ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ନୂଆ ରାଜଧାନୀ ସମ୍ପର୍କରେ ଘୋଷଣା କରିଛନ୍ତି
ଆନ୍ଧ୍ର-ଓଡିଶା ସୀମା ବିବାଦର ସମାଧାନ ପାଇଁ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଚିଠିରେ ୪ଟି ପ୍ରସ୍ତାବ ରଖିଛନ୍ତି ଧର୍ମେନ୍ଦ୍ର । ଆନ୍ଧ୍ର-ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ଲାଗି ସେ ପ୍ରସ୍ତାବ ଦେଇଛନ୍ତି।