ଦାରିଦ୍ରତାର ଏହା ହେଉଛି ନଗ୍ନ ଚିତ୍ର । ଜଣେ ହ୍ୱିଲ୍ ଚେୟାରରେ ତ ଆଉ ଜଣେ ଦେଖିପାରୁନାହାନ୍ତି । ଦୁହେଁ ବାହାରିଛନ୍ତି ୧୫ କିମି ବାଟ ଚାଲିବେ । ଏତକ ବାଟ ଚାଲି ଗଲେ କଟି ଥିବା ରାସନ କାର୍ଡରେ ନା ଆଉ ଥରେ ଯୋଡ଼ିବାକୁ ଅନୁରୋଧ କରିପାରିବେ...
ବୃଦ୍ଧ ଯାତ୍ରୀଙ୍କ ପାଇଁ କାହିଁକି ପୂର୍ବରୁ ହ୍ୱିଲ ଚେୟାରର ବ୍ୟବସ୍ଥା କରାଯାଇ ନଥିଲା ଏନେଇ ପ୍ରଶ୍ନ କରିଥିଲା ଡିଜିସିଏ। ତେବେ ଏହାର ସନ୍ତୋଷଜନକ ଉତ୍ତର ଏୟାର ଇଣ୍ଡିଆ ଦେଇ ପାରିନଥିଲା ।
ବୃଦ୍ଧ ଦମ୍ପତିଙ୍କୁ ଟିକିଏ ଅପେକ୍ଷା କରିବାକୁ ଅନୁରୋଧ କରାଯାଇଥିଲା। ମାତ୍ର ବୃଦ୍ଧ ଅପେକ୍ଷା ନକରି ସ୍ତ୍ରୀଙ୍କୁ ହ୍ୱିଲଚେୟାରରେ ବସାଇ ନିଜେ ପାଦରେ ଚାଲିଚାଲି ଯାଇଥିଲେ। ପଡିଯିବା କାରଣରୁ ତାଙ୍କର ମୃତ୍ୟୁ ଘଟିଛି।
ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର । ହସ୍ପିଟାଲ ଭିତରେ ସ୍କୁଟର...ହ୍ୱିଲ ଚେୟାର ନମିଳିବାରୁ ସ୍କୁଟରରେ ହସ୍ପିଟାଲର ୩ ମହଲା ଉପରକୁ ଗଲେ ରୋଗୀ ।
ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ୍ ଦଳାଙ୍ଗ ରାମେଶ୍ୱରପୁରର ସୁନାଝିଅ ମଧୁସ୍ମିତା ସାହୁ। ହ୍ୱିଲ ଚେୟାର୍ ଫେନ୍ସିଂ ଖେଳାଳି। ଗତମାସ ହରିୟାଣାରେ ଜାତୀୟ ସ୍ତରର ସ୍ବର୍ଣ୍ଣ ଓ ରୌପ୍ୟ ପଦକ ଜିତିବା ପରେ, ଏବେ ତାଙ୍କ ଆଖିରେ ଆଖିଏ ସ୍ୱପ୍ନ। ସ୍ୱପ୍ନ ବିଦେଶ ଯିବାର, ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିବାର। ହେଲେ ବିଡ଼ମ୍ବନା, ବାଧକ ସାଜିଛି ଅର୍ଥ।