ଶାହରୁଖଙ୍କ ସୁରକ୍ଷାକୁ ବଢ଼ାଇ ଦିଆଯାଇଛି । ମହାରାଷ୍ଟ୍ର ସରକାରଙ୍କ ପକ୍ଷରୁ ତାଙ୍କୁ Y+ ସୁରକ୍ଷା ଦିଆଯାଇଛି । ସୂଚନା ଥାଉ କି, ଆଗକୁ ଶାହରୁଖଙ୍କ ଆଉ ଏକ ମୁଭି ଆସିବାକୁ ଯାଉଛି ।
ମୁମ୍ବାଇ ପୋଲିସ ପକ୍ଷରୁ ସଲମାନଙ୍କ ସୁରକ୍ଷାକୁ ଆହୁରି କଡ଼ାକଡ଼ି କରାଯାଇଛି ।
ପୁଣି ଶିବସେନାରେ ଆରମ୍ଭ ହୋଇଛି ବିଦ୍ରୋହ। ବିଧାୟକଙ୍କ ପରେ ସାଂସଦଙ୍କର ପାଳି ପଡିଛି। ଉଦ୍ଧବ ଗୋଷ୍ଠୀଙ୍କ ୧୨ ଜଣ ବିଦ୍ରୋହୀ ସାଂସଦଙ୍କୁ ଦିଆଯାଇଛି ‘ୱାଇ’ କ୍ୟାଟେଗୋରୀ ସୁରକ୍ଷା।