ରାଣୀ ଏଲିଜାବେଥ୍ଙ୍କ ଶାସନର ପ୍ଲାଟିନମ ଜୁବୁଲି ପାଳନ ଅବସରରେ ଗତ ସୋମବାରଠାରୁ ପରୀକ୍ଷାମୂଳକ ଭାବେ ପ୍ରାୟ ୭୦ଟି ସଂସ୍ଥାର ୩ ହଜାର ୩ଶହ କର୍ମଚାରୀଙ୍କୁ ନେଇ ଏହା କାର୍ଯ୍ୟକାରୀ ହୋଇଛି।