ଆଗାମୀ ୨ ଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ
କିଛି ଜିଲ୍ଲାରେ ପ୍ରବଳ ବର୍ଷାରୁ ଅକସ୍ମାତ ବନ୍ୟା ସ୍ଥିତିର ଆଶଙ୍କା ମଧ୍ୟ ରହିଛି ।
ବର୍ତ୍ତମାନର ଲଘୁଚାପ ଦୁର୍ବଳ ହୋଇଥିବା ବେଳେ ଏହାର ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ପ୍ରବଳ ବର୍ଷା ଆଶଙ୍କାରେ ଆଜି ରାଜ୍ୟର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
୧୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ରାଜ୍ୟରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା । କାଲି ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୁର୍ଣ୍ଣିବଳୟ ।
କାଶ୍ମୀର ଠୁ ଦିଲ୍ଲୀ ଯାଏ ସତେ ଯେମିତି ପାଣିରେ ବୁଡ଼ି ରହିଛି। ପ୍ରକୃତିର କୋପ ଏତେ ଯେ, କେଉଁଠି କାର୍ ଭାସି ଯାଇଛି ତ, ଆଉ କେଉଁଠି ବ୍ରିଜ୍ ଭୁଶୁଡ଼ି ପଡ଼ିଛି। କେଉଁଠି ନଦୀର ପ୍ରଖର ସୁଅରେ ପୁରା ଗାଁ ବୁଡ଼ି ଯାଇଛି।
ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ,ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସମ୍ଭାବନା ।
ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିପାରେ। ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ବଙ୍ଗୋପ ସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ପ୍ରଭାବରେ ଆଜିଠାରୁ ବର୍ଷାର ପରିମାଣ ବଢ଼ିପାରେ ।
ଆଷାଢ଼ ସରିଲା, କାଲିଠୁ ଶ୍ରାବଣ। ହେଲେ ଧାନ ଚାଷର ଚିହ୍ନବର୍ଣ୍ଣ ନାହିଁ। ଯେଉଁ ସମୟରେ ରୁଆ, ବେଉଷଣରେ ଚାଷୀ ମାତିବା କଥା ସେଠି କିନ୍ତୁ ଗଜା ଧାନ ବଞ୍ଚାଇବାକୁ ସଂଘର୍ଷ ଚଳାଇଛି।
ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଓଡ଼ିଶାକୁ ମୌସୁମୀ ବିଳମ୍ବରେ ଆସିଥିଲେ ମଧ୍ୟ ଆଗାମୀ ଦିନରେ ବର୍ଷା ସ୍ୱାଭାବିକ ରହିବ। ଗତବର୍ଷ ତୁଳନାରେ ଚଳିତ ବର୍ଷ ଜୁନ୍ ମାସରେ ଅଧିକ ବର୍ଷା ହୋଇଛି।
ଗତ ୨-୩ ଦିନ ଧରି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୯ ତାରିଖ ଯାଏ ପ୍ରବଳ ବର୍ଷା ହୋଇପାରେ।
ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡିଶା-ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ୭ ଦଶମିକ ୬ କିମି ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ ହେବ।
ଦୁଇ ଦିନ ହେବ ରାଜ୍ୟବାସୀଙ୍କୁ ଅସହ୍ୟ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିଛି । ପ୍ରଚଣ୍ଡ ତାତିରୁ ତ୍ରାହି ମିଳିଛି । କାରଣ ଓଡ଼ିଶାରେ ମୌସୁମୀ ପ୍ରବେଶ କରିସାରିଛି । ରାଜ୍ୟରେ ଅସମ୍ଭାଳ ହିଟ୍ ୱେଭକୁ ଥଣ୍ଡା କରିଦେଇଛି ମୌସୁମୀ ବର୍ଷା ।
ମାଲକାନଗିରି, କୋରାପୁଟ ଓ ଗଜପତିରେ ମୌସୁମୀର ପ୍ରବେଶ । ପ୍ରାକ୍ ମୌସୁମୀ ବର୍ଷାରେ ଉବୁଟୁବୁ କଟକ, ଭୁବନେଶ୍ୱର । ପଦାରେ ପଡ଼ିଲା ଟୁଇନ୍ ସିଟି ପ୍ରଶାସନର ଢିଲା ପ୍ରସ୍ତୁତି
ଆଗାମୀ ୨ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଅଗ୍ରସର ହେବ ମୌସୁମୀ। ତେବେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି ।
ଦିନେ ଦୁଇ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ -ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି।
ରାଜ୍ୟର କିଛି ସ୍ଥାନରେ ପ୍ରାକ ମୌସୁମୀ ବର୍ଷା ଆରମ୍ଭ ହୋଇଥିବା ସୂଚନା ମିଳିଛି। କାଲି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବଢ଼ିପାରେ ବର୍ଷା ପରିମାଣ ବଢିବ।
ହୀରାକୁଦ ୩୩.୪ ଡିଗ୍ରୀ, ପାରାଦୀପ ୩୩ ଡିଗ୍ରୀ, ଗୋପାଳପୁର ୩୨.୬ ଡିଗ୍ରୀ ରହିଥିବା ବେଳେ ପୁରୀ ୩୫ ଡିଗ୍ରୀ ଛୁଇଁଛି ।
କି ପୂର୍ବ, କି ପଶ୍ଚିମ, ଉତ୍ତର ହେଉ କି ଦକ୍ଷିଣ ସବୁଠି ଅଗ୍ନିବର୍ଷା ସାଙ୍ଗକୁ ଅସମ୍ଭବ ଗୁଳୁଗୁଳି । କିଏ କହୁଛି ଭାଜି ହେଉଛି, ଆଉ କିଏ କହୁଛି ସିଝି ଯାଉଛି । ମୁଣ୍ଡ ଉପରକୁ ସୂର୍ଯ୍ୟ ନଯାଉଣୁ, ଖାଁ ଖାଁ ରାସ୍ତା, ସହର ବଜାରରେ ଅଘୋଷିତ କର୍ଫ୍ୟୁ ।