ସଫଳତାର ନୂଆ ମଉକା ହାତକୁ ଆସିବ। ବ୍ୟକ୍ତିଗତ କଥା କାହାରିକୁ ଜଣାନ୍ତୁ ନାହିଁ। ବ୍ୟବସାୟରେ ପୁଞ୍ଜି ଲଗାନ୍ତୁ ଦିଗୁଣା ଲାଭ ପାଇବେ। ଘରୋଇ ଉଦ୍ୟୋଗରେ କାମ କରୁଥିବା ଲୋକଙ୍କ ଲାଗି ସମୟ ଭଲ। ଦରମା ବୃଦ୍ଧିର ଖବର ପାଇବେ।
ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ସୋମବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ପ୍ରତିପଦ ଦିବା ୦୮.୨୫ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୦୮.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୧୩ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।
ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।
ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ।
ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।
ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆପଣ ଟିକେ ଆଳସ୍ୟ ଅନୁଭବ କରିବେ। ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ। ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡ଼ିବେ। ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ।
କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବ୍ୟବସାୟ, ପରିବହନ, ବାଣିଜ୍ୟ ମାନ୍ଦା ହେବ ନାହିଁ । ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବ। ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ।
କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
ସମ୍ପର୍କ ହାନି କାରଣରୁ ମାନସିକ ଅସ୍ଥିରତା ଅନୁଭବ କରିବେ । ଆଲୋଚନା କ୍ଷେତ୍ରରେ କିମ୍ବା ସଭାସମିତିରେ ସଫଳତା ପାଇବେ ନାହଁ । ପରିବାର ଭିତରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ।
ଏହି ସପ୍ତାହରେ ଆଇନଗତ ପ୍ରତିବନ୍ଧକ ହଟିଯିବ,ଚାକିରିରେ ସ୍ଥାନାନ୍ତର ଏବଂ ପଦୋନ୍ନତି ଅଛି। ଏହି ସପ୍ତାହରେ ବକେୟା ରାଶି ପ୍ରାପ୍ତ ପାଇଁ ପ୍ରୟାସ ସଫଳ ହେବ, ଦୂର ଯାତ୍ରା ସଫଳ ହେବ।
ଏହି ସପ୍ତାହରେ ସ୍ୱାସ୍ଥ୍ୟ ଭଲ ରହିବ। ଦୂରଯାତ୍ରା ଶୁଭପ୍ରଦ ହେବ। ପ୍ରେମ ଜୀବନରେ ରୋମାଞ୍ଚ ବୃଦ୍ଧି ପାଇବ । ଏହି ସପ୍ତାହରେ ଅକସ୍ମାତ ଧନ ପ୍ରାପ୍ତି ନେଇ ଯୋଗ ରହିଛି । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ ।
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ନୂତନ ବନ୍ଧୁଙ୍କ ପରାମର୍ଶରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ନିଜର ନୂଆ ଲକ୍ଷ୍ୟ ନିର୍ଦ୍ଧାରିତ କରିବେ । ଚାକିରିରେ ସ୍ଥାନାନ୍ତର ହେବାକୁ ଚେଷ୍ଟା କଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ ।
ଏହି ସପ୍ତାହରେ ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ,ଆକସ୍ମିକ ଧନ ଲାଭ ହେବ । ବିଦେଶ ଯାତ୍ରାର ଯୋଗ ରହିଛି । କୌଣସି ନୂତନ ବନ୍ଧୁଙ୍କ ସହ ଭେଟ ହେବ ।
ଏହି ସପ୍ତାହରେ ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ ,ଏହି ସପ୍ତାହରେ ଆକସ୍ମିକ ଧନ ଲାଭ ହେବ ,ଏହି ସପ୍ତାହରେ ବିଦେଶ ଯାତ୍ରାର ଯୋଗ ରହିଛି । କୌଣସି ନୂତନ ବନ୍ଧୁଙ୍କ ସହ ଭେଟ ହେବ ।
ଏହି ସପ୍ତାହରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ ।
ଏହି ସପ୍ତାହରେ ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। । ମହିଳା ମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ ।
ଏହି ସପ୍ତାହରେ କୋର୍ଟ ମାମଲାରେ ଲାଭ ହେବ,ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି । ପାରିବାରିକ ସମସ୍ୟା ଗୁଡିକ ସମାଧାନ ହେବ, ଏହି ସପ୍ତାହରେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ,ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହୋଇ ପାରନ୍ତି
ଏହି ସପ୍ତାହରେ ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ, କୋର୍ଟ ମାମଲାରେ ଲାଭ ହେବ ,ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ। ଏହି ସପ୍ତାହରେ ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ।
ନୂଆ ନୂଆ ଲୋକଙ୍କ ସହ ମିଶିବାର ଅବସର ପାଇବେ । ନୂତନ ଭାବେ ଆରମ୍ଭ କରୁଥିବା କାମରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଅତିଥି ମାନଙ୍କ ସେବା କରି ଆନନ୍ଦିତ ରହିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ।