• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Women Reservation Bill

ବଢୁଛି ନେତୃତ୍ୱ, କମୁନି ହିଂସା
Odisha Politics: ନିର୍ବାଚନରେ ମହିଳା ପ୍ରତିନିଧିଙ୍କ ସଂଖ୍ୟା ବୃଦ୍ଧି ସତ୍ତ୍ୱେ କାହିଁକି କମୁନି ମହିଳା ବିରୋଧୀ ହିଂସା 

ରାଜ୍ୟରେ ହେଉଥିବା ବିଭିନ୍ନ ନିର୍ବାଚନରେ ମହିଳା ନେତୃତ୍ୱଙ୍କ ଅଂଶଗ୍ରହଣରେ କେବଳ ବୃଦ୍ଧି ଘଟିଛି ତା ନୁହେଁ, ମତଦାନ ସାବ୍ୟସ୍ତ କରୁଥିବା ଭୋଟରଙ୍କ ମଧ୍ୟରେ ମହିଳାଙ୍କ ସଂଖ୍ୟା ମଧ୍ୟ ପୁରୁଷଙ୍କ ତୁଳନାରେ ଅଧିକ । ସେ ଦୃଷ୍ଟିରୁ ମହିଳାମାନେ ରାଜନୀତିରେ ଅଂଶଗ୍ରହଣ କରିବା ଏବଂ ପରବର୍ତ୍ତୀ ସମୟରେ ସେମାନଙ୍କର ପାରଦର୍ଶିତା ପ୍ରଦର୍ଶନ ପାଇଁ ଉପଯୁକ୍ତ ପରିବେଶ ସୃଷ୍ଟି କରିବାର ଆବଶ୍ୟକତା ରହିଛି । ମହିଳା ପ୍ରତିନିଧିମାନେ ମହିଳା ହିଂସାକୁ ରୋକିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକ ବହନ କରିପାରିବେ । 

Women's Reservation Bill
ଲୋକସଭା ପରେ ରାଜ୍ୟସଭାରେ ବି ମହିଳା ସଂରକ୍ଷଣ ବିଲ୍ ପାସ୍, ବିପକ୍ଷରେ ନାହିଁ ଗୋଟିଏ ଭୋଟ

ଏହି ବିଲ ଆଇନରେ ପରିଣତ ହେବା ପରେ ଏହାକୁ କେବେ ଲାଗୁ କରାଯିବ, ତାକୁ ବି ନେଇ ବିତର୍କ ହୋଇଥିଲା।

Women Reservation Bill
ମହିଳା ସଂରକ୍ଷଣ ବିଲ୍ ଉପରେ ମହାବିତର୍କ

ମହିଳା ସଶକ୍ତୀକରଣକୁ ନେଇ ବିତର୍କ । ମହିଳାଙ୍କ ଲାଗି ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ପାଇଁ ଲୋକସଭାରେ ଆଜି କେନ୍ଦ୍ର ଆଇନମନ୍ତ୍ରୀ ଅର୍ଜୁନ ମେଘାୱଲ୍ ବିଲ୍‌ ଅବଗତ କରିବା ପରେ ଆରମ୍ଭ ହୋଇଥିଲା ବିତର୍କ।

Women Reservation Bill
ମହିଳା ସଂରକ୍ଷଣ ବିଲ୍ ଉପରେ ମହାବିତର୍କ ! ଲୋକସଭାରେ ନାରୀ ଶକ୍ତି ବନ୍ଦନ ବିଲ ଉପରେ ଚର୍ଚ୍ଚା...

SC, ST ଓ ପଛୁଆବର୍ଗଙ୍କୁ ସଂରକ୍ଷଣ ଦାବି କଲେ ସୋନିଆ । ଅଳ୍ପସଂଖ୍ୟକଙ୍କ ପାଇଁ ସଂରକ୍ଷଣ ମାଗିଲା ସପା ।

Women Reservation Bill
BIG BREAKING: ଲୋକସଭାରେ ପାରିତ ହେଲା ମହିଳା ସଂରକ୍ଷଣ ବିଲ୍‌

ଲୋକସଭାରେ ବିଲ୍‌ ସପକ୍ଷରେ ୪୫୪ ଭୋଟ ପଡ଼ିଥିବା ବେଳେ ବିପକ୍ଷରେ ୨ଟି ଭୋଟ୍‌ ପଡ଼ିଥିଲା । 

Women Reservation Bill
ଲୋକସଭାରେ ଆଗତ ହେଲା ବହୁ ପ୍ରତୀକ୍ଷିତ ମହିଳା ସଂରକ୍ଷଣ ବିଲ୍

ମୋଦିଙ୍କ ମାଷ୍ଟରଷ୍ଟ୍ରୋକ। ନୂଆ ସଂସଦ ଭବନର ପ୍ରଥମ କାର୍ଯ୍ୟ ଦିବସରେ ପ୍ରଥମ ପ୍ରସ୍ତାବ ଭାବେ ଉପସ୍ଥାପିତ ହେଲା ମହିଳା ସଂରକ୍ଷଣ ବିଲ

Women Reservation Bill
ନୂଆ ସଂସଦର ପ୍ରଥମ କାର୍ଯ୍ୟ ଦିବସରେ ମୋଦିଙ୍କ ମାଷ୍ଟର ଷ୍ଟ୍ରୋକ୍

ନାରୀଶକ୍ତି ବନ୍ଦନ ଅଧିନିୟମ ନାଁରେ ଆଗତ ହେଲା ମହିଳା ସଂରକ୍ଷଣ ବିଲ୍ । ଲୋକସଭା ଓ ବିଧାନସଭାରେ ମହିଳାଙ୍କ ପାଇଁ ୩୩% ସ୍ଥାନ ସଂରକ୍ଷଣ ବ୍ୟବସ୍ଥା ।

Women Reservation Bill
ମହିଳା ସଂରକ୍ଷଣ ବିଲ୍‌କୁ ନେଇ ସବୁଠି ଉତ୍ସବ ! ୧୫ ବର୍ଷ ରହିଛି ବିଲ୍‌ର ଅବଧି...

ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଅଧିନିୟମ ଆଗତ କରି ଏହାକୁ ସର୍ବସମ୍ମତ ଭାବେ ପାରିତ କରିବାକୁ ଅପିଲ କରିଛନ୍ତି । କେନ୍ଦ୍ର ସରକାର ଏହି ବିଲ୍‌ର ନାଁ ନାରୀ ଶକ୍ତି ବନ୍ଦନ ଅଧିନିୟମ ରଖିଛନ୍ତି।