ସ୍ୱାମୀ-ସ୍ତ୍ରୀ ଉଭୟ IAS, ବିବାହରେ ଖର୍ଚ୍ଚ କଲେ ମାତ୍ର ୫୦୦ ଟଙ୍କା । ତେବେ କାହିଁକି ଏତେ କମ୍ ଟଙ୍କାରେ ବିବାହ କଲେ ? ଏହା ପଛର ଉଦ୍ଦେଶ୍ୟ କଣ ? କଣ ପାଇଁ ଏମିତି ବିବାହ କଲେ ? ଜାଣନ୍ତୁ...
ମୁମ୍ବାଇର ଜିଓ ୱାଲ୍ଡ କନଭେନସନ୍ ସେଣ୍ଟରରେ ହାତକୁ ଦୁଇ ହାତ ହୋଇଥିଲେ ଅନନ୍ତ ଓ ରାଧିକା। ତେବେ ଅନନ୍ତ ଓ ରାଧିକାଙ୍କୁ କିଏ ଦେଲେ କ’ଣ ଉପହାର ? ଜାଣନ୍ତୁ...
ବିବାହକୁ କିଛି ଲୋକ ଭିନ୍ନ ଢଙ୍ଗରେ ଆୟୋଜନ କରିବାକୁ ଚେଷ୍ଟା କରନ୍ତି । ସେମିତି ଏକ ଘଟଣା ଘଟିଛି ଯାହା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲିଟିଛି ।
ଭୟାନକ ଘଟଣା...ବିବାହ ସମୟରେ ଘଟିଲା ବଡ଼ ଅଘଟଣ । ମୁଣ୍ତ ଉପରେ ବାଣ ରଖି ଫୁଟାଇବା ପଡ଼ିଲା ମହଙ୍ଗା ।
ଆମ ନଜରକୁ ଯେଉଁ ବର ଗାଡ଼ି ଆସିଛି ସେଥିରେ କୌଣସି ଫୁଲ କିମ୍ବା ବୁକେ ଲାଗିନି । ସେଥିରେ ଲାଗିଛି ଶହ ଶହ ଚିପ୍ସ ପ୍ୟାକେଟ୍ ।
ପାରିବାରିକ କଳହ ନେଲା ମୁଣ୍ଡ । ବିବାହର ଦିନକ ପୂର୍ବରୁ ପୁଅକୁ ହତ୍ୟା କଲା ବାପା । ଏମିତି ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି ଦିଲ୍ଲୀରୁ ।
ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତଙ୍କ ବିବାହ ପୂର୍ବରୁ ପ୍ରି ୱେଡ଼ିଂ ଉତ୍ସବ ଆୟୋଜନ କରାଯାଉଛି । ଯେଉଁଥିରେ ଅତିଥିଙ୍କୁ ପରସା ଯିବ ୨୫୦୦ ଆଇଟମ୍...ଜାଣନ୍ତୁ କଣ ରହିଛି ଖାସ୍...
ଭାରତରେ ଯୌତୁକ ନେବା ଓ ଦେବା ଏକ ଅପରାଧ । କିନ୍ତୁ ଏବେ ଜଣେ ବର ଓ କନ୍ୟାଙ୍କୁ ଉପହାର ସ୍ୱରୂପ ଏତେ ଗୁଡ଼ିଏ ଆଇଟମ୍ ପାଇଛନ୍ତି ଯାହା ଶୁଣିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ ।
ଉଭୟ ପକ୍ଷରୁ ଯୁକ୍ତିତର୍କ ହେବା ସହିତ ଗଣ୍ଡଗୋଳ ସୃଷ୍ଟି ହୋଇଥିଲା। ପ୍ରାୟ ୨ ଘଣ୍ଟା ଧରି ସ୍ଥାନୀୟ ଅଞ୍ଚଳ ରଣକ୍ଷେତ୍ର ପାଲଟି ଯାଇଥିଲା।
ବରର ପାଦ ଛୁଇଁବା ପାଇଁ ରୋକ୍ଠୋକ୍ ମନା କରିଦେଲେ କନ୍ୟାର ଭାଇ। କଥା ଏତେ ବଢ଼ି ଯାଇଥିଲା ଯେ, ଶେଷରେ ବାହାଘର ଭାଙ୍ଗି ଯାଇଥିଲା।
ଉଭୟଙ୍କ ପରିବାର ସମେତ ଇଣ୍ଡଷ୍ଟ୍ରିର ଅନେକ ପ୍ରତିଷ୍ଠିତ ବ୍ୟକ୍ତିତ୍ୱ ମଧ୍ୟ ଷ୍ଟାର୍ କପଲଙ୍କ ବିବାହରେ ସାମିଲ ହୋଇଛନ୍ତି।
ବରକୁ ୬୫, କନ୍ୟାକୁ ୨୪ ବର୍ଷ । ଧୁମଧାମରେ ହେଲା ବିବାହ
ବାହାଘରଟିଏ କରୁଥିଲେ ଟଙ୍କା କେଉଁବାଟେ ଖର୍ଚ୍ଚ ହୋଇଯାଏ ଜଣାପଡେନି। ହିସାବ ଟିକିଏ ଭୁଲଭାଲ ହୋଇଗଲେ ସବୁ ବ୍ୟବସ୍ଥା ବିଗିଡ଼ି ଯିବ। ବିଶେଷକରି ଯଦି ଭୋଜି ପ୍ଲେଟ୍ରେ ଅବ୍ୟବସ୍ଥା ଦେଖାଦିଏ ତେବେ ତ କଥା ସରିଲା। ବଦନାମ ହିଁ ବଦନାମ୍। କାରଣ ଆମନ୍ତ୍ରିତ ଅତିଥି ଭୋଜି ନ ଖାଇ ଫେରିଯିବେ। ଆଉ ଏପଟେ ଡକା ଯାଇ ନ ଥିବା ଲୋକ ଥାଳି ଧରି କ୍ୟୁରେ ଛିଡ଼ା ହୋଇଥିବେ।
ତିଥି ଫିଟିଥିଲା..ନିଷ୍ପତ୍ତି ସରିଥିଲା.. ହେଲେ ଏ ବର୍ଷା ସବୁ ବିଗାଡ଼ିଦେଲା..ପ୍ରବଳ ବର୍ଷା ସାଙ୍ଗକୁ ଜଳାର୍ଣ୍ଣବ ପରିସ୍ଥିତି.. ହେଲେ ବାହା ତ ହେବାର ଅଛି.. ଯେଣ ତେଣ ପ୍ରକାରେଣ ମନ୍ଦିରରେ ବାହାଘର ସରିଲା...
ଶୀତ ଋତୁ ଆସୁଥିବାରୁ କୋଭିଡ଼ କଟକଣା କଡ଼ା କଲା ବିଏମ୍ସି। ବାହାଘର, ବ୍ରତଘର, ଶୁଦ୍ଧିକାର୍ଯ୍ୟରେ ଲୋକସଂଖ୍ୟା ଉପରେ କଟକଣା ଜାରି ହୋଇଛି। ଏଣିକି ଏଭଳି ସାମାଜିକ କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି ମିଳିବ।