ଯଦିଓ ଓଡ଼ିଶା ଉପରେ ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ, ତେବେ ବାହ୍ୟବଳୟ ସହ ଜଡ଼ିତ ମେଘ ସମୂହ ପ୍ରଭାବରେ ୧୦ ଏବଂ ୧୧ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
କୋରାପୁଟ ଜିଲ୍ଲାରେ ଗତ ୧୦ ଦିନ ହେଲାଣି ସକାଳ ୯ଟା ଯାଏଁ ଅସ୍ତବ୍ୟସ୍ତ କରିଦେଉଛି ଜୀବନ ।
ବାତ୍ୟା ପାଇଁ ବଳ ଗୋଟାଉଛି ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ । ଓଡ଼ିଶାକୁ ବାତ୍ୟାର ନାହିଁ ସିଧା ପ୍ରଭାବ: ପାଣିପାଗ ବିଭାଗ ।
ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ଅନୂଭତ ହେଉଛି ।
ଗତ ୪ ଦିନ ହେଲା କୋରାପୁଟରେ ପ୍ରବଳ ଶୀତ ଅନୁଭୁତ ହେଉଛି । ସେମିଳିଗୁଡା ସମେତ ସମଗ୍ର କୋରାପୁଟ ଜିଲ୍ଲା ଶୀତରେ ଥରୁଛି ।
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପରବର୍ତ୍ତୀ ୩ ଦିନ ଯାଏ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇପାରେ।
ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ MD ପକ୍ଷରୁ ସୂଚନା ଦିଆଯାଇଛି ।
ଭୁବନେଶ୍ୱର, କଟକ ସମେତ ଉପକୂଳ ଏବଂ ଅଭ୍ୟନ୍ତରୀଣ ଜିଲ୍ଲାରେ ଥଣ୍ତାର ପରିମାଣ ବଢ଼ିଛି ।
ଆଇଏମଡି ଜିଏଫଏସ୍ ମଡେଲ କହୁଛି, ଓଡିଶାରେ ସ୍ଥଳ ଭାଗ ଛୁଇଁ ପାରେ ବାତ୍ୟା ସିତ୍ରାଙ୍ଗ । ତେବେ ଆଇଏମ୍ଡି ବାତ୍ୟାର ଗତିପଥ ଓ ଲ୍ୟାଣ୍ଡଫଲ୍ ନେଇ ଏଯାଏଁ କୌଣସି ଆକଳନ କରିନାହିଁ ।
ଏଣେ ଅକ୍ଟୋବରରେ ପୁଣି ବାତ୍ୟା ଆସୁଥିବା ଶୁଣି ଛାନିଆ ହେଲେଣି ସମୁଦ୍ର ଦାଢ଼ରେ ଚାଷ-ବାସ କରୁଥିବା ଲୋକମାନେ।
୨୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।
ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୁର୍ଣ୍ଣିବଳୟ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି ।
୨୦ରେ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ସମ୍ଭାବନା ଥିବାବେଳେ କ୍ରମଶଃ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହା ଆକଳନ କରାଯାଇଛି।
ବର୍ଷା ଲାଗି ରହିବାରୁ ଦଶହରା ଓ ଭସାଣି ଉତ୍ସବ ଫିକା ପଡ଼ିଥିବା ବେଳେ ଆସନ୍ତା ୯ ତାରିଖ ଯାଏ ବର୍ଷା ଲାଗି ରହିବ। ଅର୍ଥାତ୍ ଗଜଲକ୍ଷ୍ନୀ ପୂଜାରେ କିଛି ସ୍ଥାନରେ ବର୍ଷା ହୋଇପାରେ।
ଆଗାମୀ କିଛି ଘଣ୍ଟା ପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁରର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
୧୧ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆସନ୍ତାକାଲି ଏବଂ ୨୯ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଲଘୁଚାପ କ୍ଷେତ୍ରଟି ଆଗାମୀ କିଛି ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବା ସମ୍ଭାବନା ରହିିଛି ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ଘନୀଭୂତ ହୋଇ ଦକ୍ଷିଣ ଓଡିଶା ଏବଂ ପାଶର୍ବବର୍ତ୍ତୀ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି ।
ବାତ୍ୟା ସୂଚନା ନାହିଁ କି ବାତ୍ୟା ନେଇ କିଛି ଆକଳନ କରାଯାଇନି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।
ଆଜି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଅବପାତ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇ ଉପକୂଳ ଛୁଇଁବ ।
ଏପରିକି ଏସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ; ଅକସ୍ମାତ ବନ୍ୟା ଆଶଙ୍କା ଉପୁଜିପାରେ।
ରାଜ୍ୟରେ ଆହୁରି ତିନିଦିନ ବର୍ଷା ଲାଗି ରହିବ...ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା...