ମା' ରାମଚଣ୍ଡୀ ପୀଠକୁ ରାସ୍ତା ପାଇଁ ଟଙ୍କା ମଞ୍ଜୁର କରିବେ । ରାସ୍ତା ନ କରି ଏକ ଲକ୍ଷ 94 ହଜାର ଟଙ୍କା ବିଲ୍ କରିନେଲେ ।
ପ୍ରଶାସନର ସଲାସୁତୁରାରେ କୋଟି କୋଟି ଟଙ୍କା ରାଜସ୍ୱ ଲୁଟୁଛନ୍ତି ମାଫିଆ । ହେଲେ ପ୍ରତିବାଦ କଲେ ଗାଁ ଲୋକଙ୍କୁ ମିଳୁଛି ଧମକ ଚମକ
୨୦୦ ଅଙ୍ଗନବାଡି କେନ୍ଦ୍ରକୁ ଦିଆଯାଇଥିବା ଗ୍ୟାସ୍ ଯୋଗାଣରେ ଟଙ୍କା ହେରଫେର ହୋଇଥିବା ଅଭିଯୋଗ ଆଣିଛନ୍ତି ଅଙ୍ଗନବାଡି କର୍ମୀ
ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କୁ ଏହି ମୁକ୍ତା ପ୍ରକଳ୍ପ ପାଇଁ କାର୍ଯ୍ୟାରଦେଶ ଦିଆଯାଇଥିଲା । କିଛି ମହିଳା ମଧ୍ୟ କାମ କରିଥିଲେ । ହେଲେ କେତେ ଟଙ୍କାର କାର୍ଯ୍ୟ, କେତେ ବିଲ୍ ହେଉଛି ସେନେଇ ପଚାରିଲେ SHG ମହିଳାଙ୍କୁ ସଠିକ୍ ଉତ୍ତର ଦେଉନାହାନ୍ତି
କେନ୍ଦ୍ରାପଡ଼ା ଆଳିରେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ଘୋଟାଲା
ହାତରେ ପଟ୍ଟା ଅଛି ହେଲେ ଜମିରେ ପାଦ ନାହିଁ । ଅତି ଦୟନୀୟ ଅବସ୍ଥାରେ ଚଳୁଛନ୍ତି ୫୦ ପରିବାର...ଆଦିବାସୀଙ୍କ ନିରକ୍ଷରତାର ସୁଯୋଗ ନେଇ ଅଗୋଚରରେ ସବୁ ଖାଇଦେଲେ
ବାଃ ବାଃ !! ଭେଣ୍ଡିଂ ଜୋନ୍ରେ ବି ଦୁର୍ନୀତି? ଷ୍ଟଲ ତିଆରି କରିବା ନାଁରେ ଖାଇଗଲେ ୨୦ ଲକ୍ଷ…ଦେଖନ୍ତୁ କେମିତି ହେଉଛି ଲୁଟ୍...
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଭୟଙ୍କର ଅନିୟମିତତା। ସରକାରୀ କର୍ମଚାରୀ ଜିଆରଏସ୍ଙ୍କ ବିରୋଧରେ ଆସିଲା ସଙ୍ଗୀନ ଅଭିଯୋଗ। ଆବାସ ଦେବେ ବୋଲି କହି ଖାଇଗଲେ ଟଙ୍କା
ତଳଠୁ ଉପର ପର୍ଯ୍ୟନ୍ତ ସବୁ ମିଳିମିଶି ହଡ଼ପ କରିଦେଲେ ହିତାଧିକାରୀଙ୍କ କୁଇଣ୍ଟାଲ୍ କୁଇଣ୍ଟାଲ୍ ଚାଉଳ... ତିନି ମାସ ହେବ ଆମେ ଚାଉଳ ପାଇନୁ, ହେଲେ ଆମ ନା ଏଣ୍ଟ୍ରି କରି କିଏ ନେଲା ବୋଲି ପ୍ରଶ୍ନ କରିଛନ୍ତି ଗ୍ରାମବାସୀ....
ଜଗତସିଂହପୁର ବାଲିକୁଦା ବ୍ଲକ ଅଢଙ୍ଗା ପଞ୍ଚାୟତରେ ଏବେ ନଡ଼ଇା ଚାରା ଘୋଟାଲାକୁ ନେଇ ହଇଚଇ
ପଂଚାୟତ ନିର୍ବାଚନରେ ହାରିବା ପରେ ଲୋକଙ୍କୁ ଠକିଦେଲେ ନେତା। ଜବକାର୍ଡ କରାଇବା ନାଁରେ ଆଧାର ସହ ଏଇ ଡକ୍ୟୁମେଂଟ ନେଲେ ହେଲେ ସବୁ ଟଙ୍କାକୁ ନିଜେ ଖାଇଗଲେ, ଦେଖନ୍ତୁ କେମିତି ଏଇ ନେତା ଜଣକ ହଡପ କରିଛନ୍ତି ଲୋକଙ୍କ ଟଙ୍କା...
ଏମାନଙ୍କୁ ଦଇବ ସହିବ ନାହିଁ। ହରିଲୁଟରୁ ସବୁ ସୀମା ଟପି ଗଲାଣି। କେଉଁଠି କାମ ନ କରି ଟଙ୍କା ଖାଇ ଦେଉଛନ୍ତି ଠିକାଦାର ତ ଆଉ କେଉଁଠି ଶବ ସତ୍କାର ପାଇଁ ମିଳୁଥିବା ଅନୁକମ୍ପା ରାଶି ଖାଇ ଦେଉଛନ୍ତି ସରପଂଚ ଓ ବ୍ଲକ ଅଧିକାରୀ ମିଶି। ବାଲେଶ୍ୱର ଜିଲ୍ଲା ନୀଳଗିରିରୁ ଏ ରିପୋର୍ଟ...
କାଗଜ କଲମରେ ସରକାରୀ ଯୋଜନା। କେଉଁଠି କାମ ନ ହୋଇ ଫଳକ ଲାଗୁଛି ତ ଆଉ କେଉଁଠି କାମ ନ କରି ଟଙ୍କା ଖାଇ ଦେଉଛନ୍ତି ଠିକାଦାର। ଏ ହେଉଛି ଏ ମିତି ଘଟଣା ଶ୍ମଶାନ ଅଛି ହେଲେ ଗୋଟିଏ ବି ଶବ
ଶ୍ମଶାନ ହେବା ପରେ ଲୋକଙ୍କର ଦାବି ତ ପୂରଣ ହେଲା, କିନ୍ତୁ ୧୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ତିଆରି ହୋଇଥିବା ନୂଆ ମଶାଣିରେ ଗୋଟିଏ ବି ମୃତଦେହ ପୋଡା ହୋଇପାରିଲାନି
ଦଳ ସଫା ନାଁରେ ଦୁର୍ନୀତି। ଚିହ୍ନା ଠିକାଦାରଙ୍କ ସହ ସଲାସୁତରା କରି ଲକ୍ଷଲକ୍ଷ ଟଙ୍କା ଖାଇଦେଉଛନ୍ତି ସରକାରୀ ବାବୁ। କେନାଲ ଦଳ ସଫା ନାଁରେ ଭୟଙ୍କର ଅନିୟମିତତା...ଦେଖନ୍ତୁ କେମିତି ଓ କେଉଁଠି ଏବଂ କେତେ ପରିମାଣରେ ହୋଇଛି ଦୁର୍ନୀତି?
ପାର୍କ ତିଆରି ନାଁରେ ୭୦ ଲକ୍ଷ ସ୍ୱାହା। ସର୍ବଶିକ୍ଷା ଅଭିଯାନ ବିରୋଧରେ ସାମ୍ନାକୁ ଆସିଲା ସାଙ୍ଘାତିକ ଅବିଯୋଗ...ପାର୍କ ପାଇଁ ବ୍ୟୟଅଟକଳ ଥିଲା ୭୩ ଲକ୍ଷ, ହେଲେ କାମ ପୂରା ଶୂନ୍
ରାସ୍ତାରେ ଆଞ୍ଜୁଳାଏ ମାଟି ପଡିନି, ଏପଟେ ୫ ଲକ୍ଷର ବିଲ୍ ହୋଇଛି। ଫଳକ ଲଗାଇ କରିଦେଲେ ଖୋଳ...ଦେଖନ୍ତୁ ସେହି ଭିଡ଼ିଓ
ଯେଉଁ ଆଡ଼ିବନ୍ଧକୁ ବର୍ଷ ବର୍ଷ ଧରି ଅପେକ୍ଷା କରିଥିଲେ ଲୋକ...ସେଇଠି ହେଲା ଦୁର୍ନୀତି। ପାଣିରେ ପଡ଼ିବାକୁ ବସିଲାଣି ୯ କୋଟି ଟଙ୍କା...ନିମ୍ନ ମାନର କାମକୁ ନେଇ ପ୍ରଶ୍ନ ଉଠାଇଲେ ଲୋକେ
ରାସ୍ତା ନିର୍ମାଣ ନାଁରେ ଟଙ୍କା ଆସିଲା, ବିଲ୍ ହେଲା। ହେଲେ କାମ ହେଲାନି। ସରପଂଚଙ୍କଠାରୁ ସରକାରୀ ଅଫିସର ମିଳିମିଶି ସବୁ ଟଙ୍କାକୁ କରିଦେଲେ ଚଳୁ...ସତ ଜାଣିବା ପରେ କଲେକ୍ଟରଙ୍କୁ ଗୁହାରି କରୁଛନ୍ତି ଗାଁ ଲୋକ
କିଚକେଶ୍ୱରୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ଆସିଥିଲା କୋଟି କୋଟି ଟଙ୍କା। ଉନ୍ନତିତ କଲେନି ବରଂ ଠାକୁରାଣୀଙ୍କୁ ଠକିଦେଇ ଟଙ୍କା ଖାଇଦେଲେ...ଦେଖନ୍ତୁ କେମିତି ସବୁ ହୋଇଛି ଦୁର୍ନୀତି
ଚେକ୍ ଡ୍ୟାମ ନାଁରେ ଖାଇଗଲେ ଲକ୍ଷ ଲକ୍ଷ ଟଙ୍କା। ନାଁ ଚେକ୍ ଡ୍ୟାମ ହେଲେ ରହୁନି ମୁନ୍ଦାଏ ପାଣି। ଚାଷୀ ପାଣି ପାଉନି କି ଗାଈଗୋରୁ ପାଣି ବି ପିଇପାରୁନାହାନ୍ତି। ଉପରେ ଚକ୍ ଚକ୍ ହେଲେ ଭିତରେ ପୂରା ଖୋଳ, ଦେଖନ୍ତୁ ଗ୍ରାଉଣ୍ଡ ଜିରୋରୁ ଏହି ରିପୋର୍ଟ
ପଦାରେ ପଡିଲା ସରକାରୀ କାମର ଭିତିରି କଥା। ରାସ୍ତା ଟିକିଏ ବଙ୍କା ହୋଇଗଲା ବୋଲି ଆଉ ଥରେ ହେଲା କାମ। ଶ୍ରମିକ ଲାଗିଲେ, ଟଙ୍କା ଖର୍ଚ୍ଚ ବି ହେଲା। ଯାହାକୁ ଦେଖି ଲୋକେ ତାଜୁବ୍...
କି ଯୁଗ ହେଲା। କେଇଟା ଟଙ୍କା ପାଇବା ପାଇଁ ଜଣେ ମାଆକୁ ମାରି ଦେଲେ ଏମାନେ। ଆଉ ଟଙ୍କାକୁ ଚଳୁ କରି ଦେଲେ। ଏମିତି ସତ ପଦାକୁ ଆସିଛି
ଏ ସମାଜରେ ଅଛନ୍ତି ଏମିତି ବି ଲୋକ। ବଂଚିଥିବା ଲୋକଙ୍କୁ ମାରି ଦେଉଛନ୍ତି ସରକାର। ଯେଉଁଥି ପାଇଁ ସରକାରଙ୍କ ସମସ୍ତ ଯୋଜନାରୁ ବଂଚିତ ଏ ଲୋକ ଜଣକ...