ଆପଣମାନେ ମଧ୍ୟ ନିଶ୍ଚିତ ଭାବେ ହ୍ୱାଟ୍ସଆପ୍ ବ୍ୟବହାର କରୁଥିବେ। କିନ୍ତୁ ସବୁଠାରୁ ବଡ କଥା ହେଲା ଏଠାରେ ଏମିତି କିଛି ଫିଚର୍ ଅଛି ଯାହା ବିଷୟରେ ଆପଣ ଜାଣି ନଥିବେ। ଆଜି ଆମେ ଆପଣଙ୍କୁ ହ୍ୱାଟ୍ସଆପ୍ରେ ଥିବା କିଛି ଟପ୍ ଏବଂ ଖୁବ ଦରକାରୀ ଫିଚର୍ ବିଷୟରେ କହିବୁ, ଯାହା ଆପଣଙ୍କ ପାଇଁ ଭାରି ଉପଯୋଗୀ ହେବ।
ହ୍ୱାଟ୍ସଆପ୍ ଏହାର ପ୍ଲାଟ୍ଫର୍ମରେ ଏକ ନୂଆ ସେବା ଯୋଡିଛି। ଏହି ସେବା ମାଧ୍ୟମରେ ଚାଟରେ ଟେକ୍ସଟ୍, ପୋଲ୍, ଇମେଜ୍ ଏବଂ ଇମୋଜି ଆଦି ଯେକୌଣସି ମେସେଜ୍କୁ ପିନ୍ କରିବାକୁ ଅନୁମତି ମିଳିଛି। ଏଥିରେ ଗୋଟିଏ ଥରରେ କେବଳ ଗୋଟିଏ ଚାଟ୍ ପିନ୍ ହୋଇପାରିବ।
ହ୍ୱାଟ୍ସ ଆପ୍ର ନୂଆ ଫିଚର୍କୁ ୟୁଜର୍ସ ମନରେ ଉତ୍କଣ୍ଠା।
ଏଥର ଏହି ଆପ୍ ଯେଉଁ ନୂଆ ଫିଚର ଲଞ୍ଚ କରିବାକୁ ଯାଉଛି, ତାହା ୟୁଜରଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବ ।
ହ୍ୱାଟ୍ସସ୍ଆପ୍ ଏକ ନୂଆ 'କେପ୍ଟ ମେସେଜ୍' ଫିଚର୍ ବିକାଶ କରୁଥିବା ଜଣାଯାଇଛି। ଏହାକୁ ଆଣ୍ଡ୍ରଏଡ୍, ଆଇଓଏସ୍ ଏବଂ ଡେସ୍କଟପ୍ ପାଇଁ ହ୍ୱାଟ୍ସସ୍ଆପ୍ ବିଟାର ଭବିଷ୍ୟତର ଅପ୍ଡେଟ୍ ପାଇଁ ଯୋଜନା କରାଯାଇଛି।
ହ୍ୱାଟ୍ସଆପ ୟୁଜର୍ସଙ୍କ ପାଇଁ ଖୁସି ଖବର । ‘ଲାଷ୍ଟ ସିନ୍’କୁ ନେଇ କମ୍ପାନୀ ଆଣିଛି ଏହି ନୂଆ ଫିଚର୍ସ...