• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Weather

Odisha to witness heavy to very heavy rainfall for next 4 days: IMD
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୩ ଜିଲ୍ଲାରେ ପ୍ରବଳ ବର୍ଷିବ !

ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସେପଟେ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ଟ୍ୱିନ୍‌ ସିଟିରେ ବର୍ଷା ଲାଗି ରହିବ।

heat wave in Bhubaneswar
ଦୁଇ ଦିନ ପରେ ପୁଣି ଉପକୂଳକୁ ଫେରିଲା ତାତି

ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୪୧ ଡିଗ୍ରୀ ଛୁଇଁଲା ତାପମାତ୍ରା

Heat Wave
ପଶ୍ଚିମରୁ ଦକ୍ଷିଣ, ଉପକୂଳରୁ ଉପାନ୍ତ ସବୁଠି ତ୍ରାହି ତ୍ରାହି

ଯଦିଓ ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା ହେଉଛି, ଉପକୂଳରେ କିନ୍ତୁ କଲବଲ କରୁଛି ହ୍ୟୁମିଡିଟି ବା ଆଦ୍ରତା।

Seminar On Climate Change
ଜଳବାୟୁ ପରିବର୍ତ୍ତନ ଯୋଗୁଁ ବଢ଼ୁଛି ଦାଦନ ଦୁଃଖ !

ଜଳବାୟୁ ପରିବର୍ତ୍ତନ କର୍ମଶାଳାରେ ରାଜ୍ୟର ବିଭିନ୍ନ ସମ୍ବାଦପତ୍ର ଓ ବୈଦ୍ୟୁତିକ ଗଣମାଧ୍ୟମର ବହୁ ପ୍ରତିନିଧି ଯୋଗ ଦେଇଥିଲେ ।

ଯାଜପୁରରେ ପଡ଼ିଲା ଅଧକିଲିଆ କୁଆପଥର
ଥିଲା ଥିଲା ହଠାତ୍‌ ବର୍ଷିଲା : ରାସ୍ତାରେ ଗଦା ହେଲା ଅଧ କିଲିଆ କୁଆପଥର

ଯାଜପୁର ଜିଲ୍ଲାରେ ପଶ୍ଚିମା ଝଡର ପ୍ରଭାବ। ଆଜି ଅପରାହ୍ନରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ କୁଆପଥର ସାଙ୍ଗକୁ ବର୍ଷା ଦେଖିବାକୁ ମିଳିଛି। କୁଆପଥରର ମାତ୍ରା ଏତେ ହୋଇଛି ଯେ ରାସ୍ତା ଘାଟରେ କୁଆପଥର ସମ୍ପୂର୍ଣ୍ଣ ଘୋଡେଇ ହୋଇ ରହିଛି । ଜିଲ୍ଲାର ବିଂଝାରପୁର, ଦଶରଥପୁର , ବରୀ ଓ ବଡ଼ଚଣା ବ୍ଳକର ବାଲିଚନ୍ଦ୍ରପୁରରେ ଅଧିକ କୁଆ ପଥର ବର୍ଷା ହୋଇଛି ।

Bhubaneswar witnesses hailstone showers;
ପଶ୍ଚିମା ଝଡ଼ ପ୍ରଭାବ; ରାଜଧାନୀରେ କୁଆପଥର ସହ ବର୍ଷା

ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଭଲ ବର୍ଷା ହେବା ସହ ଜୟଦେବ ବିହାର, ଆଚାର୍ଯ୍ୟ ବିହାର, ସିଆରପି ଛକ ଏବଂ ଘାଟିକିଆରେ କୁଆପଥର ବର୍ଷା ହୋଇଛି ।

weather
ଆସନ୍ତାକାଲିଠୁ ରାଜ୍ୟରେ ଘଡଘଡି ସହ ବର୍ଷା !

ଆଜି ସକାଳେ ଉପକୂଳବର୍ତ୍ତି ଜିଲ୍ଲା ଖୋର୍ଦ୍ଧା, ନୟାଗଡ଼ ଓ କଟକରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇଛି ।

Heavy Rain
କାଳବୈଶାଖୀ ! ଦୁଇ ଦିନ ଯାଏଁ ପ୍ରବଳ ବର୍ଷିବ, ୧୧ ଜିଲ୍ଲାକୁ ୱାର୍ଣ୍ଣିଂ

ଆଜିଠୁ ପଶ୍ଚିମା ଝଡ଼ ସମ୍ଭାବନା । ୨ ଦିନ ଯାଏଁ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ।

Dussehra
ପୂଜାକୁ ପାଣିଚିଆ କରିଦେଲା ବର୍ଷା ! ଭାଙ୍ଗିଲା ତୋରଣ, ଭକ୍ତ ନାରଖାର..

ଭୁବନେଶ୍ୱର, ଆଠଗଡ଼, ବ୍ୟାସନଗରରେ ଭାଙ୍ଗିଲା ତୋରଣ । ଭଦ୍ରକ ମେଡ଼ିକାଲ ଭିତରେ ପଶିଲା ପାଣି ।

Heavy Rain
ତାତିରୁ ମିଳିବ ଆଶ୍ୱସ୍ତି; ୬ ରୁ ପ୍ରବଳ ବର୍ଷା..

ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ଦୁଇଟି ଘୂର୍ଣ୍ଣିବଳୟ ଆସିବା ସମ୍ଭାବନା ରହିଛି ।

Subarnarekha
ଉପକୂଳରୁ ମହାନଦୀର ତୋଡ଼ ଯାଇନି, ଏଣେ ଉତ୍ତରରେ ସୁବର୍ଣ୍ଣରେଖାର ତାଉ !

ବୁଡ଼େଇଲା ସୁବର୍ଣ୍ଣରେଖା । ମହାନଦୀ ତୋଡ଼ ନଯାଉଣୁ ଉତ୍ତରରେ ସୁବର୍ଣ୍ଣରେଖା ତାଉ । ଉବୁଟୁବୁ ବାଲେଶ୍ୱର ଜିଲ୍ଲାର ୬ଟି ବ୍ଲକ୍‌ର ଶତାଧିକ ଗାଁ ।

Heavy Rain
୫ ରୁ ପ୍ରବଳ ଛେଚିବ, ୧୦ ଜିଲ୍ଲାକୁ ୱାର୍ଣ୍ଣିଂ

ଦୁର୍ବଳ ହୋଇଯାଇଥିବା ମୌସମୀ ସ୍ୱାଭାବିକ ଅବସ୍ଥାକୁ ଫେରୁଛି। ଏହାଫଳରେ ଅଗଷ୍ଟ ୫ ତାରିଖ (ଶୁକ୍ରବାର)ଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି।

Less Rain
ଧାରା ଶ୍ରାବଣରେ ଧୁ ଧୁ ଖରା, ରାଜ୍ୟରେ ଆହୁରି ତିନି ଚାରି ଦିନ ଖରା ପାଗ

ଫସଲ ବଞ୍ଚେଇବାକୁ ଜମିକୁୁ ପାଣି ବୋହୁଛି ଚାଷୀ । ୬ରେ ଲଘୁଚାପ, ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା ।

Neheru Bangala
ବଙ୍ଗୋପ ସାଗରରେ ବିଲୀନ ହେବାକୁ ଯାଉଛି ନେହରୁ ବଙ୍ଗଳା ! କିଏ କରିବ ରକ୍ଷା ?

ବିପଦରେ ଉଦ୍ୟାନ ପରିସରରେ ଥିବା କ୍ୟାଣ୍ଟିନ । ଧସୁଛି ମାଟି ଅତଡ଼ା, ମାଡିବସୁଛି ଗଛ ।

Weather Update
ରାଜ୍ୟରେ କୋହଲା ପାଗ, ତାତିରୁ ସାମାନ୍ୟ ଆଶ୍ୱସ୍ତି

ଉତ୍ତରପୂର୍ବ ମଧ୍ୟପ୍ରଦେଶ ଓ ସମୀବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ । ଏନେଇ କେନ୍ଦ୍ରୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ଝଡ଼ବର୍ଷା ସମ୍ଭାବନା ରହିଛି ।

Why this year heat and temperature will rise more
ଚଳିତ ବର୍ଷ ଜଳିବ ଭାରତ; ଜାଣନ୍ତୁ କାହିଁକି

ପୂର୍ବ ବର୍ଷ ଅପେକ୍ଷା ଚଳିତ ବର୍ଷ ଭାରତରେ ହେବ ଅଧିବ ଗରମ। ଲୁ’ ବହିବାର ବି ସମ୍ଭାବନା ରହିଛି। ଜାଣନ୍ତୁ କ’ଣ ରହିଛି ଏହା ପଛର କାରଣ।

Cyclone Batsirai
ତାଣ୍ଡବ ରଚିଲା ବାତ୍ୟା: ୧୦ ମୃତ, ୪୮ ହଜାର ଲୋକ ପ୍ରଭାବିତ

ଭାରତ ମହାସାଗର ଦ୍ୱୀପ ଦେଶରେ ଧ୍ୱଂସର ତାଣ୍ଡବ ରଚିବା ପରେ ଘୂର୍ଣ୍ଣିବାତ୍ୟାଟି ଦୁର୍ବଳ ହୋଇଥିଲା।

What happened when rain comes in winters
ଶୀତ ଦିନେ ବର୍ଷା; ଏମିତି ହେଉଛି କାହିଁକି ?

ସାରାଦେଶ ଶୀତରେ ଥରୁଥିବା ବେଳେ ବର୍ଷାର ଆଗମନ ଲୋକଙ୍କୁ ଚିନ୍ତାରେ ପକେଇଛି। ଦିଲ୍ଲୀ ସମେତ ଉତ୍ତର ଭାରତର ଅନେକ ରାଜ୍ୟରେ ବର୍ଷା ହୋଇଛି। ଏହାକୁ ଦୃଷ୍ଟିରେ ରଖି ବୈଜ୍ଞାନିକମାନେ ବାରମ୍ବାର ଚେତାବନୀ ଦେଇଛନ୍ତି ଯେ, ଚଳିତ ବର୍ଷ ଥଣ୍ଡା ଅଧିକ ହେବ।

Cyclone Jawad
ବାତ୍ୟା ଟଳିଲା, ହେଲେ ନାକେଦମ କଲା ଲଗାଣ ବର୍ଷା ! ଜାଣନ୍ତୁ ବାତ୍ୟା ପରର ସ୍ଥିତି

ସାମୁଦ୍ରିକ ଝଡ଼ ଜଓ୍ୱାଦ ଦୁର୍ବଳ ହେବା ପରେ ଓଡ଼ିଶା ଉପରୁ ଟଳିଛି ବାତ୍ୟା ବିପଦ । କିନ୍ତୁ  ଦୁଇ ଦିନ ଧରି ଭିଜୁଛି ଉପକୂଳ ଓଡ଼ିଶା । ଗଞ୍ଜାମ ଖଲ୍ଲିକୋଟ ଅଞ୍ଚଳରେ ବାତ୍ୟା ଜଓ୍ୱାଦ ପ୍ରଭାବରେ ସବୁଠୁ ଅଧିକ ବର୍ଷା ହୋଇଛି ।

Officers Off Cancel
ବାତ୍ୟା ମାଡ଼ି ଆସୁଛି ! ସବୁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ..

ମାଡ଼ି ଆସୁଥିବା ବାତ୍ୟା ଏବଂ ତାର ମୁକାବିଲା ନେଇ ସମୀକ୍ଷା କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ଭିଡ଼ିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ୧୭ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ଏସ୍‌ଆର୍‌ସି ପ୍ରଦୀପ ଜେନା ।

Cyclone
ଆସୁଛି ବାତ୍ୟା ! ଏହି ସବୁ ଜିଲ୍ଲାରେ ଦୁଇ ଦିନ ପ୍ରବଳ ବର୍ଷା

ଏହାପରେ ବାତ୍ୟା ଉତ୍ତର ଓ ଉତ୍ତର ପୂର୍ବ ଦିଗରେ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାରି ପ୍ରଭାବରେ ୪ ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଗଜପତି, ଗଂଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ଦିଆଯାଇଛି ରେଡ୍ ଓ୍ୱାର୍ଣ୍ଣିଂ ।

Cyclone
ଡିପ୍ରେସନ ପରେ ଜାଣିହେବ କେଉଁଠି ଅତିକ୍ରମ କରିବ ବାତ୍ୟା

କାଲି ଡିପ୍ରେସନ ପରେ ଜାଣିହେବ କେଉଁଠି ଅତିକ୍ରମ କରିବ ବାତ୍ୟା I ଶନିବାର ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ଓ ୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ I ୮ ଆକ୍ସନ ପଏଣ୍ଟ ଉପରେ ହାଇଲେବଲ ମିଟିଂରେ ଗୁରୁତ୍ୱ ।

Why so rain in October
ଅକ୍ଟୋବରରେ ଦେଶସାରା କାହିଁକି ଏତେ ବର୍ଷା, ଜାଣନ୍ତୁ କ’ଣ କହୁଛନ୍ତି ବିଶେଷଜ୍ଞ

ଦେଶରେ ପ୍ରାୟ ସେପ୍ଟେମ୍ବର ପର୍ଯ୍ୟନ୍ତ ବର୍ଷା ଲାଗି ରହିଥାଏ। କିନ୍ତୁ ଏମିତି କିଛି ଅଞ୍ଚଳ ଅଛି ଯେଉଁଠି ପ୍ରବଳ ବର୍ଷା ହୋଇଥାଏ। କିଛି ଦିନ ପୂର୍ବରୁ ଦିଲ୍ଲୀ ସହିତ କେରଳ, ମଧ୍ୟପ୍ରଦେଶ, ବିହାର ଏବଂ ଉତ୍ତରପ୍ରଦେଶରେ ପ୍ରବଳ ବର୍ଷା ହୋଇଥିଲା। ଏହି କାରଣରୁ ଅନେକ ସ୍ଥାନରେ ଜନଜୀବନ ସହିତ ସମ୍ପତ୍ତି ନଷ୍ଟ ହୋଇଥିବା ସୂଚନା ମିଳିଛି। ଗତ ଦିନରେ ଉତ୍ତରପ୍ରଦେଶରେ ପ୍ରବଳ ବର୍ଷା ହେତୁ ୪୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୧ ଜଣ ନିଖୋଜ ଅଛନ୍ତି। ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ଦେଶରେ ଏଭଳି ବର୍ଷା ପାଇଁ ଅନେକ କାରଣ ଥିବା ବିଶେଷଜ୍ଞମାନେ କହିଛନ୍ତି।

Rainfall Alert
୯ ଜିଲ୍ଲାରେ ଦୁଇ ଦିନ ବର୍ଷିବ !

ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକାରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ପ୍ରଭାବରେ ଦକ୍ଷିଣ ଗାଙ୍ଗେୟ ଉପତ୍ୟକାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବ।

IMD DG
ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା; ୧୭ରୁ ଉପକୂଳରେ ପୁଣି ବର୍ଷିବ

୭ ତାରିଖ ଠାରୁ ରାଜ୍ୟରେ ପୁଣି ଲାଗି ରହିବ ବର୍ଷା।  ବର୍ଷା ସଂପର୍କରେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଦେଇ କହିଛନ୍ତି, ୧୭ ସୁଦ୍ଧା ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ୧୮ ତାରିଖ ସକାଳ ସୁଦ୍ଧା ଏହା ଉତ୍ତର ଓଡ଼ିଶା ନିକଟରେ ପହଞ୍ଚିପାରେ। ଏହାର ପ୍ରଭାବରେ ୧୭ରୁ ଉପକୂଳ ଓଡ଼ିଶାରେ ପୁଣି  ବର୍ଷା ହେବ।