ଯୋଗ ଦେଇଛି ଦୁଃସାଧ୍ୟ ରୋଗରୁ ଉପଶମ । ବହୁ ଜଟିଳ ରୋଗର ସରଳ ସମାଧାନ ଯୋଗ। ବୃଦ୍ଧାବସ୍ଥାରେ ବି ଯୁବ ସୁଲଭ ଚେହେରା ଦେଖିବାକୁ ମିଳେ।
ବାର୍ଦ୍ଧକ୍ୟ ଶରୀରର ଏକ ପ୍ରାକୃତିକ ପ୍ରକ୍ରିୟା। ବୟସ ବଢିବା ସହିତ ଏହା ଆମ ସ୍ୱାସ୍ଥ୍ୟ ଏବଂ ଚର୍ମ ଉପରେ ମଧ୍ୟ ପ୍ରଭାବ ପକାଇଥାଏ। ଚର୍ମରେ କୁଞ୍ଚ ଦେଖାଯିବା ଆରମ୍ଭ ହୁଏ, ଦାଗ ଦେଖାଯିବା ଆରମ୍ଭ କରେ ଏବଂ ଗାଲ ଝୁଲିପଡେ। କିନ୍ତୁ ଆପଣ ଚେଷ୍ଟା କଲେ ବାର୍ଦ୍ଧକ୍ୟର ଏହି ପ୍ରଭାବରୁ ଚର୍ମକୁ ରକ୍ଷା କରିପାରିବେ।
ପାରଦ ରହିଛି ୩ ଡିଗ୍ରୀ, ଖଣ୍ଡ ଖଣ୍ଡ ହୋଇ ତୁଷାରପାତ ହେଉଛି । ଆଉ ସେହି ହିମ ଜାଡ଼ ଭିତରେ ଯୋଗବିଦ୍ୟାର ଯାଦୁ ଦେଖାଇ ଚର୍ଚ୍ଚାରେ ଭାରତୀୟ ମହନ୍ତ ।
ଯଦି ଆପଣ ଆଜିଠାରୁ ଯୋଗ ଅଭ୍ୟାସ ଆରମ୍ଭ କରନ୍ତି, ତେବେ କେବଳ ଯେ ରୋଗ ଆପଣଙ୍କ ଜୀବନରୁ ଦୂରେଇ ଯିବ ତାହା ନୁହେଁ, ବରଂ ଆପଣ ଏକ ସୁସ୍ଥ ଏବଂ ଦୀର୍ଘ ଜୀବନ ସହିତ ଏକ ସୁଖମୟ ଜୀବନ ବିତାଇବାକୁ ସକ୍ଷମ ହେବେ। ଆସନ୍ତୁ କିଛି ଯୋଗାସନ ଉପରେ ନଜର ପକେଇବା।
ଯୋଗ ଶରୀର ଓ ମନକୁ ସୁସ୍ଥ ଏବଂ ଖୁସି ରଖିବା ଦିଗରେ ସାରା ଜଗତକୁ ଏକାଠି କରିଥାଏ । ବିଶ୍ୱସ୍ତରରେ ଯୋଗ ଅଧିକ ଲୋକପ୍ରିୟ ହେବା ଆବଶ୍ୟକ ।
ଏହି ସମୟରେ ଅଫିସ୍ରେ ଥିବା ସମସ୍ତ କର୍ମଚାରୀ ଯୋଗ କରିବେ । ଖାଲି ସେତିକି ନୁହେଁ ଏଥିପାଇଁ ଏକ ବିଦ୍ଧିବଦ୍ଧ ନିୟମ ଆଣିବାକୁ ସରକାର ଚିନ୍ତା କରୁଥିବା ଜଣାପଡ଼ିଛି।
ବିଶ୍ୱର ଅନେକ ଦେଶରେ କରୋନାର ନୂଆ ଭାରିଆଣ୍ଟ ସଂକ୍ରମଣର ଆଶଙ୍କା ପୁଣି ବଢିଛି। ଭାରତରେ ମଧ୍ୟ ଏହାର ବିପଦକୁ ଧ୍ୟାନରେ ରଖି ଲୋକଙ୍କୁ ସତର୍କ କରାଯାଉଛି। ଏହି ନୂଆ ଭାରିଆଣ୍ଟ କେବଳ ସେହିମାନଙ୍କ ପାଇଁ କ୍ଷତିର କାରଣ ହେବ ଯେଉଁମାନଙ୍କ ରୋଗ ପ୍ରତିରୋଧକ ଶକ୍ତି ଦୁର୍ବଳ। ତେବେ ଆସନ୍ତୁ ଜାଣିବା, କିପରି ବଢେଇବା ଇମ୍ୟୁନିଟି।
୯୭ ବର୍ଷ ବୟସରେ ବି ଫିଟ୍ କଟକର ନିରଞ୍ଜନ ପଟ୍ଟନାୟକ। ୨୨ ବର୍ଷ ହେଲା କରୁଛନ୍ତି ଯୋଗାଭ୍ୟାସ୍..
ଭୁବନେଶ୍ୱର: ମହିଳାମାନେ ସାଧାରଣତଃ ଗର୍ଭାବସ୍ଥାରେ ଅନେକ ପ୍ରକାରର ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ସକାଳୁ ଉଠିଲେ ଅସୁସ୍ଥତା ଅନୁଭବ କରିବା, ନିମ୍ନ ରକ୍ତଚାପ ଓ ଉଚ୍ଚ ରକ୍ତଚାପ, ରକ୍ତହୀନତା, ରାତିରେ ନିଦ ଠିକ୍ ସେ ନହେବା ଓ ମୁଣ୍ଡ ବୁଲାଇବ ଭଳି ଅନେକ ସମସ୍ୟା ଦେଖାଦେଇଥାଏ। ତା’ ସହିତ ମହିଳାମାନେ ଚାପଗ୍ରସ୍ତ ରହିଥାନ୍ତି। ତେଣୁ ଏହି ସମୟରେ ଗର୍ଭବତୀ ମହିଳାମାନେ ନିଜ ଶୀରର ପ୍ରତି ଅଧିକ ଯତ୍ନବାନ ହେବା ଆବଶ୍ୟକ। ତେବେ ଯାଇ ଗର୍ଭରେ ଥିବା ଶିଶୁଟି ସୁସ୍ଥ […]
ଦିନକୁ ଦିନ ମଣିଷ ଯନ୍ତ୍ରମାନବ ପାଲଟିଗଲାଣି। ଏତେ କାର୍ଯ୍ୟବ୍ୟସ୍ତ ରହୁଛି ଯେ ସ୍ୱାସ୍ଥ୍ୟର ସୁରକ୍ଷା ପାଇଁ ମଧ୍ୟ ସମୟ ପାଉନି। ଫଳରେ ନାନା ଶାରୀରିକ ସମସ୍ୟା ଦେଖାଦେଉଛି। ଆଉ ଏହାପରେ ପ୍ରତିକାର କଥା ଚିନ୍ତା କରୁଛି । ଆଜିକାଲି ମେଦବୃଦ୍ଧି , ଗ୍ୟାସ, ଜଙ୍ଘ , ନିତମ୍ୱ ଓ ଅଣ୍ଟା ଆଦିରେ ଚର୍ବି ବଢ଼ିବା , ଅମ୍ଲପିତ୍ତ ଓ ମେଦବୃଦ୍ଧି ପ୍ରଭୃତି ସମସ୍ୟା ଦେଖାଦେଉଛି। ଆଉ ଏହା ଆମର ବେପରୁଆ ଦୈନିକ ଜୀବନଶୈଳୀ ଯୋଗୁଁ ହିଁ ଘଟୁଛି। […]
ତାଡ଼ାସନ ହେଉଛି ଯୋଗର ଏକ ମୌଳିକ ଆସନ । ଏହି ଆସନଟି ଗର୍ଭବତୀ ମହିଳାଙ୍କ ପାଇଁ ବେଶ୍ ଲାଭଦାୟକ । ଏହା ମହିଳାଙ୍କ ଶରୀରରେ ସନ୍ତୁଳନ ରକ୍ଷା କରିଥାଏ । ଏହା ଶରୀରର ହାଡ଼କୁ ମଜବୁତ କରିବା ସହ ପିଠି ବିନ୍ଧାରୁ ମୁକ୍ତି ଦେଇଥାଏ। ଏହି ଆସନ ଗର୍ଭଧାରଣର ୬ମାସ ଯାଏଁ କରିବା ଉଚିତ୍। ଏହି ଆସନ କଲେ ଶରୀର ମଜଭୁତ ହୁଏ। ଜଙ୍ଘ, ଆଣ୍ଠୁ ଓ ଗୋଇଠି ମଜଭୁତ ହୋଇଥାଏ। ଏହାକୁ ମାତ୍ର ୧୦/୧୫ ସେକେଣ୍ଡ […]
ଆଜିକାଲିର ନିତିଦିନିଆ ସମସ୍ୟା ହୋଇଗଲାଣି ହୃଦରୋଗ , ଉଚ୍ଚ ରକ୍ତଚାପ ,ବାତ , କଫ ଇତ୍ୟାଦି । କାରଣ ଆମର ଆଡମ୍ୱରପୂର୍ଣ୍ଣ ଦୈନିକ ଜୀବନ ଶୈଳୀ ଏଥିପାଇଁ ଦାୟୀ । ଆମେ ଏମିତି ଅଭ୍ୟାସରେ ପଡିଗଲେଣି ଯେ, ସ୍ୱାସ୍ଥ୍ୟ ପାଇଁ ବି ସମୟ ଦେଉନେ । ଆପଣଙ୍କୁ ଏମିତି ଏକ ପ୍ରାଣାୟମ ବିଷୟରେ କହୁଛୁ , ଯାହା କି ବେଶୀ ସମୟ ଦେବାରେ ଆବଶ୍ୟକତା ନାହିଁ । ଏହାକୁ କେବଳ ପ୍ରତିଦିନ ୧୫ ମିନିଟ୍ ଅଭ୍ୟାସ କରିବାର […]
ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଚଳିତ ବର୍ଷର ଥିମ୍ ରହିଛି- “Yoga for Health – Yoga at Home”। କରୋନା କଟକଣା ଭିତରେ ସାମାଜିକ ଦୂରତା ବଜାୟ ରଖି କିଭଳି ଭାବେ ଯୋଗ ଦିବସ ପାଳନ କରାଯିବ ତା’ ଉପରେ ଗୁରୁତ୍ୱ ଦିଆଯାଇଛି। ଯୋଗ ଭାରତର ଏକ ପ୍ରାଚୀନ ପରମ୍ପରା। ଯୋଗ ଏପରି ଏକ ଅମୂଲ୍ୟ ଉପହାର ଯାହା ମନ ଓ ଶରୀରକୁ ଶକ୍ତି ଯୋଗାଇଥାଏ। ଯୋଗ ଦ୍ୱାରା ମଣିଷ ସୁସ୍ଥ ରହିବା ସହ ଦୀର୍ଘାୟୁ ମଧ୍ୟ ହୋଇଥାଏ। […]
ଆଜିକାଲି ଡାଇବେଟିସ୍ ସମସ୍ୟା ଅଧିକ ଦେଖାଯାଉଛି। ବିଶେଷଜ୍ଞଙ୍କ ମତରେ ବହୁ ପୂର୍ବରୁ ବିଭିନ୍ନ ସ୍ଵାସ୍ଥ୍ୟ ସମସ୍ୟା ମାଧ୍ୟମରେ ଡାଇବେଟିସ୍ ହେବାର ସଙ୍କେତ ଦେଖାଯାଇଥାଏ। ଏହି ଲକ୍ଷଣ ଉପରେ ଧ୍ୟାନ ଦେଇ ଉପଯୁକ୍ତ ସମୟରେ ଚିକିତ୍ସା କରାଇଲେ ରୋଗ ନିୟନ୍ତ୍ରଣରେ ରହିପାରିବ। ଯଦି ଡାଇବେଟିସ୍ରେ ଆପଣ ଆକ୍ରାନ୍ତ ତେବେ ଡାକ୍ତରଙ୍କ ପରାମର୍ଶ ନେବା ସହ ପ୍ରତିଦିନ ‘ମଣ୍ଡୁକାସନ’ କରନ୍ତୁ। ଏ ଆସନଟି ଅନ୍ୟାନ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ଦୂର କରିବାସହ ଡାଇବେଟିସ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ପାଇଁ ରାମବାଣ ସଦୃଶ୍ୟ। ଏଣୁ […]