ଆମ ରାଜ୍ୟ ଓଡ଼ିଶାରେ ଜଳବାୟୁ ପରିବର୍ତ୍ତନ ଓ ବିଶ୍ୱ ତାପନରେ ନିଜର ସେଭଳି ବିଶେଷ କୌଣସି ଭୂମିକା ନଥାଇ ବି, ପରିଣାମ ଭୋଗୁଛନ୍ତି ଶହ ଶହ ସମୁଦ୍ର କୂଳିଆ ପରିବାର ।
ବିଶ୍ୱ ପରିବେଶ ଦିବସ ଅବସରରେ ପରିବେଶ ବଞ୍ଚାଇବା ପାଇଁ ମୋଦିଙ୍କ ଗୁରୁମନ୍ତ୍ର...
ଅଢେଇ ହଜାର ଗଛ କାଟିବାକୁ ହୋଇଥିଲା ଯୋଜନା। ମହିଳାମାନେ ଏକାଠି ହୋଇଗଲେ। ଗଛ କଟା ରୋକିବା ପାଇଁ ଗଛକୁ କୁଣ୍ଡେଇ ରହିଲେ। ସେମାନେ କହିଲେ ଯେ ଗଛ କାଟିବା ପୂର୍ବରୁ ସେମାନଙ୍କୁ କାଟି ଦିଅ। ସେମାନଙ୍କର ଏହି ନିର୍ଭୀକତାର ଧ୍ୱନୀ ସମଗ୍ର ଭାରତରେ ପ୍ରକମ୍ପିତ ହେଲା।