ନିର୍ବାଚନ ପରେ ପଶ୍ଚିମବଙ୍ଗରେ ବ୍ୟାପକ ହିଂସା । ସନ୍ଦେଶଖାଲିରେ ଟିଏମସି କର୍ମୀ ମାନେ ବିଜେପି ନେତା ଓ କର୍ମୀଙ୍କ ଉପରକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।
ପୂର୍ବ ରିପୋର୍ଟ ଅନୁସାରେ ଅଧିକ ସାପକାମୁଡା ମୋସୁମୀ ତଥା ଜୁନ୍, ଜୁଲାଇ ଓ ଅଗଷ୍ଟରେ ହୋଇଥିବା ରେକର୍ଡ କରାଯାଇଛି। ଏହି ସମୟରେ ଅତିକମରେ ୪ ପ୍ରକାରର ବିଷଧର ସାପ ଦେଖାଦେବାର ନଜିର ରହିଛି।
ମମତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବା ପାଇଁ ନଭେମ୍ବର ୪ ପୂର୍ବରୁ ଯେକୌଣସି ବିଧାନସଭା ଆସନରେ ନିର୍ବାଚନ ଜିତିବାକୁ ପଡ଼ିବ। ଭବାନୀପୁରରେ ସେପ୍ଟେମ୍ବର ୩୦ରେ ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଓ ଅକ୍ଟୋବର ୩ରେ ଗଣତି ହେବ। ସେପଟେ ବିଜେପି, କଂଗ୍ରେସ ସେଠାରେ ଏଯାଏଁ ପ୍ରାର୍ଥୀ ଘୋଷଣା କରିନାହାନ୍ତି।