ବିଶ୍ୱକପ ଫାଇନାଲରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ । ଫାଇନାଲରେ ମନ୍ଥର ବ୍ୟାଟିଂ କଲା ଭାରତ ।
ସାରା ଦେଶରେ ଫାଇନାଲ୍ ମ୍ୟାଚ୍କୁ ନେଇ ଲୋକଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି। ବର୍ତ୍ତମାନ ଏହାରି ଭିତରେ ବିଶ୍ୱକପ ଫାଇନାଲ୍କୁ ନେଇ ତିଆରି ହୋଇଥିବା ଏକ ଗୀତ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହେବାରେ ଲାଗିଛି। ଏହି ଗୀତରେ ସମସ୍ତ ଖେଳାଳିଙ୍କ ନାମ ନିଆଯାଇଛି ଆଉ ଉତ୍ସାହିତ ମଧ୍ୟ କରାଯାଇଛି।
ଯେତେବେଳେ ଆମେ ଇଂରାଜୀରେ Gully ଗଲୀ ବୋଲି ଲେଖୁ ଏହା ଗଳି, ଡ୍ରେନ୍, ସଂକୀର୍ଣ୍ଣ ରାସ୍ତା ଆଦିକୁ ବୁଝାଏ। ତେବେ କ୍ରିକେଟର କଥା କହିଲେ ଗଲୀ ପୋଜିଜନ୍କୁ ସ୍ଲିପ୍ ମଝିରେ ଥିବା ସଂକୀର୍ଣ୍ଣ ଚ୍ୟାନେଲ୍ କିମ୍ବା ପଏଣ୍ଟକୁ ବୁଝାଏ। କେମିତି ଆସିଲା ଏହି ଶବ୍ଦ…
ପୁନିତ ଗୁପ୍ତା ଆହୁରି ଲେଖିଛନ୍ତି ଗତଥର ମୋ ସାଥୀରେ କେବଳ କିଛି ସାଥୀଥିଲେ । ଯାହାଙ୍କ ସହ ମୁଁ ଖୁସି ବାଣ୍ଟିଥିଲି । କିନ୍ତୁ ଏଥର ମୋସହ କିଛି ଆଷ୍ଟ୍ରୋଟକ୍ ୟୁଜର୍ସ ଅଛନ୍ତି । ମୁଁ ତାଙ୍କ ସହ କିଛି କରିବାକୁ ଚାହୁଁଛି ।
ଆଜି ଉଭୟ ଦଳ ପାଇଁ ମହାମଞ୍ଚ ପ୍ରସ୍ତୁତ । ଯିଏ ଜିତିବ ସେ ହେବ ବିଶ୍ୱ ବିଜେତା । ମୋଟ ଉପରେ କହିବାକୁ ଗଲେ ଭାରତ ଜବରଦସ୍ତ ଫର୍ମରେ ଥିବା ବେଳେ ଲଗାତାର ୮ଟି ମ୍ୟାଚ ଜିତି ଅଷ୍ଟ୍ରେଲିଆର ଆତ୍ମ ବିଶ୍ୱାସ ମଧ୍ୟ ଉଚ୍ଚା ରହିଛି ।
ସୁପର ସଣ୍ଡେରେ ହେବ ସୁପର ଫାଇଟ୍... ଫାଇନାଲ ଜିତି ଟାଇଟଲ କବଜା ଲକ୍ଷ୍ୟରେ ଟିମ ଇଣ୍ଡିଆ ... ଲକ୍ଷାଧିକ ଫ୍ୟାନଙ୍କ ଉପସ୍ଥିତିରେ କମ୍ପିବ ମୈଦାନ ...
ଭାରତ ମାତା କି ଜୟ ନାରାରେ କମ୍ପିଲା ଘାଟ....ଗଙ୍ଗା ସେବା ନିଧି ପକ୍ଷରୁ ହୋଇଥିବା ଏହି ଆଳତିରେ ଶତାଧିକ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ...
ରବିବାର ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ । ଏହି ସୁପର ମୁକାବିଲା ଲାଗି ସାରା ଦେଶରେ ବଢିଚାଲିଛି କ୍ରିକେଟ ଫିଭର୍ ।
ଆସନ୍ତାକାଲି ଖେଳାଯିବ ବିଶ୍ୱକପ ଫାଇନାଲ ମ୍ୟାଚ । ଅହମଦାବାଦରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ ।
ବିଶ୍ୱକପରେ ସୂର୍ଯ୍ୟକିରଣ ଟିମର ଜଲୱା । ବିଶ୍ୱକପ୍ ଫାଇନାଲ୍ ପୂର୍ବରୁ ଆକାଶରେ ସୂର୍ଯ୍ୟ କିରଣ ଏରୋବାଟିକ୍ ଟିମ୍ ଦେଖାଇବ ଜଲୱା ।
ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ହେବ ବିଶ୍ବକପର ଫାଇନାଲ ଫାଇଟ୍ । ସୁପରସଣ୍ଡେରେ ହେବ ସୁପର ମୁକାବିଲା ।
ବିଶ୍ୱକପରେ ଭାରତ ଫାଇନାଲରେ ପ୍ରବେଶ କରିବା ପରେ ଛୁଟିଛି ଶୁଭେଚ୍ଛାର ସୁଅ । ଏନେଇ ଏକ୍ସରେ ପୋଷ୍ଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ନ୍ୟୁଜିଲାଣ୍ଡ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରି ୭ଟି ୱିକେଟ ନେଇଛନ୍ତି ମହମ୍ମଦ ସାମି । ମାତ୍ର ୫୭ରନ ଦେଇ ୭ଟି ୱିକେଟ ଅକ୍ତିଆର କରିଥିଲେ ଶାମୀ । ଗତକାଲି ୱାଙ୍ଖଡେରେ ଖେଳା ଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ କଡା ଟକ୍କର ଦେଖିବାକୁ ମିଳିଥିଲା ।
ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ଇତିହାସରେ ଇତିହାସ ରଚି ସାରିଛନ୍ତି ବିରାଟ କୋହଲି । ୱାଙ୍ଖେଡେରେ ୫୦ତମ ଶତକ ହାସଲ କରିଛନ୍ତି କିଙ୍ଗ ।
ଅପରାଜେୟ ଭାରତ, ବେଲଗାମ କୋହଲି । ଆଜି ପୁଣି ଥରେ ପଡ଼ିଆ ଭିତରେ ନିଜର ଦମ ଦେଖାଇଛନ୍ତି ବିରାଟ ।
ବଡ଼ ଟାର୍ଗେଟ ଦେବାକୁ ଲକ୍ଷ୍ୟ, ରୋମାଞ୍ଚକର ମ୍ୟାଚ ଆଶାରେ ଫ୍ୟାନ ...
ଭାରତ ନ୍ୟୁଜିଲାଣ୍ତ ମ୍ୟାଚ ପୂର୍ବରୁ ସୋସିଆଲ ମିଡ଼ିଆ X ରେ ଧମକପୂର୍ଣ୍ଣ ଟ୍ୱିଟ । ମୁମ୍ବାଇ ପୋଲିସର ଟ୍ୱିଟର ଆକାଉଣ୍ଟକୁ ଟ୍ୟାଗ କରି ଧମକ ଦେଇଛି ସନ୍ଦିଗ୍ଧ ।
ସେମି ସଂଘର୍ଷ... ଆଜି ମୁମ୍ବାଇ ୱାଙ୍ଖଡ଼େରେ ଖେଳାଯିବ ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ୍, ପଡ଼ିଆରେ ପହଞ୍ଚି ଦୁଇ ଟିମ୍ ର ଅଭ୍ୟାସ... ଟସ୍ ଉପରେ ଉଭୟ କ୍ୟାପଟେନଙ୍କ ନଜର...
୨୦୨୩ ଦିନିକିଆ ବିଶ୍ୱକପ୍ରେ ଦୃଢ଼ ପ୍ରଦର୍ଶନ କରୁଥିବା ଭାରତୀୟ ଯୁବ ବ୍ୟାଟର୍ ଶ୍ରେୟସ ଆୟରଙ୍କୁ ନେଇ ଏବେ ବେଶ୍ ଚର୍ଚ୍ଚା। ଟିମ୍ରେ ତାଙ୍କ ଉପସ୍ଥିତି ଖୁବ୍ ଗୁରୁତ୍ୱ ରଖେ। ସେ ମଧ୍ୟକ୍ରମର ବାଦ୍ଶାହ, ତାଙ୍କ ବିନା ଟିମ୍ର ବ୍ୟାଟିଂ ଲାଇନ୍ଅପ୍ ସତେ ଯେମିତି ଅସମ୍ପୂର୍ଣ୍ଣ।
ଗ୍ରୁପ୍ ରାଉଣ୍ଡର ଶେଷ ମ୍ୟାଚ୍ରେ ଭାରତ ନେଦରଲ୍ୟାଣ୍ଡକୁ ୧୬୦ ରନ୍ରେ ପରାସ୍ତ କରିଛି। ନଭେମ୍ବର ୧୫ରେ ମୁମ୍ବାଇର ୱାନ୍ଖେଡେ ଷ୍ଟାଡିୟମରେ ପ୍ରଥମ ସେମିଫାଇନାଲରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ଭେଟିବ।
ସୂତାଖିଅରେ ଝୁଲୁଛି ପାକିସ୍ତାନର ସେମି ଫାଇନାଲ ଆଶା । ମ୍ୟାଚ ଉପରେ ପୁରା କ୍ରିକେଟ ଦୁନିଆର ନଜର ରହିଥିବା ବେଳେ, କୌଣସି ଚମତ୍କାରିତା ହିଁ ପାକିସ୍ତାନକୁ ସେମି ପର୍ଯ୍ୟନ୍ତ ନେଇ ପାରିବ ।
ଜଣେ ଖେଳାଳି ଭାବେ ଅଧୁରା ରହିଯାଇଥିଲା ରାହୁଲ ଦ୍ରାବିଡ଼ଙ୍କ ବିଶ୍ୱକପ୍ ବିଜୟର ସ୍ୱପ୍ନ। ଦୁଇ ବର୍ଷ ହେଲା ସେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍। ଦ୍ରାବିଡ଼ଙ୍କ ସେହି ସ୍ୱପ୍ନ ସାକାର ହେବ କି? ତାଙ୍କ ପ୍ରଶିକ୍ଷଣରେ ଟିମ୍ ଇଣ୍ଡିଆ ଏଥର ଜିତିବ କି ବିଶ୍ୱକପ୍?
ନିଜ ଉତ୍ତରରେ କୋହଲି କହିଛନ୍ତି, ତାଙ୍କୁ ଏପରି କରିବାକୁ ଡ୍ରେସିଂ ରୁମ ତରଫରୁ ନିର୍ଦ୍ଦେଶ ଥିଲା । ସହଳ ଦୁଇ ଓପନରଙ୍କ ୱିକେଟ ପଡ଼ି ଯାଇଥିଲା ।
ଆଜି ଅଷ୍ଟ୍ରେଲିଆ ଆଫଗାନିସ୍ତାନ ମଧ୍ୟରେ ବିଶ୍ବକପ ମୁକାବିଲା । ଉଭୟ ଦଳ ସେମିଫାଇନାଲ ରେସରେ ଅଛନ୍ତି ।