• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Weather Update

Yellow Warning For Heat Wave Issued In 5 Districts Of Odisha
ତତଲା କଢେଇରେ ସିଝୁଛିି ଓଡ଼ିଶା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଏପ୍ରିଲ ୨୫ ଠାରୁ ୨୮ ତାରିଖ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଅଧିକ ରହିପାରେ।

Weather Forecast
ପାଣିପାଗ ବିଭାଗର ସତର୍କ ସୂଚନା; ଆସନ୍ତା ୨୫ରୁ ୨୭ ବର୍ଷିବ ନିଆଁ !

ରାଜ୍ୟରେ ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ୩ ଦିନ ଧରି ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Weather Forecast- Rain Alert For Several Parts Of Odisha
ପାଣିପାଗ ବିଭାଗର ସତର୍କ ସୂଚନା; ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ରାଜ୍ୟରେ ପ୍ରବଳ ତାତି ମଧ୍ୟରେ କେତେକ ସ୍ଥାନରେ ସାମାନ୍ୟ ବର୍ଷା ବା ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି ।

Odisha Latest Weather Update |
ତାତିରେ ଆଉଟୁପାଉଟୁ ସାରା ରାଜ୍ୟ; ୪୦ ଡିଗ୍ରୀ ପାର୍‌ କଲା ୧୯ ସହରର ତାପମାତ୍ରା

ତାତିରେ ଆଉଟୁପାଉଟୁ ସାରା ରାଜ୍ୟ । ଗତକାଲି ୧୯ଟି ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିଲା । ସେହିପରି ୬ଟି ସ୍ଥାନରେ ଦିନ ତାପମାତ୍ରା ୪୩ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଛି ।

Weather Update
ପାଣିପାଗ ବିଭାଗର ସତର୍କ ସୂଚନା; ଆଜିଠୁ ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା

ଆଜିଠୁ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଭିନ୍ନ ଭିନ୍ନ ସ୍ଥାନରେ ତାଣ୍ଡବ ରଚିପାରେ କାଳବୈଶାଖୀ ।

thunder
୪ ଦିନ ଯାଏଁ ବର୍ଷିବ, ୧୨ ଜିଲ୍ଲାକୁ ସତର୍କ ସୂଚନା

ଅନ୍ୟପଟେ ଏବେ ବି ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଉପାନ୍ତରୁ ଉପକୂଳ, ଆଭ୍ୟନ୍ତରୀଣରୁ ଓ ପଶ୍ଚିମ ସବୁଠି ଅଗ୍ନିବର୍ଷା । ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୪୦ରୁ ଖସୁନଥିବା ବେଳେ, ପ୍ରଥମ ଥର ପାଇଁ ଟ୍ୱିନ୍ ସିଟରେ ତାପମାତ୍ରା ୪୦ ପାର କରିଛି ।

Tempreture
ରାଜ୍ୟରେ ଜାରି ରହିଛି ଅଗ୍ନିବର୍ଷା; ୨୧ଟି ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ପାର୍‌

ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଉପାନ୍ତରୁ ଉପକୂଳ, ଆଭ୍ୟନ୍ତରୀଣରୁ ଓ ପଶ୍ଚିମ ସବୁଠି ଅଗ୍ନିବର୍ଷା । ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୪୦ରୁ ଖସୁନଥିବା ବେଳେ, ପ୍ରଥମ ଥର ପାଇଁ ଟ୍ୱିନ୍ ସିଟରେ ତାପମାତ୍ରା ୪୦ ପାର କରିଛି ।

Weather Forecast- Rain Alert For Several Parts Of Odisha
ତାତିରୁ ମିଳିବ କି ଆଶ୍ୱସ୍ତି ? ଆଗାମୀ ୩ ଦିନ ଭିତରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଆଗାମୀ ୩ ଦିନ ଭିତରେ ଦକ୍ଷିଣ ସହ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ଅନୁମାନ କରାଯାଉଛି ।

Weather Report | Temperature Shoots Up, Sonepur Hottest In Odisha
ଖରାରେ ସିଝୁଛି ସାରା ଓଡ଼ିଶା; ଦେଶର ଉତ୍ତପ୍ତ ସହର ପାଲଟିଛି ସୋନପୁର

ଗତ କିଛି ଦିନ ଧରି ରାଜ୍ୟରେ ବଢ଼ିଥିବା ଗରମ ସମସ୍ତଙ୍କୁ ଆଉଟୁପାଉଟୁ କରୁଛି । ସ୍ଥିତି ଏପରି ହୋଇଛି କି ସୋନପୁର ଦେଶର ସବୁଠୁ ଉତ୍ତପ୍ତ ସହର ପାଲଟିଛି ।

Odisha Latest Weather Update |
ଜାରି ରହିଛି ଗ୍ରୀଷ୍ମ ପ୍ରଭାବ; ୪୦ ଡିଗ୍ରୀ ପାର୍‌ କଲା ୧୧ଟି ସହରର ତାପମାତ୍ରା

ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରୀ । ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଲଗାତାର ଭାବେ ବଢୁଛି ତାପମାତ୍ରା ।

Yellow Warning For Several Districts
ରାଜ୍ୟର ୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣି; ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଦକ୍ଷିଣ ପୂର୍ବ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ।

Odisha Latest Weather Update |
୪୦ ଡିଗ୍ରୀ ଉପରେ ରାଜ୍ୟର ୯ ଟି ସହରର ତାପମାତ୍ରା

ରାଜ୍ୟରେ ବଢ଼ିଚାଲିଛି ଗ୍ରୀଷ୍ଣ ପ୍ରଭାବ । ଓଡ଼ିଶାର ୯ଟି ସହରେ ସର୍ବାଧିକ ତାପମାତ୍ରା ଥିବା ରେକର୍ଡ କରାଯାଇଛି ।

Weather Update
୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Weather Update
ତାତିରୁ ମିଳୁନି ମୁକ୍ତି; ଖରାରେ ସିଝୁଛି ସାରା ଓଡ଼ିଶା

ରାଜ୍ୟରେ ଦିନକୁ ଦିନ ବଢୁଛି ତାତି । ସକାଳ ୯ଟା ପରେ ଘରୁ ବାହାରିବା ମୁସକିଲ ହୋଇପଡ଼ୁଛି । ଘର ବାହାରକୁ ଗଲେ ଖରା, ଘର ଭିତରେ ରହିଲେ ଅସହ୍ୟ ଗରମରେ ଅସ୍ତବ୍ୟସ୍ତ ଜନଜୀବନ । ଆଜିଠାରୁ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ଣ ପ୍ରବାହ ।

weather update
୪ ଦିନ ମୁଣ୍ଡଫଟା ଖରା ! ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜିଠାରୁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଅସହ୍ୟ ଗ୍ରୀଷ୍ମ ପ୍ରବାହ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Heat Wave Rises In West Odisha, Report From Binika
ବଢ଼ୁଛି ତାତି; ଘରୁ ବାହାରି ପାରୁନାହାଁନ୍ତି ଲୋକେ...

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ଣ ପ୍ରବାହ । ଆଗକୁ ଆହୁରି ତାତି ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Weather Update | Mercury Crosses 40 Degree Celsius In 7 Places In Odisha
ତାତିଲା ସମ୍ବଲପୁର; ୪୦ ଡିଗ୍ରୀ ଉପରେ ରାଜ୍ୟର ୭ ସହର

ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢ଼ିଚାଲିଥିବା ବେଳେ ୪୦ ଡେଇଁଲାଣି ପାରଦ । ଗତକାଲି ୭ଟି ସହରରେ ୪୦ ଡିଗ୍ରୀ ଟପିଛି ପାରଦ ୪୦ ଦଶମିକ ୮ ଡିଗ୍ରୀ ସହ ସମ୍ବଲପୁର ପାଲଟିଛି ସବୁଠୁ ଉତ୍ତପ୍ତ ସହର।

Weather Update । 3 Places In Odisha Record Temperature Over 40 Degree Celsius
ଅସହ୍ୟ ହେଉଛି ଗ୍ରୀଷ୍ଣ ପ୍ରଭାବ; ୪୦ ଡିଗ୍ରୀ ପାର୍‌ କଲା ପାରଦ

ଓଡ଼ିଶାରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ଣ ପ୍ରବାହ । ରାଜ୍ୟର ୩ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଡେଇଁଛି ୪୧.୪ ଡିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ବଲାଙ୍ଗିରରେ ମଧ୍ୟ ୪୧. ୩ ଡିଗ୍ରୀ ତାପମାତ୍ରା ରହିଛି ।

Low Pressure Area
ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ଓଡ଼ିଶା ଉପରେ ପଡ଼ିବ କି ପ୍ରଭାବ ?

ଘୂର୍ଣ୍ଣିବଳୟ ପ୍ରଭାବରେ ବିଷୁବରେଖା ପାର୍ଶ୍ୱବର୍ତ୍ତୀ ଭାରତ ମହାସାଗର ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାଛଡ଼ା ଏହି ଲଘୁଚାପ କ୍ଷେତ୍ର ବାତ୍ୟାରେ ପରିଣତ ହେବ କି ନାହିଁ ସେନେଇ ମଧ୍ୟ ପାଣିପାଗ ବିଭାଗ ଆକଳନ କରି ନାହିଁ।

Weather Update
ଭୁବନେଶ୍ୱରଠାରୁ ଆରମ୍ଭ କରି କଟକ ପର୍ଯ୍ୟନ୍ତ ସବୁଠି କୁହୁଡି ହିଁ କୁହୁଡି...

ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ କଟକ ଏବଂ ଏହାର ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା । ଫଳରେ ଯାନବାହାନ ଚଳାଚଳରେ ସମସ୍ୟା ସୃଷ୍ଚି ହୋଇଥିଲା ।

Odisha Weather: Dry Spell For Next 2 Days, Temperature To Fall From February 24
ଆସନ୍ତା ୨୩ ତାରିଖ ଯାଏଁ ରାଜ୍ୟରେ ଶୁଖିଲା ପାଗ ରହିବ; ଖସିବ ରାତ୍ରି ତାପମାତ୍ରା

ରାଜ୍ୟରେ ଆସନ୍ତା ୨୩ ତାରିଖ ଯାଏଁ ଶୁଖିଲା ପାଗ ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Rainfall To Lash Odisha Today, Dense Fog Witnessed In Several Parts Of State
ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ରାଜ୍ୟରେ କିଛି ସ୍ଥାନରେ ଆଜି ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର, ସୁନ୍ଦରଗଡ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁରର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୧୧, ୧୨ ଓ ୧୩ ତାରିଖରେ ରାଜ୍ୟର ସମସ୍ତ ସ୍ଥାନରେ ପାଗ ଶୁଖିଲା ରହିବ ।

Odisha To Receive Rainfall For 2 Days
ଆଜି ଓ କାଲି ପୁଣି ବର୍ଷା ସମ୍ଭାବନା !

ରାଜ୍ୟରେ ଆଜି ଓ କାଲି ପୁଣି ବର୍ଷା ସମ୍ଭାବନା ! ପଶ୍ଚିମା ବାୟୁ ପ୍ରଭାବରେ ବର୍ଷା ନେଇ ପୂର୍ବାନୁମାନ ।ଆସନ୍ତାକାଲି ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ସ୍ଥାନେ ସ୍ଥାନେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Rainfall Alert
ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା; ୯ ଜିଲ୍ଲାକୁ ସତର୍କ ସୂଚନା

ପଶ୍ଚିମା ଝଡ଼ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ଜାରି ରହିଛି। ଦକ୍ଷିଣ ଉପକୂଳ ଓଡ଼ିଶାର ମଧ୍ୟ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏହାସହ ରାଜ୍ୟର ସୁନ୍ଦରଗଡ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକରେ କୁଆପଥର ବର୍ଷା ସମ୍ଭାବନା ରହିଛି ।

IMD Issues Heavy Rainfall Alert For Several Odisha Districts
ଆହୁରି ୨ ଦିନ ବର୍ଷିବ

ସରିନି ଅଦିନିଆ ବର୍ଷା । ଆହୁରି ୨ ଦିନ ବର୍ଷିବ । ବାୟୁମଣ୍ଡଳର ମଧ୍ୟ ଏବଂ ଉପର ସ୍ତରର ପଶ୍ଚିମା-ବାୟୁ ଏବଂ ନିମ୍ନ ଭାଗର ପୂର୍ବାଳୀ ବାୟୁ ସହ ସଂସ୍ପର୍ଶ ଯୋଗୁ, ପାରସ୍ପରିକ ପ୍ରକ୍ରିୟା ତଥା ବଙ୍ଗୋପସାଗର ମଧ୍ୟରୁ ରାଜ୍ୟକୁ ପ୍ରବେଶ କରୁଥିବା ଜଳୀୟବାଷ୍ପପୁର୍ଣ୍ଣ ବାୟୁ ପ୍ରଭାବରେ, କିଛି ଜିଲ୍ଲାରେ କୁଆପଥର ବର୍ଷା ସହ ପ୍ରବଳ ବର୍ଷା ହୋଇଛି । ଆଗାମୀ ଦୁଇ ଦିନ ଯାଏଁ ଆହୁରି ବର୍ଷିବ ବୋଲି ପାଣିପାଗ ବିଭାଗର ସୂଚନା ଦେଇଛି ।