ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ
କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଅର୍ଥ ସାହାଯ୍ୟ ଲାଭକରି ଅଟକି ଯାଉଥିବା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ ।
କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମ ଉପରେ ନଜର ପଡ଼ିପାରେ । ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।
ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ରାଜନୀତିରେ ସଫଳତା ପାଇପାରନ୍ତି । ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ ।
ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ରାଜନୀତିରେ ସଫଳତା ପାଇ ପାରନ୍ତି ।
ବିଦ୍ୟାର୍ଥୀମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା ପ୍ରତିଯୋଗୀତାରେ ବିଜୟୀ ହେବେ । ନୂତନ କର୍ମରେ ନିଯୁକ୍ତି ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।
ଆପଣ କୌଣସି ପୁରୁଣା ରୋଗଠୁ ମୁକ୍ତି ପାଇବେ । ହଠାତ ଆୟ ବଢ଼ିବା ଯୋଗୁଁ ଆର୍ଥିକ ଅବସ୍ଥାରେ ସୁଧାର ଆସିବ ଓ ଋଣ ଆରାମରେ ସୁଝି ପାରିବେ ।
ବ୍ୟବସାୟରେ ଭାଗୀଦାରୀ ମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯାଇ କାରବାରରେ କୁଶଳତାକୁ ଆଧାର କରି ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ।
ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଟି ଆଜି ଅଳ୍ପ ପ୍ରୟାସରେ ହୋଇଯିବ ।
ଶିକ୍ଷା କ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଓ ନୂତନ ବନ୍ଧୁ ମିଳନ ହେତୁ ମନ ଖୁସି ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର କରିବାର ସୁଯୋଗ ପାଇବେ ।
ବ୍ୟବସାୟୀମାନେ ସେମାନଙ୍କ ପରିବାରର ସଦସ୍ୟଙ୍କଠାରୁ ଦୂରରେ ରହିବେ । କର୍ମକ୍ଷେତ୍ରରେ କିଛି ନୂତନ କାମ ସୃଷ୍ଟି କରିବା ସକଶେ ଚିନ୍ତା କରି ପାରନ୍ତି। ଜାଣନ୍ତୁ, ଏହି ସପ୍ତାହରେ କେଉଁ ରାଶିରେ କ’ଣ ରହିଛି ଓ ଏହାର ପ୍ରତିକାର
ନିର୍ମାଣ କାର୍ଯ୍ୟ, ମାଲିମକଦ୍ଦମା, କ୍ରୟବାଣିଜ୍ୟ, ବ୍ୟବସାୟରେ ସ୍ଥିତି ଅନୁକୂଳ ହୋଇପାରେ । ସହକର୍ମୀମାନଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।
ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ,କାରଣ ଆପଣଙ୍କ ସ୍ୱାସ୍ଥ୍ୟ ଆହୁରି ଖରାପ ହୋଇ ପାରେ । ଆପଣଙ୍କୁ ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।
କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ। ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ। ପ୍ରତିକାର ପାଇଁ କରିବେ କଣ ଜାଣନ୍ତୁ...
ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।
ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।

ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ, ଆବଶ୍ୟକତା ଠାରୁ ଅଧିକ ଧନ ପାଇବେ। ଏହି ସପ୍ତାହରେ ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ କର୍ମ କ୍ଷେତ୍ରରେ ସାହାଯ୍ୟ ପାଇବେ ଏବଂ ସାଂସାରିକ ଜୀବନ ସୁଖମୟ ହେବ ।
ଏହି ସପ୍ତାହରେ ଆକସ୍ମିକ ଖୁସି ଖବର ଶୁଣି ଆପଣଙ୍କ ଖୁସି ଆହୁରି ବଢିଯିବ । ଜୀବନସାଥୀଙ୍କ ସହ ସପ୍ତାହଟି ଭଲରେ କଟିବ । ଏହି ସପ୍ତାହରେ ଭ୍ରମଣର ଯୋଗ ରହିଛି । ଏହି ସପ୍ତାହରେ ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ।
ଏହି ସପ୍ତାହରେ ଆକସ୍ମିକ ଖୁସି ଖବର ଶୁଣି ଆପଣଙ୍କ ଖୁସି ଆହୁରି ବଢିଯିବ । ଜୀବନସାଥୀଙ୍କ ସହ ସପ୍ତାହଟି ଭଲରେ କଟିବ । ଏହି ସପ୍ତାହରେ ଭ୍ରମଣର ଯୋଗ ରହିଛି । ଏହି ସପ୍ତାହରେ ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ।
ଏହି ସପ୍ତାହରେ ବ୍ୟବସାୟ, ଶିଳ୍ପ ପ୍ରତିଷ୍ଠାରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଏହି ସପ୍ତାହରେ ଜୀବନ ସାଥୀଙ୍କ ସହିତ ଖୁସିରେ ସମୟ ବିତାଇବେ । ଏହି ସପ୍ତାହରେ ଯାନବାହନ, ବାସଗୃହ କ୍ରୟ କରିବାର ସୁବିଧା ପାଇବେ ।
ଏହି ସପ୍ତାହରେ ବାଣିଜ୍ୟରେ ଉନ୍ନତି କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଏହି ସପ୍ତାହରେ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଏହି ସପ୍ତାହରେ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ ।
ଏହି ସପ୍ତାହରେ ଅଚାନକ ଆୟ ବୃଦ୍ଧି ହେବ, ଜାଗା, ଜମି ଆଦି କ୍ରୟ କରିବାର ଯୋଗ ରହିଛି । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ଏହି ସପ୍ତାହରେ ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ ।