ପାରାଦୀପ ବୃନ୍ଦାବନ କଲୋନୀ ବସ୍ତିର ମନୋରଂଜନ ଗେଡ଼ିକୁ ମିଛ କେସରେ ଫସାଇ ପୋଲିସ ବାଡ଼େଇ ମାରିଦେଇଥିବାର ଆସିଛି ସଂଗୀନ ଅଭିଯୋଗ । ଅଭିଯୋଗ ହେଉଛି, ଦୁଇ ଦିନ ପୂର୍ବରୁ ମନୋରଂଜନକୁ ରାତି ଅଧରେ ଅଭୟଚାନ୍ଦପୁର ପୋଲିସ ଉଠାଇ ନେଇଥିଲା