ଆହୁରି ସୁରକ୍ଷତ ରହିବ ୟୁଜର୍ସଙ୍କ ତଥ୍ୟ। ୟୁଜର୍ସଙ୍କ ବ୍ୟକ୍ତିଗତ ତଥ୍ୟକୁ ଆହୁରି ସୁରକ୍ଷିତ ରଖିବା ଲାଗି ମେସେଜିଂ ଆପ୍ ହ୍ୱାଟ୍ସଆପ୍ରେ ଏହିସବୁ ଫିଚର ସାମିଲ କରାଯିବା ଲାଗି ନିଷ୍ପତ୍ତି ନିଆଯାଇଛି।