ଭାରତୀୟ ଯୁବକକୁ ୮ ବର୍ଷ ଜେଲ୍ ଦଣ୍ଡ ଶୁଣାଇଲେ ୟୁଏସ୍ ଡିଷ୍ଟ୍ରିକ୍ଟ କୋର୍ଟ । ନିଜେ ଟ୍ରକ ଚଳାଇ ହ୍ବାଇଟ ହାଉସ ପାଚେରୀ ଭାଙ୍ଗି ପ୍ରବେଶ ଉଦ୍ୟମ କରିଥିଲା ଏହି ଭାରତୀୟ ଯୁବକ । ଉପସ୍ଥିତ ପୋଲିସ ଓ ହ୍ବାଇଟ ହାଉସ ସୁରକ୍ଷାକର୍ମୀ ଅଭିଯୁକ୍ତକୁ ତୁରନ୍ତ କାବୁ କରିବା ପରେ ରାଷ୍ଟ୍ରପତିଙ୍କୁ ହତ୍ୟା ଉଦ୍ୟମରେ ଆକ୍ରମଣ ଥିଲା ବୋଲି ନିଜେ ସ୍ୱୀକାର କରିଥିଲା ଅଭିଯୁକ୍ତ ।
ନିର୍ବାଚନ ପରେ ବାଇଡେନ୍ଙ୍କୁ ଭେଟିଲେ ଟ୍ରମ୍ପ। ଉଭୟ ଏକାଠି ବସିଲେ, ଆଲୋଚନା କଲେ।
ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଆଜିକାଲି ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି । କିଛି ଦିନ ପୂର୍ବରୁ ରାଷ୍ଟ୍ରପତି ଜୋ ବାଇଡେନ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନକରିବାକୁ ଘୋଷଣା କରିଥିଲେ ।
ଆମେରିକୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ରାଷ୍ଟ୍ରପତି ବାଇଡେନ୍ ଦୁଇଜଣ ପ୍ରତିଦ୍ୱନ୍ଦ୍ୱୀଙ୍କୁ ବିପୁଳ ଭୋଟ୍ ବ୍ୟବଧାନରେ ପରାସ୍ତ କରି ନିଜ ଦଳ ତରଫରୁ ପୁଣି ରାଷ୍ଟ୍ରପତି ପ୍ରାର୍ଥୀ ରେସରେ ଆଉ ପାଦେ ଆଗେଇଛନ୍ତି।
ସୋଲାର୍ ଜିଓ-ଇଞ୍ଜିନିୟରିଂ ଦ୍ୱାରା ପୃଥିବୀର ତାପମାତ୍ରା ବୃଦ୍ଧି ବା ଗ୍ଲୋବାଲ୍ ୱାର୍ମିଂ ଏବଂ ଜଳବାୟୁ ପରିବର୍ତ୍ତନ ବା କ୍ଲାଇମେଟ ଚେଞ୍ଜ ର ମୁକାବିଲା କରାଯାଇପାରିବ କି ନାହିଁ, ସେନେଇ ଖୋଲା ମତ ଲୋଡ଼ିଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ୍ ।
ୟୁକ୍ରେନ ଗସ୍ତରେ ଯିବେନି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ବାଇଡେନଙ୍କ ୟୁକ୍ରେନ୍ ଗସ୍ତ ନଥିବା ନେଇ ହ୍ୱାଇଟ୍ ହାଉସ ପକ୍ଷରୁ ସୂଚନା ମିଳିଛି ।
ଭାରତୀୟ ବଂଶୋଦ୍ଭବ କମଲା ହ୍ୟାରିସ୍ଙ୍କୁ ଆମେରିକା ରାଷ୍ଟ୍ରପତି ଦାୟିତ୍ୱ । ରାଷ୍ଟ୍ରପତି ଜୋ ବାଇଡେନ୍ ଅସୁସ୍ଥ ଥିବାରୁ ତାଙ୍କୁ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ନିଆଯାଇଥିଲା ।