ରାଜ୍ୟରେ ଗ୍ରୀଷ୍ଣ ପ୍ରବାହ ଜାରି ରହିଛି। ଆହୁରି ୫ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଭୁବନେଶ୍ୱର ଓ ସମ୍ବଲପୁରରେ ବି ଅସମ୍ଭାଳ ସ୍ଥିତି । ୧୬ ଯାଏଁ ଅଗ୍ନିବର୍ଷାରୁ ନିସ୍ତାର ନାହିଁ କହିଲା ପାଣିପାଗ ବିଭାଗ ।
କିଛି ଦିନ ଧରି କାଳବୈଶାଖୀ ବର୍ଷା ଯୋଗୁଁ ତାତି କମିଥିବା ବେଳେ ଆଜି ପୁଣି ଗରମ ଅନୂଭବ ହେଉଛି ।
ଆଜି ପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ବିଜୁଳି, ଘଡ଼ଘଡ଼ି ସହ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି।
ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଦେଖିବାକୁ ମିଳିଥିଲା।
ପ୍ରବଳ ବର୍ଷାରେ ଭିଜିଲା ଟ୍ୱିନ୍ସିଟି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ରାଜଧାନୀ ।
ଅନ୍ୟପଟେ ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ହେବ, ବର୍ଷା କମିବା ସହ ଉତ୍ତାପ ବଢିବ ।
ଆସନ୍ତାକଲି ପାଇଁ ଉତ୍ତର ଓଡିଶାର ଅଧିକାଂଶ ଅଞ୍ଚଳ ଏବଂ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ଆଜି ୨୫ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୨୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଗତ କିଛିଦିନ ଧରି ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହେଉଛି। ଆଜି ମଧ୍ୟ କିଛି ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
ଆଜି ୪୦ରୁ ୫୦ କିମି, କାଲି ୩୦ରୁ ୪୦ କିମି ବେଗରେ ପବନ ବହିପାରେ
ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୯ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ରାଜ୍ୟରେ ଗୋଟିଏ ପଶ୍ଚିମା ଝଡ଼ର ତାଣ୍ଡବ ନସରୁଣୁ ଆସୁଛି ଆଉ ଏକ ପଶ୍ଚିମା ଝଡ଼। ଆସନ୍ତାକାଲି ଉତ୍ତର ପଶ୍ଚିମ ଭାଗରେ ଆଉ ଏକ ପଶ୍ଚିମା ଝଡ଼ ପ୍ରଭାବିତ କରିବାର ସମ୍ଭାବନା ରହିଛି।
ରାଜଧାନୀ ଭୁବନେଶ୍ୱରରେ ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି ।
ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଭଲ ବର୍ଷା ହେବା ସହ ଜୟଦେବ ବିହାର, ଆଚାର୍ଯ୍ୟ ବିହାର, ସିଆରପି ଛକ ଏବଂ ଘାଟିକିଆରେ କୁଆପଥର ବର୍ଷା ହୋଇଛି ।
ଆସନ୍ତାକାଲି ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ଆସନ୍ତା ୧୮ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ କୁଆପଥର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆଜି ସକାଳୁ ଟ୍ୱିନ୍ ସିଟିର ବିଭିନ୍ନ ଅଂଚଳରେ ଘନ କୁହୁଡି ଦେଖିବାକୁ ମିଳିଛି । ରାଜ୍ୟରେ ଆଜି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିବ ।
ଝଡ଼ ପବନ ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା
ଆସନ୍ତା ୧୫ ତାରିଖରୁ ପଶ୍ଚିମାଝଡ଼ର ପ୍ରଭାବ ସମ୍ଭାବନା
ଆଜିଠୁ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ଯୋଗୁଁ ସାମାନ୍ୟ ଗୁଳୁଗୁଳି ହେବ
ତାଳଚେରରେ ସର୍ବାଧିକ ୩୮.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଥିବା ବେଳେ ରାଜଧାନୀ ଭୁବନେଶ୍ୱର ଦ୍ୱିତୀୟ ତତଲା ସହର ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ତାପମାତ୍ରା ୩୭ ଡିଗ୍ରୀ ପାର୍ ହୋଇଛି । ଦିନ ୨ଟା ୩୦ ସୁଦ୍ଧା ରାଜଧାନୀରେ ତାପମାତ୍ରା ୩୭. ୬ ଡିଗ୍ରୀ ରେକର୍ଡ କରାଯାଇଛି । ଚଳିତବର୍ଷର ଏହା ସର୍ବାଧିକ ତାପମାତ୍ରା ବୋଲି କୁହାଯାଇଛି ।