ବିଷ ପିଇ ପ୍ରାଣ ହରାଇଥିବା ମହିଳାଙ୍କ ମୃତଦେହକୁ କାନ୍ଧ ଦେଲେନି ଶ୍ୱଶୁର ଘର ଲୋକେ। ଶେଷରେ ବାଧ୍ୟ ହୋଇ ବାପା ଘର ଲୋକେ ମୃତ ଝିଅର ଶବ ସତ୍କାର କରିଥିଲେ।
୮ ବର୍ଷରେ ୧୪ଥର ଗର୍ଭପାତ। ଦିଲ୍ଲୀରେ ଜଣେ ମହିଳା ତାଙ୍କ ଲିଭ୍-ଇନ୍ ପାର୍ଟନରଙ୍କ ବ୍ୟବହାରରେ ଏତେ ଅତିଷ୍ଠ ହୋଇଯାଇଥିଲେ ଯେ ଶେଷରେ ଆତ୍ମହତ୍ୟା କରିଛନ୍ତି।
ଲୋକଲଜ୍ଜା ସହିନପାରି ଆତ୍ମହତ୍ୟା କଲେ ବିବାହିତା ମହିଳା। ସେପଟେ ସମ୍ପୃକ୍ତ ବିବାହିତା ମହିଳାଙ୍କ ସହ ଅନୈତିକ ସମ୍ପର୍କ ରଖିବାକୁ ଆସି ଗାଁ ଲୋକଙ୍କ ଦ୍ଵାରା ନିର୍ଧୂମ ମାଡ଼ ଖାଇଲେ ଯୁବକ।
ସ୍ୱାମୀଙ୍କ ସହ କାର୍ରେ ବାପ ଘରକୁ ଯାଉଥିଲେ। ହେଲେ ହଠାତ୍ ଚଳନ୍ତା ଗାଡ଼ିରୁ ଓହ୍ଲାଇ ଟ୍ରେନ୍ ସାମ୍ନାକୁ ଡେଇଁ ଜଣେ ମହିଳା ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଭୁବନେଶ୍ୱର କାର୍ଗିଲ ବସ୍ତି ନିକଟରେ ଟ୍ରେନ୍ ଲାଇନ କଡ଼ରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି।