ଆଜିକାଲି ପ୍ରୋଷ୍ଟେଟ୍ କ୍ୟାନ୍ସର୍ ବଢିବାରେ ଲାଗିଛି। ତେବେ ଏଥିରୁ ମୁକ୍ତି ପାଇବା ପାଇଁ ଦିନଚର୍ଯ୍ୟାରେ ଯୋଗାସନକୁ ସାମିଲ କରିବା ଜରୁରୀ। ଆସନ୍ତୁ ନଜର ପକେଇବା କେଉଁ କେଉଁ ଆସନ କରିବା ନିହାତି ଦରକାର।