ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ରେ ଏ ଯାବତ ଚାଲେଞ୍ଜ୍ପୂର୍ଣ୍ଣ ରହିଆସିଛି ଟିମ୍ ଇଣ୍ଡିଆର ଅଭିଯାନ । ତେବେ ଦମ୍ଦାର ବୋଲିଂ ପ୍ରଦର୍ଶନ ବଳରେ ଡବ୍ଲ୍ୟୁଟିସି ଫାଇନାଲ୍ରେ ଭାରତର ପ୍ରବେଶ ସମ୍ଭାବନାକୁ ଉଜ୍ଜୀବିତ ରଖିଛନ୍ତି ଉପ-ଅଧିନାୟକ ଯଶପ୍ରୀତ ବୁମ୍ରା ।
ଅଷ୍ଟ୍ରେଲିଆ-ଏ ଓ ଭାରତ-ଏ ମଧ୍ୟରେ ଚାଲିଛି ପ୍ରଥମ ଅନ୍ଫିସିଆଲ ଟେଷ୍ଟ । ପ୍ରଥମରୁ ଖରାପ ପ୍ରଦର୍ଶନ କରିଛି ଭାରତ-ଏ । ଧ୍ରୁବ ଜୁରେଲଙ୍କ ୮୦ ରନ୍ ବଳରେ ଭାରତ-ଏ ମାତ୍ର ୧୬୧ ରନ୍ କରିପାରିଛି ।
ବିଶ୍ୱ ଟେଷ୍ଟ ଚାମ୍ପିଅନ୍ସିପ୍ର ଫାଇନାଲ୍ ମ୍ୟାଚ୍କୁ ଆହୁରି ଆଠ ମାସ ବାକି ଥିବା ବେଳେ ଏବେ ଠାରୁ କିଏ ଫାଇନାଲ୍କୁ ଯିବ, ତାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଗଲାଣି । ଦମ୍ଦାର ଫର୍ମରେ ଥିବା ଟିମ୍ ଇଣ୍ଡିଆ କ’ଣ କ୍ରମାଗତ ତୃତୀୟ ଥର ଫାଇନାଲ୍ରେ ପହଞ୍ଚିପାରିବ? ରୋହିତ ସେନା କ’ଣ ଟେଷ୍ଟରେ ଭାରତର ବିଶ୍ୱବିଜୟ ସ୍ୱପ୍ନକୁ ସାକାର କରିପାରିବ?
ଏହି ମ୍ୟାଚ୍ ଜୁନ୍ ୧୧ରୁ ୧୫ ତାରିଖ ମଧ୍ୟରେ ଖେଳାଯିବ । ତେବେ ଜୁନ୍ ୧୬ ତାରିଖକୁ ରିଜର୍ଭ ଡେ ଭାବେ ରଖାଯାଇଛି । ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଇତିହାସରେ ଏହା ତୃତୀୟ ଫାଇନାଲ୍ ମ୍ୟାଚ୍ ହେବ ।
WTC ଫାଇନାଲ୍ରେ ଭାରତର ପରାଜୟ ପରେ ଟିମ୍ ଇଣ୍ଡିଆକୁ ଲାଗିଛି ଡବଲ ଝଟକା
ଆଜିର ମ୍ୟାଚରେ ଦୁଇ ଦଳର ଖେଳାଳି ବାହାନଗା ରେଳ ଦୁର୍ଘଟଣା ପୀଡ଼ିତଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ମୃତକଙ୍କ ପାଇଁ ମ୍ୟାଚ ଆରମ୍ଭ ପୂର୍ବରୁ ଦୁଇ ଦଳର ଖେଳାଳି ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରିଥିଲେ ।
ଶୁବମନ୍ ୧୫ଟି ଟେଷ୍ଟ ଖେଳିଥିବା ବେଳେ ଆଭରେଜ୍ ରନ୍ରେଟ୍ ୩୪.୨୩ ରହିଛି। ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ବିପକ୍ଷରେ ସର୍ବାଧିକ ୫ଟି ଲେଖାଏଁ ଚେଷ୍ଟ ମ୍ୟାଚ ଖେଳିଛନ୍ତି।