୧୧ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆସନ୍ତାକାଲି ଏବଂ ୨୯ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଲଘୁଚାପ କ୍ଷେତ୍ରଟି ଆଗାମୀ କିଛି ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବା ସମ୍ଭାବନା ରହିିଛି ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ଘନୀଭୂତ ହୋଇ ଦକ୍ଷିଣ ଓଡିଶା ଏବଂ ପାଶର୍ବବର୍ତ୍ତୀ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି ।
ବାତ୍ୟା ସୂଚନା ନାହିଁ କି ବାତ୍ୟା ନେଇ କିଛି ଆକଳନ କରାଯାଇନି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।
ଆଜି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଅବପାତ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇ ଉପକୂଳ ଛୁଇଁବ ।
ଏପରିକି ଏସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ; ଅକସ୍ମାତ ବନ୍ୟା ଆଶଙ୍କା ଉପୁଜିପାରେ।
ରାଜ୍ୟରେ ଆହୁରି ତିନିଦିନ ବର୍ଷା ଲାଗି ରହିବ...ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା...
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୯ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା...
ପାଣିପାଗ ବିଭାଗର ସତର୍କ ସୂଚନା । ଆସନ୍ତା ୩୬ ଘଣ୍ଟା ମଧ୍ୟରେ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ...
ଆଜିଠୁ ୫ ଦିନ ଯାଏଁ ଗଂଜାମ, ନୟାଗଡରେ ଭାରି ବର୍ଷା ସମ୍ଭାବନା । କନ୍ଧମାଳ, ବୌଦ୍ଧର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା । ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ଯୋଗୁଁ ବର୍ଷା ସମ୍ଭାବନା ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ଉତ୍ତର ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି...
ରାଜ୍ୟରେ ଆସନ୍ତା ୫ ଦିନ ବର୍ଷା ଲାଗି ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଜନସାଧାରଣଙ୍କୁ ମିଳିଲା ଆଶ୍ୱସ୍ତି । ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜାରି ରହିଛି ବର୍ଷା ।
ପାଗ ଅନୁକୂଳ ରହିଥିବାରୁ ଆଜି ଓ ଆସନ୍ତାକାଲି ମଧ୍ୟରେ ଓଡ଼ିଶାକୁ ମୌସୁମୀ ବାୟୁ ପ୍ରବେଶ କରିପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ମୌସୁମୀ ଓଡ଼ିଶା ଛୁଇଁବା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି।
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି। ୪୮ ଘଣ୍ଟା ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି।
ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳ ଅପେକ୍ଷା ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରଭାବ ଥିବାର ରେକର୍ଡ କରାଯାଇଛି ।
ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ୧୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା...
କିଛି ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ରାଜଧାନୀ ଦିଲ୍ଲୀରେ ଦିନର ସର୍ବାଧିକ ତାପମାତ୍ରା ୪୯ ଡିଗ୍ରୀ ସେଲସିୟସ ପାର କରିଥିବାରୁ ଅସହ୍ୟ ତାତିରେ ହନ୍ତସନ୍ତ ହେଉଛନ୍ତି ଲୋକେ । ରୌଦ୍ରତାପ ଏତେ ଯେ ଲୋକଙ୍କ ଘରୁ ବାହାରିବା ବି ମୁସ୍କିଲ୍ ହୋଇପଡୁଛି ।
୨୭ ତାରିଖ ସୁଦ୍ଧା ମୌସୁମୀ ବାୟୁ କେରଳ ପହଞ୍ଚିବାର ସମ୍ଭାବନା ରହିଛି।