• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Weather

Cyclone Dana
Cyclone Dana: ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା, କ୍ୟାବିନେଟ ସଚିବଙ୍କୁ କଲେ ଅବଗତ

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନରେ ବାତ୍ୟା ମୁକାବିଲା ସମୀକ୍ଷା ବୈଠକ ଚାଲିଛି ।

Cyclone Dana
କେଉଁଠି ଉପକୂଳ ଛୁଇଁବ ‘ଦାନା’, ଆସିଲା ସମ୍ଭାବ୍ୟ ବାତ୍ୟାର ଗତିପଥ

୨୪ ବେଳକୁ ଭୀଷଣ ବାତ୍ୟାର ରୂପ ନେଇପାରେ । ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଛୁଇଁପାରେ । କେଉଁଠି ଲ୍ୟାଣ୍ଡଫଲ୍ କରିବ ଅବପାତ ପରେ ଆକଳନ କରାଯାଇ ପାରିବ ।

Cyclone Dana
ପୁଣି ଅକ୍ଟୋବର, ପୁଣି ବାତ୍ୟା! ପ୍ରବଳ ବେଗରେ ବହିବ ପବନ, ପ୍ରବଳ ବର୍ଷା ସମ୍ଭାବନା

ଆସୁଛି ବାତ୍ୟା । ଆସନ୍ତା ୨୩ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବାତ୍ୟା, ୨୪ ତାରିଖ ସକାଳେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ନିକଟ ସମୁଦ୍ରକୁ ଆସିବ ।

Cyclone
ବାତ୍ୟା ନାଁ ଶୁଣି ଛାନିଆ ଉପକୂଳବାସୀ; ସରକାର ପ୍ରସ୍ତୁତ, ଆଲର୍ଟରେ ରେସ୍କ୍ୟୁ ଟିମ୍

ଅକ୍ଟୋବରରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଉପକୂଳରେ ପଶିଛି ଛନକା । ବାରମ୍ବାର ବାତ୍ୟାର ସାମ୍ନା କରିଥିବା ଉପକୂଳ ବାସିନ୍ଦାଙ୍କ ମଧ୍ୟରେ ପୁଣି ବାତ୍ୟା ଭୟ ।

Cyclone
୨୩ରେ ବାତ୍ୟା ଆଶଙ୍କା, ୨୪ରେ ଛୁଇଁବ ଉପକୂଳ !

୨୨ ତାରିଖ ସକାଳେ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହେବ । ତେବେ ଏହା ୨୩ ସୁଦ୍ଧା ବାତ୍ୟା ରୂପ ନେବ ।

Low Pressure
୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୨୩ ତାରିଖ ବେଳକୁ ନେବ ଅବପାତର ରୂପ

ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଦାନା ବାନ୍ଧିବା ସମ୍ଭାବନା ରହିଛି । ଏହାପରେ ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ ଲଘୁଚାପ ।

Heavy Rainfall
ଆସୁଛି ବଡ଼ ବର୍ଷା, କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ଘୂର୍ଣ୍ଣିବଳୟ

ଏହାର ପ୍ରଭାବରେ ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି ।

Weather Update
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା !

୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାଶ୍ବବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Durga Pandal
ପୂଜା ପରେ ଅଘଟଣ, ଭୁଶୁଡ଼ିଲା ତୋରଣ!! ବସ୍ ଚଳାଚଳ ବ୍ୟାହତ

ପୂଜା ପରେ ଅଘଟଣ । କଟକରେ ଭୁଶୁଡ଼ିଲା ତୋରଣ ।

Tamil Nadu Weather
ଚେନ୍ନାଇରେ ପ୍ରବଳ ବର୍ଷା, ଜଳବନ୍ଦୀ ଅବସ୍ଥା; ବନ୍ୟା ମୁକାବିଲା ଲାଗି ପ୍ରସ୍ତୁତି

ତାମିଲନାଡୁରେ ଜାରି ରହିଛି ଭାରି ବର୍ଷା । କେବଳ ଚେନ୍ନାଇରେ ୧୬ ସେଣ୍ଟିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ରାସ୍ତାଘାଟରେ ପାଣି ଜମି ରହିଛି ।

Durga Puja
ରାଜଧାନୀରେ ପ୍ରବଳ ବର୍ଷା, ଭୁଶୁଡ଼ିଲା ଦୁର୍ଗା ପୂଜା ଲାଇଟ ଗେଟ୍ ମେଢ଼

ବର୍ଷାରେ ଭୁଶୁଡ଼ିଲା ଭୁବନେଶ୍ୱର ରସୁଲଗଡ ଦୁର୍ଗା ପୂଜା ଲାଇଟ ଗେଟ । ୩୦ ଫୁଟ ଉଚ୍ଚର ଏହି ଗେଟ ସମ୍ପୂର୍ଣ୍ଣ ଭୁଶୁଡ଼ି ପଡିଛି ।

Weather Update
ଟଳିଲା ପୂଜାରେ ବର୍ଷା ଡ଼ର ! ସପ୍ତାହେ ପର୍ଯ୍ୟନ୍ତ ନାହିଁ ବଡ଼ ବର୍ଷା

ବାୟୁମଣ୍ଡଳରେ ଯଥେଷ୍ଟ ପରିମାଣର ଆର୍ଦ୍ରତା ରହୁଥିବାରୁ ମୌସୁମୀ ଅପସରିବାର ବାଟ ଫିଟିନାହିଁ ବୋଲି କହିଛି ବିଭାଗ । ଏବେବି ୭୦ରୁ ୯୦ ପ୍ରତିଶତ ରାଜ୍ୟରେ ଆଦ୍ରତା ଥିବାରୁ ଗୁଳୁଗୁଳି ଅନୁଭୂତ ହେଉଛି ।

Monsoon Update
ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ; ଆଗକୁ ଭୀଷଣ ଗୁଳୁଗୁଳି, ୩୮ ଛୁଇଁବ ପାରଦ!!

ସରିଲା ମୌସୁମୀ ବର୍ଷା । ଏଥର ଓଡ଼ିଶାରେ ସ୍ୱାଭାବିକ ବର୍ଷା ।

rainfall
୬ରେ ଲଘୁଚାପ, ୧୦ ଯାଏଁ ବର୍ଷା; ଫିକା ପଡ଼ିବ ପାର୍ବଣ !

ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଫଳରେ ୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ୪ ତାରିଖରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବ।

Weather Update
ପାର୍ବଣକୁ ଫିକା କରିବ ବର୍ଷା! ପୂଜାରେ ଭିଜେଇବ, ବୁଡ଼େଇବ!

ପାର୍ବଣକୁ ଫିକା କରିପାରେ ବର୍ଷା । ଆସନ୍ତା ୬ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।

Heavy Rain Fall
ବର୍ଷା କଲାଣି ନାକେଦମ୍!! କେଉଁଠି ରାସ୍ତା ଦବିଛି ତ କେଉଁଠି ଘରେ ଆଣ୍ଠୁଏ ପାଣି

ଠପ୍ ହୋଇଯାଇଛି ଯାତାୟତ । ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଦୁଇ ଦିନ ହେଲା ଥମିବାର ନାଁ ନେଉନି ବର୍ଷା । ମୂଷଳଧାରାରେ ଢାଳି ଚାଲିଛି ।

Heavy Rainfall
ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ...

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା  । ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି  । ୨୬ରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା  ।

Weather Update
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର .. ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

heavy rain
ପ୍ରବଳ ବର୍ଷିବ ! ୨ ଜିଲ୍ଲାକୁ ରେଡ୍, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ମୟୂରଭଂଜ ଏବଂ କେନ୍ଦୁଝର ଜିଲ୍ଲାକୁ ରେଡ୍ ଆଲର୍ଟ । ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣଂ  ।

Rain
ଆହୁରି ଦୁଇ ଦିନ ପ୍ରବଳ ବର୍ଷିବ; ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର

ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

weather
ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର,୧ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର। ପଶ୍ଚିମ- ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ହେବ ସୁଦୃଶ୍ୟ ଲଘୁଚାପର ରୂପ ନେବ। ଏ ନେଇ ସୂଚନା ଦେଲା ପାଣିପାଗ ବିଭାଗ ।

Rain
ପ୍ରବଳ ବର୍ଷା ସମ୍ଭାବନା

ପ୍ରବଳ ବର୍ଷା ସମ୍ଭାବନା। ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ଆଗାମୀ ୨ ଦିନରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ମୁହାଁଇବ । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ ।

Weather
ସକ୍ରିୟ ରହିଛି ଲଘୁଚାପ !! ଢାଳିବ ବର୍ଷା, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଉତ୍ତର ବଙ୍ଗୋପସାଗର ଓ ଆଖପାଖରେ ସକ୍ରିୟ ରହିଛି ଲଘୁଚାପ । ଆଗାମୀ ୨ ଦିନ ଭିତରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୱେଲମାର୍କଡ ଲୋ ପ୍ରେସରର ରୂପ ନେବାପରେ ବାଂଲାଦେଶ ଉପକୂଳ ମୁହାଁ ହେବ ।

Odisha Weather
ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୨୦ଯାଏଁ ପ୍ରବଳ ବର୍ଷା

ବଢ଼ିବ ରାଜ୍ୟରେ ବର୍ଷାର ପରିମାଣ । ଘନିଭୂତ ହେଉଛି ଆଉ ଏକ ଲଘୁଚାପ । ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।

Heavy rainfall
୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର; ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି !

ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ସୂଚନା । ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି ।