• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Weather Update

heavy rainfall
ବୌଦ୍ଧକୁ ବୁଡ଼ାଇଲା ବର୍ଷା, ୨୪ ଘଣ୍ଟାରେ ସର୍ବାଧିକ ୩୯୦.୬ ମିମି ବର୍ଷା ରେକର୍ଡ

୨୦ଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ରେକର୍ଡ । ୫୦ଟି ସ୍ଥାନରେ ଅତିପ୍ରବଳ, ୬୧ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ।

Heavy Rainfall In Odisha
ରାଜ୍ୟରେ ବର୍ଷା ବିତ୍ପାତ : ଆଜି ୧୧ ଜିଲ୍ଲାରେ ସ୍କୁଲ ଛୁଟି

ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା

School Close
ଲଗାଣ ବର୍ଷା ପାଇଁ ଆଜି ୫ ଜିଲ୍ଲାରେ ସ୍କୁଲ ଛୁଟି

ବନ୍ଦ ରହିବ ସବୁ ସରକାରୀ ଓ ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ।

Rainfall Alert
ସାବଧାନ !! ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଏବଂ ସୁନ୍ଦରଗଡ଼ ଏହି ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।

Bhubaneswar Rain
ସାପ ବେଙ୍ଗରେ କେମିତି ରହିବୁ?

ଡରରେ ସହର ମୋହ ଛାଡ଼ି ଗାଁକୁ ବେଡ଼ିଂ ବାନ୍ଧିଲେଣି ଲୋକେ ।

Bhubaneswar Rain
୨୬ ବର୍ଷର ରେକର୍ଡ ଭଙ୍ଗିଲା ବର୍ଷା, ରାଜଧାନୀର ୨୦ ସ୍ଥାନରେ କୃତ୍ରିମ ବନ୍ୟା

ଅକଥନୀୟ ଦୁର୍ଦ୍ଦଶାରେ ସ୍ମାର୍ଟସିଟି ବାସିନ୍ଦା । ବାଦଲଫଟା ବର୍ଷାକୁ ଦୋଷ ଦେଲେ ମେୟର ।

Depression over Bay of Bengal intensified into a Deep Depression
ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ, ଆଜି ସନ୍ଧ୍ୟା ସୁଦ୍ଧା ଉପକୂଳ ଛୁଇଁପାରେ...

ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଖେପୁପଡ଼ା ପାଖାପାଖି ଏହା ଉପକୂଳ ଛୁଇଁପାରେ।

Heavy Rainfall Alert To 4 Districts Of Odisha
ରୁହନ୍ତୁ ସତର୍କ ! ଅତି ପ୍ରବଳ ବର୍ଷା ସମ୍ଭାବନା, ଏହିସବୁ ଜିଲ୍ଲାକୁ ୱାର୍ଣ୍ଣିଂ...

ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଅତି ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି। ଏନେଇ ୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

Twin City
ବର୍ଷାରେ ବେହାଲ ଟ୍ୱିନ୍ ସିଟି; ଲୋକଙ୍କ ବେଡରୁମରେ ବି ପାଣି

ଜଳନିଷ୍କାସନ ସମସ୍ୟାରୁ ଟ୍ୱିନ୍‌ସିଟିରେ ସାଂଘାତିକ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି ।

Well marked low pressure over Bay of Bengal intensifies into a deep depression today evening
ଆଜି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତ ! ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା

ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ ଅବପାତରେ ପରିଣତ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ଅଧିକ ଘନୀଭୂତ ହୋଇ ଏହା ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି।

Heavy spell of rain likely to affect 6 districts
ଆଗାମୀ ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ସେପଟେ ପ୍ରବଳ ବର୍ଷାରେ ରାଜଧାନୀ ଭୁବନେଶ୍ୱର ଅବସ୍ଥା ବେହାଲ। ରାଜଧାନୀର ବିଭିନ୍ନ ସ୍ଥାନରେ ଜମି ରହିଛି ଆଣ୍ଠୁଏ ଉଚ୍ଚର ପାଣି।

Odisha Weather updates
ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା; ୫ ଜିଲ୍ଲାରେ ପ୍ରବଳ ବର୍ଷିବା ସମ୍ଭାବନା

ପରବର୍ତ୍ତୀ ଦୁଇ ଦିନ ପାଇଁ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର, ସମ୍ବଲପୁର, ନୂଆପଡ଼ା, ନବରଙ୍ଗପୁର, ବରଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

Weather news
ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ; ୨୦ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ

ଲଘୁଚାପ ପାଇଁ ଆଜି ସକାଳ ସାଢେ ୮ଟା ସୁଦ୍ଧା ୨୦ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଂଜ, ଯାଜପୁର, ବଲାଙ୍ଗିର ଏବଂ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

Weather News
ସାବଧାନ ! ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ...

ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷିବ ।

Heavy Rain
ଆଜିଠୁ ପ୍ରବଳ ବର୍ଷିବ, ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା

ମାଲକାନଗିରି ଓ କୋରାପୁଟକୁ ପାଣିପାଗ ବିଭାଗର ଅରେଞ୍ଜ ୱାର୍ଣ୍ଣିଂ । ତଳି ଅଞ୍ଚଳରେ ପାଣି ଜମିବା ସହ ଭୂସ୍ଖଳନ ହେବା ଆଶଙ୍କା । ଆସନ୍ତା ୩୦ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ହୋଇପାରେ ବର୍ଷା ।

Delhi Rain
ଦିଲ୍ଲୀରେ ପୁଣି ପ୍ରବଳ ବର୍ଷା, ଜଳବନ୍ଦୀରେ ନୋଏଡ଼ା

ଦିଲ୍ଲୀ ସହ ଏହା ପାଖରେ ଥିବା ନୋଏଡ଼ା ଏବଂ ଗାଜିଆବାଦରେ ମଧ୍ୟ ପ୍ରବଳ ବର୍ଷା ଯୋଗୁ ଜଳ ବନ୍ଦୀ ସମସ୍ୟା ସୃଷ୍ଟି ହୋଇଥଲା।

Very To Very Heavy Rainfall In 5 Districts Of Odisha
ଆଜି ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Heavy rainfall to lash various parts of Odisha for next three days
ଆଜିଠୁ ପ୍ରବଳ ବର୍ଷା ! ଅଶାନ୍ତ ରହିପାରେ ସମୁଦ୍ର, ଏହିସବୁ ଜିଲ୍ଲାବାସୀ ସତର୍କ ରୁହନ୍ତୁ...

୨୭ ତାରିଖ ଯାଏ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପ୍ରବଳ ବର୍ଷା ନେଇ ଆଜି ଓ ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Weather News
Rain Alert: ପୁଣି ଏକ ଲଘୁଚାପ, ଜୋରଦାର ବର୍ଷିବ

ପରବର୍ତ୍ତୀ ୨୪ ଘଣ୍ଟାରେ ନେଇପାରେ ଲଘୁଚାପର ରୂପ । ଆସନ୍ତାକାଲିଠାରୁ ରାଜ୍ୟରେ ବଢ଼ିପାରେ ବର୍ଷାର ପରିମାଣ ଓ ବିସ୍ତୃତି ।

Heavy Rain
ବଢ଼ୁଛି ହୀରାକୁଦ ଜଳସ୍ତର, ପୁଣି ୪ ଦିନ ବର୍ଷିବ ! ୪ ଜିଲ୍ଲାକୁ ୟାଲୋ ୱାର୍ଣ୍ଣିଂ

ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ କରାଯାଇଛି । ସେଗୁଡ଼ିକ ହେଲା ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ।

Very To Very Heavy Rainfall In 7 Districts Of Odisha
ରୁହନ୍ତୁ ସତର୍କ ! ଆଜି ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା...

ଲଘୁଚାପ ପ୍ରଭାବରେ ରାଜ୍ୟର ଏକାଧିକ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

 low pressure
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଦକ୍ଷିଣ ଓଡ଼ିଶା ପାଇଁ ସତର୍କ ସୂଚନା ଜାରି

ଆଗାମୀ ୨ ଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ

Heavy Rainfall Alert
ଆସୁଛି ବଡ଼ ବର୍ଷା ! ଘଡ଼ଘଡ଼ି ସହ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କିଛି ଜିଲ୍ଲାରେ ପ୍ରବଳ ବର୍ଷାରୁ ଅକସ୍ମାତ ବନ୍ୟା ସ୍ଥିତିର ଆଶଙ୍କା ମଧ୍ୟ ରହିଛି ।

Heavy To Very Heavy Rainfall Alert To 4 Districts Of Odisha
ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ ! ୨୪ ଘଣ୍ଟାରେ ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ବର୍ତ୍ତମାନର ଲଘୁଚାପ ଦୁର୍ବଳ ହୋଇଥିବା ବେଳେ ଏହାର ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Heavy Rainfall Alert To 8 Districts Of Odisha
ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ପ୍ରବଳ ବର୍ଷା ଆଶଙ୍କାରେ ଆଜି ରାଜ୍ୟର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।