• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Winter Update

Weather
ଉପକୂଳରୁ ଉପାନ୍ତ ସବୁଆଡ଼େ ଧୂଆଁ ଧୂଆଁ, ଦିଶୁନି ରାସ୍ତାଘାଟ

ଶୀତ । ଉପାନ୍ତରୁ ଉପକୂଳ ସବୁଠି ଖସିଛି ପାରଦ । ତା ସାଙ୍ଗକୁ ଘନକୁହୁଡ଼ି ଜୀବନଯାତ୍ରାକୁ ଅସ୍ତବ୍ୟସ୍ତ କରିଛି ।

Cold Wave
ଆଜି ବି ବର୍ଷା ଓ କୋହଲା ପାଗ; ଥରୁଛି ପୂରା ରାଜ୍ୟ

ଆସନ୍ତାକାଲି ଠାରୁ ପାଗରେ ପରିବର୍ତ୍ତନ ସହ ଦିନ ତାପମାତ୍ରା ସାମାନ୍ୟ ବଢ଼ିବ। ରାତି ତାପମାତ୍ରା କିନ୍ତୁ ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ କମ୍ ରହିବା ସହ ଥଣ୍ଡା ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Weather Update
ଖସୁଛି ପାରଦ...ସକାଳୁ ସକାଳୁ ବର୍ଷାରେ ଭିଜିଲା ଟ୍ୱିନସିଟି

ଟ୍ୱିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା । ଆସନ୍ତାକାଲି ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିବ କୋହଲା ପାଗ । ଦକ୍ଷିଣ ଛତିଶଗଡ଼ ବାୟୁମଣ୍ଡଳ ଉପରି ଭାଗରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ କୋହଲା ପାଗ ଜାରି ରହିବ ।

Winter Mornings
ଏତେ କୁହୁଡ଼ି ଯେ, ମହାପ୍ରଭୁଙ୍କ ପତିତପାବନ ବାନା ବି ଦିଶୁନି..

ତେବେ ଆଗାମୀ ୩ ଦିନ ଯାଏଁ ପାଗରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ।

Weather
ପୁଣି ଖସିଲା ପାରଦ, ବିଭିନ୍ନ ଜିଲ୍ଲାକୁ ଘନ କୁହୁଡ଼ି ଆଲର୍ଟ

ରାଜ୍ୟକୁ ପୁଣି ଫେରିଛି ଶୀତ । ବିଭିନ୍ନ ସ୍ଥାନରେ ପାରଦ ଖସିବା ସହ ଅଧିକ ଶୀତ ଅନୁଭୂତ ହେଉଛି । ସକାଳୁ ସକାଳୁ ପ୍ରବଳ ଶୀତ ସହ ଘନକୁହୁଡି ଯୋଗୁ ଜୀବନ ଯାତ୍ରା ପ୍ରଭାବିତ ହେଉଛି ।

Cold Wave
ପ୍ରବଳ ଶୀତ ! କୋରାପୁଟ-ସୁନ୍ଦରଗଡ଼ରେ ଘରୁ ବାହାରିବାକୁ ଡର ଲାଗୁଛି..

ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ବଢିଥିଲେ ବି ଜାରି ରହିଛି ଶୀତ ଲହରୀ ।

Low pressure likely over bay of bengal around nov 26
ଆସନ୍ତାକାଲି ଘୁର୍ଣ୍ଣିବଳୟ, ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ଶୀତ

ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସମ୍ଭାବନା । ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗର ଅଞ୍ଚଳରେ ୨୭ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।

follow these tips and keep entire body healthy in winters
Health Tips: ମାନନ୍ତୁ ଏହି ୫ଟି ସରଳ ଉପାୟ; ଶୀତଦିନେ ରହିବେ ପୂରା ସୁସ୍ଥ

ସାଧାରଣତଃ ଶୀତଦିନେ ଅନେକ ଶାରିରୀକ ସମସ୍ୟା ଆସିଥାଏ। ଥଣ୍ଡା ଠାରୁ ଆରମ୍ଭ କରି ଅନେକ ପୁରୁଣା ରୋଗର ସମ୍ମୁଖିବ ହେବାକୁ ପଡିଥାଏ। କିନ୍ତୁ ଆୟୁର୍ବେଦିକ ଶାସ୍ତ୍ର ଅନୁସାରେ ଶୀତଦିନେ ମଧ୍ୟ ଏମିତି କିଛି ନିୟମ ଅଛି ଯାହାକୁ ପାଳନ କରି ଜଣେ ସମ୍ପୂର୍ଣ୍ଣ ସୁସ୍ଥ ରହିପାରିବେ।

Coldwave Conditions Very Likely Over Some Districts of Odisha During Next 2 Days
ଆହୁରି ୨ ଦିନ ଥରାଇବ ଶୀତ, ଏହିସବୁ ଜିଲ୍ଲାବାସୀ ସତର୍କ ରୁହନ୍ତୁ

ଆହୁରି ୨ ଦିନ ପର୍ଯ୍ୟନ୍ତ ଜାଡ କୋପ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାତି ଓ ପାହାନ୍ତା ସମୟରେ ଘରେ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। 

Cold Wave
ପାରଦ ଖସୁଛି, ଆଗକୁ ୧୩ ଜିଲ୍ଲାରେ କଲବଲ କରିବ କୁହୁଡ଼ି !

ଆସନ୍ତା ୨ରୁ ୩ ଦିନ ଯାଏ ପାଗ ଶୁଖିଲା ରହିବା ସହ ପାଣିପାଗରେ ପରିବର୍ତ୍ତନ ନଥିବା କହିଛି ପାଣିପାଗ କେନ୍ଦ୍ର ।

Cold wave
ଥଣ୍ଡାରେ ଥରୁଛି ଉତ୍ତର ଭାରତ : ରାଜଧାନୀ ଦିଲ୍ଲୀରେ ହାଡ଼ ଭାଙ୍ଗୁଛି ଜାଡ଼

ପଞ୍ଜାବ, ହରିୟାଣା ଓ ଉତ୍ତରାଖଣ୍ଡରେ ବି ପ୍ରବଳ ଶୀତ(Cold wave)

cold wave
ସାରା ରାଜ୍ୟରେ ଏବେ ଅସହ୍ୟ ଜାଡ଼; କୋରାପୁଟରେ ଅସ୍ତବ୍ୟସ୍ତ ଜୀବନ

କୋରାପୁଟ ଜିଲ୍ଲାରେ ଗତ ୧୦ ଦିନ ହେଲାଣି ସକାଳ ୯ଟା ଯାଏଁ ଅସ୍ତବ୍ୟସ୍ତ କରିଦେଉଛି ଜୀବନ ।

cold wave
ରାତିରେ ଖସୁଛି ପାରଦ ! ଶୀତରେ ଥରୁଛି ଉପକୂଳରୁ ଉତ୍ତର, ପୂର୍ବରୁ ପଶ୍ଚିମ

ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ଅନୂଭତ ହେଉଛି ।

Winter Season
ଆସିଛି ଶୀତ, ହସୁଛି ଅଳସୀ କ୍ଷେତ; କୋରାପୁଟର ପ୍ରାକୃତିକ ସୌନ୍ଦର୍ଯ୍ୟରେ ନିଜକୁ ହଜାଇ ଦେଉଛନ୍ତି ପର୍ଯ୍ୟଟକ

ଶୀତ ଋତୁ ଓ କୋରାପୁଟ ସହର । ବୁଢ଼ିଆଣୀ ଜାଲ ଭିତରେ ଥୋପାଥୋପା କାକର । ନଭେମ୍ବର ଛୁଇଁଲେ ଏ ସହର ଏମିତି କୁହୁଡ଼ିରେ ଭର୍ତ୍ତି ହୋଇ ଯାଏ ଯେ, ବୁନ୍ଦା ବୁନ୍ଦା କାକର ଲାଗେ ସତେକି ମୁକ୍ତାର ଫୁଲ ପରି । ପ୍ରକୃତିର ଗନ୍ତାଘର ମୟୁରଭଞ୍ଜରେ ଶୀତ ଆସିଲେ ଶିମିଳିପାଳ ଜାତୀୟ ଉଦ୍ୟାନର ଅପରୂପ ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ପଯର୍ୟଟକଙ୍କ ଭିଡ ଜମୁଛି ।

WINTER
ପ୍ରବଳ ଜାଡରେ ଥରୁଛି ଓଡ଼ିଶା : ଦାରିଙ୍ଗବାଡ଼ିରେ ତୁଷାରପାତ

ପାରଦ ତଳମୁହାଁ ହେବା ପରେ ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପ୍ରବଳ ଜାଡ଼ ଅନୁଭୂତ ହେବା ସହ ତୁଷାରପାତ ହୋଇଛି । ପ୍ରବଳ ଥଣ୍ଡାର ପ୍ରକୋପ ଯୋଗୁ ଲୋକେ ଘରୁ ମଧ୍ୟ ବାହାରିବା ମଧ୍ୟ ମୁସ୍କିଲ ହେଇଗଲାଣି।

WINTER
ଆହୁରି ବଢିବ ଶୀତ : ଜାଡ଼ରେ ଥରିବ ପୂରା ଓଡ଼ିଶା

ରାଜ୍ୟରେ ଶୀତ ଲହରି ଆହୁରି ବଢ଼ିବ, ଶୀତ ଲହରି ବଢ଼ିବା ନେଇ ସତର୍କ କଲା ପାଣିପାଗ ବିଭାଗ

Cold Wave Sweeps Several Parts Of Odisha
ଶୀତ ଆସୁ ପଛେ ମଜା ନେବା...

ସୁବର୍ଣ୍ଣପୁର ଜିଲ୍ଲାରେ ପହଞ୍ଚିଛି ହାଡଭଙ୍ଗା ଶୀତ । ବିଳମ୍ୱରେ ଆସିଛି ସତ ହେଲେ ଥରାଇ ଦେଉଛି ଜନଜୀବନ । କୁହୁଡି ସହ ଥଣ୍ଡା ପବନ ଓ ଗଛ ପତ୍ରରେ କାକରର ଛିଟା ମଧ୍ୟ ଦେଖିବାକୁ ମିଳିଛି । ତଥାପି ଲୋକମାନେ ଶୀତର ମଜା ନେବାକୁ ଟିକେ ହେଲେ ପଛାଉ ନାହାଁନ୍ତି ।