ଆଜି ରାଜ୍ୟର ଏଧିକାଂଶ ସ୍ଥାନରେ ଘନ କୁହୁଡ଼ି ଦେଖା ଦେଇଥିବା ବେଳେ ରାଜଧାନୀ ଭୁବନେଶ୍ୱର ଓ କଟକରେ ମଧ୍ୟ କୁହୁଡିର ଘନ ଆସ୍ତରଣ ଦେଖିବାକୁ ମିଳିଛି।
ପୂର୍ବ ବର୍ଷର ତଥ୍ୟକୁ ଦେଖିଲେ ଗତ ବର୍ଷ ଫେବୃଆରୀ ତାପମାତ୍ରା ୩୦ ଡିଗ୍ରୀରୁ କମ୍ ରହିଥିଲା, ହେଲେ ଏଥର...
ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ କୁହୁଡି ସହ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ରହିଛି। ତେବେ ରାଜ୍ୟରେ କିଛି ସ୍ଥାନରେ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ସେହିଭଳି ଘନ କୁହୁଡ଼ି ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ହାଡଭଙ୍ଗା ଜାଡ଼ରେ ଥରୁଛି ଉତ୍ତର ଭାରତ । ଅଗାମୀ ୩ ଦିନ ପାଇଁ ସତର୍କ କଲା IMD ।
ହିମ ଚାଦରରେ ଢାଙ୍କି ହୋଇଛି ହୋଇଗଲାଣି ପ୍ରସିଦ୍ଧ ବଦ୍ରିନାଥ ଧାମ।
ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିପାରେ ରାତିର ତାପମାତ୍ରା
ଯଦିଓ ଓଡ଼ିଶା ଉପରେ ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ, ତେବେ ବାହ୍ୟବଳୟ ସହ ଜଡ଼ିତ ମେଘ ସମୂହ ପ୍ରଭାବରେ ୧୦ ଏବଂ ୧୧ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
କୋରାପୁଟ ଜିଲ୍ଲାରେ ଗତ ୧୦ ଦିନ ହେଲାଣି ସକାଳ ୯ଟା ଯାଏଁ ଅସ୍ତବ୍ୟସ୍ତ କରିଦେଉଛି ଜୀବନ ।
ବାତ୍ୟା ପାଇଁ ବଳ ଗୋଟାଉଛି ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ । ଓଡ଼ିଶାକୁ ବାତ୍ୟାର ନାହିଁ ସିଧା ପ୍ରଭାବ: ପାଣିପାଗ ବିଭାଗ ।
ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ଅନୂଭତ ହେଉଛି ।
ଗତ ୪ ଦିନ ହେଲା କୋରାପୁଟରେ ପ୍ରବଳ ଶୀତ ଅନୁଭୁତ ହେଉଛି । ସେମିଳିଗୁଡା ସମେତ ସମଗ୍ର କୋରାପୁଟ ଜିଲ୍ଲା ଶୀତରେ ଥରୁଛି ।
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପରବର୍ତ୍ତୀ ୩ ଦିନ ଯାଏ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇପାରେ।
ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ MD ପକ୍ଷରୁ ସୂଚନା ଦିଆଯାଇଛି ।
ଭୁବନେଶ୍ୱର, କଟକ ସମେତ ଉପକୂଳ ଏବଂ ଅଭ୍ୟନ୍ତରୀଣ ଜିଲ୍ଲାରେ ଥଣ୍ତାର ପରିମାଣ ବଢ଼ିଛି ।
ଆଇଏମଡି ଜିଏଫଏସ୍ ମଡେଲ କହୁଛି, ଓଡିଶାରେ ସ୍ଥଳ ଭାଗ ଛୁଇଁ ପାରେ ବାତ୍ୟା ସିତ୍ରାଙ୍ଗ । ତେବେ ଆଇଏମ୍ଡି ବାତ୍ୟାର ଗତିପଥ ଓ ଲ୍ୟାଣ୍ଡଫଲ୍ ନେଇ ଏଯାଏଁ କୌଣସି ଆକଳନ କରିନାହିଁ ।
ଏଣେ ଅକ୍ଟୋବରରେ ପୁଣି ବାତ୍ୟା ଆସୁଥିବା ଶୁଣି ଛାନିଆ ହେଲେଣି ସମୁଦ୍ର ଦାଢ଼ରେ ଚାଷ-ବାସ କରୁଥିବା ଲୋକମାନେ।
୨୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।
ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୁର୍ଣ୍ଣିବଳୟ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି ।
୨୦ରେ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ସମ୍ଭାବନା ଥିବାବେଳେ କ୍ରମଶଃ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହା ଆକଳନ କରାଯାଇଛି।
ବର୍ଷା ଲାଗି ରହିବାରୁ ଦଶହରା ଓ ଭସାଣି ଉତ୍ସବ ଫିକା ପଡ଼ିଥିବା ବେଳେ ଆସନ୍ତା ୯ ତାରିଖ ଯାଏ ବର୍ଷା ଲାଗି ରହିବ। ଅର୍ଥାତ୍ ଗଜଲକ୍ଷ୍ନୀ ପୂଜାରେ କିଛି ସ୍ଥାନରେ ବର୍ଷା ହୋଇପାରେ।
ଆଗାମୀ କିଛି ଘଣ୍ଟା ପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁରର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।