିଶାକୁ ଘନକୁହୁଡି ନେଇ ସତର୍କ ସୂଚନା

ଘନକୁହୁଡି ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର । ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ଗଂଜାମ, ଗଜପତି ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡି ଦେଖାଦେବ ।

Dense Fog
ଟ୍ୱିନ୍‌ ସିଟିରେ ଘନ କୁହୁଡ଼ି; ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ଶୁଖିଲା ପାଗ

ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ଗଂଜାମ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ଘନ କୁହୁଡି ଦେଖାଦେବ ।

Weather
ଉପକୂଳରୁ ଉପାନ୍ତ ସବୁଆଡ଼େ ଧୂଆଁ ଧୂଆଁ, ଦିଶୁନି ରାସ୍ତାଘାଟ

ଶୀତ । ଉପାନ୍ତରୁ ଉପକୂଳ ସବୁଠି ଖସିଛି ପାରଦ । ତା ସାଙ୍ଗକୁ ଘନକୁହୁଡ଼ି ଜୀବନଯାତ୍ରାକୁ ଅସ୍ତବ୍ୟସ୍ତ କରିଛି ।

Weather
ଶୀତରେ ଥରୁଛି ପୁରା ରାଜ୍ୟ..୩୧ ଯାଏଁ ନାହିଁ ବର୍ଷା

ରାଜ୍ୟରେ ଜାରି ରହିଛି ଶୀତ ଲହରି । ଅଧିକାଂଶ ସ୍ଥାନରେ ୧୫ ଡିଗ୍ରୀ ତଳେ ପାରଦ ରହିଛି । ଦୁଇ ଦିନ ପରେ ରାତି ପାରଦ ଆହୁରି ୨ରୁ ୩ ଡିଗ୍ରୀ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Cold Wave
ଆଜି ବି ବର୍ଷା ଓ କୋହଲା ପାଗ; ଥରୁଛି ପୂରା ରାଜ୍ୟ

ଆସନ୍ତାକାଲି ଠାରୁ ପାଗରେ ପରିବର୍ତ୍ତନ ସହ ଦିନ ତାପମାତ୍ରା ସାମାନ୍ୟ ବଢ଼ିବ। ରାତି ତାପମାତ୍ରା କିନ୍ତୁ ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ କମ୍ ରହିବା ସହ ଥଣ୍ଡା ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Weather News
ଅଦିନିଆ ବର୍ଷା ଓ କୋହଲା ପବନରେ ବେହାଲ୍ ଓଡ଼ିଶା

ଅଦିନିଆ ବର୍ଷାରେ ବେହାଲ୍ ସାରା ରାଜ୍ୟ। ଉତ୍ତର-ପଶ୍ଚିମା ପବନ ସାଙ୍ଗକୁ ଗୁରୁଚାପ ଏବଂ ନିମ୍ନରେଖା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଲାଗି ରହିଛି ବର୍ଷା।

Weather Update
ଖସୁଛି ପାରଦ...ସକାଳୁ ସକାଳୁ ବର୍ଷାରେ ଭିଜିଲା ଟ୍ୱିନସିଟି

ଟ୍ୱିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା । ଆସନ୍ତାକାଲି ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିବ କୋହଲା ପାଗ । ଦକ୍ଷିଣ ଛତିଶଗଡ଼ ବାୟୁମଣ୍ଡଳ ଉପରି ଭାଗରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ କୋହଲା ପାଗ ଜାରି ରହିବ ।

Fog
ଘୋଡ଼େଇ ରଖିଛି ଘନ କୁହୁଡ଼ି; ଗାଡ଼ି ଚଳାଚଳ ବାଧାପ୍ରାପ୍ତ..

ଗତକାଲି ରାଜଧାନୀ ଭୁବନେଶ୍ୱର ସମେତ କଟକ, କେନ୍ଦ୍ରାପଡା, ରାଉରକେଲା, ଅନୁଗୁଳ ଓ ଫୁଲବାଣୀରେ ଘନ କୁହୁଡି ଦେଖିବାକୁ ମିଳିଥିଲା ।

Winter Mornings
ଏତେ କୁହୁଡ଼ି ଯେ, ମହାପ୍ରଭୁଙ୍କ ପତିତପାବନ ବାନା ବି ଦିଶୁନି..

ତେବେ ଆଗାମୀ ୩ ଦିନ ଯାଏଁ ପାଗରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ।

Weather
ପୁଣି ଖସିଲା ପାରଦ, ବିଭିନ୍ନ ଜିଲ୍ଲାକୁ ଘନ କୁହୁଡ଼ି ଆଲର୍ଟ

ରାଜ୍ୟକୁ ପୁଣି ଫେରିଛି ଶୀତ । ବିଭିନ୍ନ ସ୍ଥାନରେ ପାରଦ ଖସିବା ସହ ଅଧିକ ଶୀତ ଅନୁଭୂତ ହେଉଛି । ସକାଳୁ ସକାଳୁ ପ୍ରବଳ ଶୀତ ସହ ଘନକୁହୁଡି ଯୋଗୁ ଜୀବନ ଯାତ୍ରା ପ୍ରଭାବିତ ହେଉଛି ।

Cold wave
ରାଜ୍ୟକୁ ପୁଣି ଫେରିଲା ଶୀତ; ସକାଳୁ ଘନ କୁହୁଡ଼ି ଯୋଗୁଁ ଜୀବନଯାତ୍ରା ପ୍ରଭାବିତ

ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ବିଭିନ୍ନ ସ୍ଥାନରେ ଘନକୁହୁଡ଼ି ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।