• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Youth Death Mystery

Youth Death Mystery
‘ମୋ ପୁଅ ଭଲ ହୋଇଆସୁଥିଲା, ତାକୁ ମେଡିକାଲବାଲା ଜାଣିଶୁଣି ମାରିଦେଲେ’

ଦିଲ୍ଲୀପଙ୍କ ମାଆ କହିଛନ୍ତି, ପୁଅ ଜୀବିତ ଥିବା ଶୁଣି ମେଡିକାଲ ଦୌଡ଼ି ପଳାଇ ଆସିଥିଲି । ଗୋଟାଏ ରାତି ଯାଏଁ ପୁଅ ଭଲ ଥିଲା, ମୋ ସହ କଥା ହୋଇଥିଲା । ୨ଟା ରାତିରେ ହଠାତ କହିଲେ ତମ ପୁଅ ଅବସ୍ଥା ସଙ୍କଟାପନ୍ନ । ୩ଟା ରାତିରେ ଆସି କହିଲେ ତମ ପୁଅ ଆଉ ନାହିଁ ବୋଲି ।

Bar Raid
ଆଗରୁ ଶୋଇଥିଲା, ଏବେ ଉଠିଲା ! ଅଧ ରାତିରେ ବାର ଉପରେ ରେଡ୍‌ ମାରୁଛି ଅବକାରୀ ଟିମ୍‌

ଶୁଭଲକ୍ଷ୍ମୀଙ୍କ ମୃତ୍ୟୁ ପରେ ପଶିଲା ଚେତା । ଆକ୍ସନ ମୋଡରେ ଅବକାରୀ ବିଭାଗ । ବାରରେ ନାବାଳିକାଙ୍କ ନିୟୋଜନ ନେଇ ରାଜଧାନୀରେ ଘନ ଘନ ଚଢ଼ାଉ ।

BJP Pressmeet
ଯୋଜନା ବୋର୍ଡ ଉପାଧ୍ୟକ୍ଷ ପଦରୁ ଇସ୍ତଫା ଦିଅନ୍ତୁ ସଞ୍ଜୟ: ବିଜେପି

୨୦୧୨ରେ ଆୟୁଷ ଡାକ୍ତର ମାଧବୀଲତା ମୃତ୍ୟୁ ବେଳେ ବି ସଂଜୟ ଦାସବର୍ମା ବିବାଦରେ ଥିଲେ। ଶାସକ ଦଳ ଛତ୍ରଛାୟାରେ ଥିବାରୁ କୌଣସି ପଦକ୍ଷେପ ନିଆଯାଉନି ବୋଲି ବିଜେପି ଅଭିଯୋଗ କରିବା ସହ ତୁରନ୍ତ ତାଙ୍କୁ ବହିଷ୍କାର କରିବାକୁ ଦାବି କରିଛି।