କିଏ ପରିବା କାଟୁଛି ତ ଆଉ କିଏ ଚୁଲିରେ ବସି ଛାଣିବାରେ ବ୍ୟସ୍ତ । ଆଉ ସ୍ୱାଦିଷ୍ଟ ଖାଦ୍ୟ ପ୍ରସ୍ତୁତ ପରେ ପୁଣି ଗ୍ରାହକଙ୍କୁ ପରଷି ଦେଉଛନ୍ତି ମହିଳା । ହେଲେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ, ଏମାନେ ଘର ପାଇଁ କିମ୍ବା କୌଣସି ଭୋଜି ପାଇଁ ଏହି ରୋଷେଇରେ ବ୍ୟସ୍ତ ନୁହଁନ୍ତି । ଏମାନେ ସମସ୍ତେ ସ୍ୱୟଂ ସହାୟକ ଗୋଷ୍ଠୀର ଜଣେ ଜଣେ ସଦସ୍ୟ ।
୫ ଜଣ କମ ବର୍ଷର ଯୁବତୀ ପ୍ରମାଣ କରିଦେଇଛନ୍ତି ଯେ ସ୍ୱପ୍ନକୁ ସାକାର କରିବା ପାଇଁ ବୟସ ଏକ ପ୍ରତିବନ୍ଧକ ନୁହେଁ। ଏନେଇ ଦୃଢ ଇଛା ଶକ୍ତି ରହିବା ଦରକାର। ତେବେ ଆସନ୍ତୁ ଜାଣିବା ଦେଶର ଏହି ପାଞ୍ଚଜଣ କନିଷ୍ଠ ମହିଳା IAS ଅଧିକାରୀଙ୍କ ବିଷୟରେ।
ଚାଷବାସ କେବଳ ପୁରୁଷ ଲୋକଙ୍କର ଏକଚାଟିଆ ନୁହେଁ। ମହିଳାମାନେ ବି ଏ ଦିଗରେ ଉଦାହରଣ ସୃଷ୍ଟି କରିଛନ୍ତି। ଏହି ୫ ଜଣ ଗାଉଁଲି ମହିଳାଙ୍କୁ ଆସନ୍ତୁ ଭେଟିବା। ଏମାନେ ମିଳିମିଶି ବିଲାତି ଚାଷ କରି ଜଣକା ଲକ୍ଷାଧିକ ଟଙ୍କା ଲାଭ କରିପାରିଛନ୍ତି।
କାବୁଲ ରାଜରାସ୍ତାରେ ମହିଳାଙ୍କ ପ୍ରତିବାଦ । ଆଫଗାନିସ୍ତାନକୁ ତାଲିବାନ ଦଖଲ କରିବା ପରେ ମହିଳା ଅଧିକାର ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି କିଛି ମହିଳା । ବୁର୍ଖା ପିନ୍ଧି ମହିଳାଙ୍କ ଅଧିକାର ପାଇଁ ହାତରେ ପ୍ଲାକାର୍ଡ ଧରି ଏମାନେ ଦାବି କରିଛନ୍ତି ।