କଟକ ମଙ୍ଗଳାବାଗ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ଭୁଲ ଇଞ୍ଜେକସନ ଯୋଗୁଁ ଜଣେ ନାବାଳକଙ୍କର ମୃତ୍ୟୁ ଅଭିଯୋଗ ହୋଇଛି।
ଡାକ୍ତରଙ୍କ ନାଁରେ ଥାନାରେ ଲିଖିତ ଅଭିଯୋଗ ହୋଇଛି।