• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Woman Stages Dharna

Deepika Dinesh
ଦୀପିକା-ଦିନେଶ ଲଢ଼େଇ; ପୁଅକୁ କିଏ ସାହା ?

ଦୀପିକାଙ୍କ ୩ ବର୍ଷର ଲଢ଼େଇରେ ଆସିଲା ବଡ଼ ଟୁଇଷ୍ଟ । ତାଙ୍କ ଗର୍ଭଜାତ ସନ୍ତାନ ଦିନେଶଙ୍କ ବୋଲି ଦର୍ଶାଇଲା DNA ରିପୋର୍ଟ । ଦିନେଶ ଏବେ ଆପଣାଇବେ ନା ଚାଲିବ ଆଇନଗତ ଲଢ଼େଇ ?

Deepika protesting outside boyfriend’s home lit up 108 diyas during Ganesh Chaturthi
ପ୍ରେମିକ ଘର ଆଗରେ ୧୦୮ ଦୀପ ଜାଳିଲେ ଦୀପିକା

ପୁଅକୁ ବାପାର ପରିଚୟ ସହ ତାଙ୍କୁ ପତ୍ନୀର ମାନ୍ୟତା ଦିଅନ୍ତୁ ବୋଲି ଦୀପିକା କହିଛନ୍ତି। ଏହାସହ ପ୍ରଭୁ ଗଣେଶ ଦୀନେଶଙ୍କୁ ସଦ୍‌ବୁଦ୍ଧି ଦିଅନ୍ତୁ ବୋଲି ପ୍ରାର୍ଥନା କରି ଗଜାନନଙ୍କ ନିକଟରେ ଦୀପଦାନ କରିଥିବା କଥା ଦୀପିକା କହିଛନ୍ତି।

Woman stages sit-in outside boyfriend's home demanding marriage
‘ସ୍ତ୍ରୀର ଅଧିକାର ନମିଳିବା ଯାଏ, ମୁଁ ଏମିତି ତାଙ୍କ ଘର ଆଗରେ ଧାରଣା ଦେବି’

ପତ୍ନୀର ମାନ୍ୟତା ଦାବି ନେଇ ଦେଢ ବର୍ଷର ଶିଶୁକୁ ଧରି ଶାଶୁ ଘର ଆଗରେ ଧାରଣାରେ ବସି ରହିଛନ୍ତି ଜଣେ ମହିଳା। ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ଏହି ଘଟଣା ଘଟିଛି।

Woman Stages Dharna After In-Laws Restricts Her From Entering Home In Odisha’s Basudebpur
ଛଅ ମାସର କଅଁଳା ପିଲାକୁ କୋଳରେ ଧରି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବୋହୂ

କୋଳରେ କଅଁଳା ପିଲା । ଶୀତ କାକରରେ ଛୁଆକୁ ଧରି ପଞ୍ଚାୟତ ଗେଟରେ ମହିଳା । ବାପ ଘରକୁ ଯାଇଥିଲେ ବୋଲି ଘରୁ ତଡ଼ିଦେଲେ ଶ୍ୱଶୁର ଘର ଲୋକ । କୁନି ଛୁଆଟା ମୁହଁକୁ ଚାହିଁଲେନି । ନିଜ ରକ୍ତର ଆକର୍ଷଣ ବି ବୁଝିଲେନି । ନିର୍ଦ୍ଦୟ ହୋଇଗଲା ଆଇ । କୋଳେଇ ନେବା ବଦଳରେ ପର କରିଦେଲା ।