ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି...୧୬ ତାରିଖ ବେଳକୁ ଆହୁରି ଘନୀଭୂତ ହେବା ସମ୍ଭାବନା...ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଗତି କରି ଘନୀଭୂତ ହେବ...
ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗରରେ ଆଜି ସୃଷ୍ଟି ହୋଇପାରେ ଲଘୁଚାପ .....୧୬ ତାରିଖରେ ଅବପାତର ରୂପ ନେଇପାରେ ....୧୫ ଓ ୧୬ରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ବର୍ଷା ...
ଗତକାଲି ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରେକର୍ଡ ହୋଇଥିଲା । ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ରହିବା ସହ ୫ ଦିନ ପରେ ରାତି ତାପମାତ୍ରା ସାମନ୍ୟ ବୃଦ୍ଧି ପାଇବାର ଆଶଙ୍କା ରହିଛି ।
ଆରମ୍ଭ ହୋଇ ଗଲାଣି ଶୀତ ଋତୁ। ସମଗ୍ର ରାଜ୍ୟ ଆସ୍ତେଆସ୍ତେ ଶୀତ ଅନୁଭୁତ ହେଲାଣି । ଆଜିଠୁ ରାଜ୍ୟରେ ଆହୁରି ଶୀତ ବଢିବ।
ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ୩ ଦିନ ଯାଏଁ ବର୍ଷା ନେଇ ସୂଚନା ଦିଆଯାଇଛି ।
ଆଜି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତ ବାତ୍ୟାର ରୂପ ନେବ । ସୂଚନା ଦେଲେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।
୨୦ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଆକଳନ କରାଯାଇଛି ।
ଅକ୍ଟୋବରରେ ଶୀତ ଆସିବ କଣ, ଓଲଟା ଗରମ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜୀବନ । ଦିନରେ ଟାଣ ଖରା, ଅପରାହ୍ଣରେ ଗରମ ଓ ଗୁଳୁଗୁଳି । ପ୍ରାୟ ସପ୍ତାହେ ଧରି ରାଜ୍ୟର ଅଧିକାଂଶ ସ୍ଥାନରେ ଏପରି ସ୍ଥିତି । ଏଥିପାଇଁ ପଶ୍ଚିମା ପବନ, ସ୍ୱଳ୍ପବୃଷ୍ଟି, ଜଳବାୟୁରେ ପରିବର୍ତ୍ତନକୁ ଦାୟୀ କରିଛନ୍ତି ବିଶେଷଜ୍ଞ ।
ବାତ୍ୟା ମୁକାବିଲା ପାଇଁ ଲୋକସେବା ଭବନରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ।
କାଲିଠୁ କମିବ ବର୍ଷାର ପରିମାଣ, କେଉଁ ଜିଲ୍ଲାରେ ପ୍ରବଳ ବର୍ଷା ଦେଖି ନିଅନ୍ତୁ ତାଲିକା...
ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଅତି ପ୍ରବଳ ବର୍ଷା ନେଇ ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ବାତ୍ୟା ନେଇ ଏପର୍ଯ୍ୟନ୍ତ କୌଣସି ସୂଚନା IMD ଜାରି କରି ନାହିଁ । ତାସହ ଲୋକଙ୍କୁ ଗୁଜବରେ ବିଶ୍ୱାସ ନକରିବାକୁ ସେ ପରାମର୍ଶ ଦେଇଛନ୍ତି ।
ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ... ଆସନ୍ତାକାଲି ସାମାନ୍ୟ କମିବ ବର୍ଷାର ପରିମାଣ
ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି।
ଉତ୍ତର ଓଡିଶା ଓ ଦକ୍ଷିଣ ଉପକୂଳ ଓଡିଶାରେ ଆଜି ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ଜଳ ନିଷ୍କାସନ ସମସ୍ୟାରୁ ଉବୁଟୁବୁ ସହର । ବୁଡିଲା ରାସ୍ତାଘାଟ, ଲୋକେ ଘରେ ଜଳବନ୍ଦୀ ।
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶଃ ଲଘୁଚାପରେ ପରିଣତ ହୋଇଛି। ଲଘୁଚାପ ସକ୍ରିୟ ଥିବାରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଆସନ୍ତା ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ନବରଙ୍ଗପୁର ସହରରେ ଘରେ ଘରେ ପଶିଲା ବର୍ଷା ପାଣି । ସମ୍ଭାବ୍ୟ ବଡ଼ ବର୍ଷା ପାଇଁ ପାଣିପାଗ ବିଭାଗର ରେଡୱାର୍ଣ୍ଣିଂ ।
କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗିରକୁ ରେଡ୍ ୱାର୍ଣ୍ଣିଂ ଏବଂ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କଲା ପାଣିପାଗ ବିଭାଗ ।
ଆଜି ପାଗ ମୁଖ୍ୟତଃ ଶୁଖିଲା ରହିବାକୁ ଥିବା ବେଳେ ଆସନ୍ତାକାଲି ପାଇଁ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।
ଆଜି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ପାଣି ଲହଡ଼ି ମାରୁଛି।
ତେଣେ ପାଣିପାଗ ବିଭାଗ କହୁଛି ସେପଟେମ୍ବରରେ ଲଘୁଚାପ ବର୍ଷା ନିଅଣ୍ଟିଆ ବର୍ଷା ପରିମାଣ ଭରଣା କରିଦେବ ।
ଭାଦ୍ରବରେ ବର୍ଷାକୁ ଅନେଇଛି ଭଦ୍ରକ । ଜମି ଫାଟି ଆଁ କଲାଣି, ରୁଆ ଧାନ ଜଳି ଯାଉଛି । ପ୍ରଥମେ ବୈତରଣୀ ବଢିରେ ଚାଷ ଧୋଇଗଲା, ଆଉ ଏବେ ଅନାବୃଷ୍ଟି ଦାଉ ସାଧିଛି ।