• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Weather Update

heavy rain
ଦଶହରାକୁ ପାଣିଚିଆ କଲା ବର୍ଷା

ସାରା ରାଜ୍ୟରେ ଲଗାଣ ବର୍ଷା ଜାରି, ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ

Weather Update
ଆସୁଛି ବଡ଼ ବର୍ଷା; ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

୧୧ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Weather Update
ଅକ୍ଟୋବର ୧ରୁ ବଢ଼ିବ ବର୍ଷା!

ଆସନ୍ତାକାଲି ଏବଂ ୨୯ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Heavy Rainfall
ଲଘୁଚାପ ପ୍ରଭାବରେ ଆଜିଠୁ ବଢ଼ିବ ବର୍ଷା; ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଲଘୁଚାପ କ୍ଷେତ୍ରଟି ଆଗାମୀ କିଛି ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବା ସମ୍ଭାବନା ରହିିଛି ।

Weather Update
ଲଗାଣ ବର୍ଷାରେ ବେହାଲ ଓଡ଼ିଶା; ବାଲେଶ୍ୱର ଓ ଢ଼େଙ୍କାନାଳରେ ସର୍ବାଧିକ ବର୍ଷା ରେକର୍ଡ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ଘନୀଭୂତ ହୋଇ ଦକ୍ଷିଣ ଓଡିଶା ଏବଂ ପାଶର୍ବବର୍ତ୍ତୀ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି ।

Weather Update
ବାତ୍ୟା ନୁହେଁ, କେବଳ ଲଘୁଚାପ ଆସୁଛି: ଉମାଶଙ୍କର ଦାଶ

ବାତ୍ୟା ସୂଚନା ନାହିଁ କି ବାତ୍ୟା ନେଇ କିଛି ଆକଳନ କରାଯାଇନି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

Cyclone Update
ଗଭୀର ଅବପାତ ବାତ୍ୟାର ରୂପ ନେବ ନାହିଁ: IMD DG

ଆଜି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଅବପାତ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇ ଉପକୂଳ ଛୁଇଁବ ।

Heavy Rainfall
ଓଡ଼ିଶାକୁ ନିସ୍ତାର ନାହିଁ ! ୧୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଏପରିକି ଏସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ; ଅକସ୍ମାତ ବନ୍ୟା ଆଶଙ୍କା ଉପୁଜିପାରେ।

Rainfall Alert- Orange Warning For 7 Odisha Districts
୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ: ୨୪ ଯାଏଁ ପ୍ରବଳ ବର୍ଷିବ !

ରାଜ୍ୟରେ ଆହୁରି ତିନିଦିନ ବର୍ଷା ଲାଗି ରହିବ...ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା...

 rainfall in Odisha
୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପୁଣି ବର୍ଷା !

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୯ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା...

Weather update Heavy rainfall to lash Odisha for next 36 Hours
ଆସନ୍ତା ୩୬ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷିବ !

ପାଣିପାଗ ବିଭାଗର ସତର୍କ ସୂଚନା । ଆସନ୍ତା ୩୬ ଘଣ୍ଟା ମଧ୍ୟରେ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ...

5 day continues rain in odisha
ପାଣିପାଗ ବିଭାଗର ସତର୍କ ସୂଚନା: ୫ ଦିନ ଯାଏ ପ୍ରବଳ ବର୍ଷିବ !

ଆଜିଠୁ ୫ ଦିନ ଯାଏଁ ଗଂଜାମ, ନୟାଗଡରେ ଭାରି ବର୍ଷା ସମ୍ଭାବନା । କନ୍ଧମାଳ, ବୌଦ୍ଧର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା । ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ଯୋଗୁଁ ବର୍ଷା ସମ୍ଭାବନା ।

IMD issues yellow warning to 24 districts for heavy rain
୪୮ ଘଣ୍ଟାରେ ଲଘୁଚାପ ! ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ଉତ୍ତର ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି...

Rainfall to continue in Odisha for next 5 days
୫ ଦିନ ଯାଏଁ ପ୍ରବଳ ବର୍ଷିବ; ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ଆସନ୍ତା ୫ ଦିନ ବର୍ଷା ଲାଗି ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

monsoon-rain
ତାତିରୁ ତ୍ରାହି; ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ

ଜନସାଧାରଣଙ୍କୁ ମିଳିଲା ଆଶ୍ୱସ୍ତି । ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜାରି ରହିଛି ବର୍ଷା ।

IMD Predicts Normal Monsoon This Year
ଓଡ଼ିଶା ଛୁଇଁଲା ମୌସୁମୀ

ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ।

Monsoon Likely To Enter Odisha By Tomorrow
ପାଣିପାଗ ବିଭାଗର ପୂର୍ବାନୁମାନ- କାଲି ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ !

ପାଗ ଅନୁକୂଳ ରହିଥିବାରୁ ଆଜି ଓ ଆସନ୍ତାକାଲି ମଧ୍ୟରେ ଓଡ଼ିଶାକୁ ମୌସୁମୀ ବାୟୁ ପ୍ରବେଶ କରିପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ମୌସୁମୀ ଓଡ଼ିଶା ଛୁଇଁବା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି।

Conditions favorable for monsoon in Odisha in next 48 hours
୪୮ ଘଣ୍ଟାରେ ଓଡ଼ିଶା ଛୁଇଁବ ମୌସୁମୀ !

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି। ୪୮ ଘଣ୍ଟା ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। 

Monsoon unlikely to reach Odisha in next 5 days
ରଜରେ ବି ଛୁଇଁବନି ମୌସୁମୀ !

ରଜ ସୁଦ୍ଧା ଓଡ଼ିଶାକୁ ମୌସୁମୀ ଛୁଇଁବା ସମ୍ଭାବନା କ୍ଷୀଣ...

weather update
ସିଝୁଛି ପଶ୍ଚିମ ଓଡ଼ିଶା; ଅସହ୍ୟ ତାତି ସହ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ

ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳ ଅପେକ୍ଷା ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରଭାବ ଥିବାର ରେକର୍ଡ କରାଯାଇଛି ।

IMD issues yellow warning to 10 districts for heavy rain
୨୪ ଘଣ୍ଟାରେ ବର୍ଷା ସମ୍ଭାବନା; ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ୧୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା...

Weather Update
ଆଜିଠୁ ବର୍ଷା; ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜିଠୁ ୩ ଦିନ ଯାଏଁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

Weather Update
ଆହୁରି କଲବଲ କରିବ ତାତି; ବଢ଼ିବ ଦିନ ତାପମାତ୍ରା

ରାଜ୍ୟରେ ଆଗାମୀ ଦିନରେ ଆହୁରି ବଢ଼ିବ ତାତି...

Weather Update
ଅସହ୍ୟ ଗ୍ରୀଷ୍ମରେ କାଳବୈଶାଖୀର ସମ୍ଭାବନା; ମିଳିବ କି ତାତିରୁ ତ୍ରାହି ?

କିଛି ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Scorching heatwave continues in Delhi as maximum temperature breaches 49-degree mark
ରୌଦ୍ରତାପରେ ଜଳୁଛି ରାଜଧାନୀ; ଦିଲ୍ଲୀରେ ସର୍ବାଧିକ ତାପମାତ୍ରା ୪୯ ଡିଗ୍ରୀ ପାର

ରାଜଧାନୀ ଦିଲ୍ଲୀରେ ଦିନର ସର୍ବାଧିକ ତାପମାତ୍ରା ୪୯ ଡିଗ୍ରୀ ସେଲସିୟସ ପାର କରିଥିବାରୁ ଅସହ୍ୟ ତାତିରେ ହନ୍ତସନ୍ତ ହେଉଛନ୍ତି ଲୋକେ । ରୌଦ୍ରତାପ ଏତେ ଯେ ଲୋକଙ୍କ ଘରୁ ବାହାରିବା ବି ମୁସ୍‌କିଲ୍‌ ହୋଇପଡୁଛି ।