ୟୁଟ୍ୟୁବରୁ ଦେଖିଲେ । ପୋଲିସ ଜିମକୁ ଗଲେ । ବଦଳିଗଲା ମାଲକାନଗିରିର ଯୁବକ ରାଜେଶଙ୍କ ଭାଗ୍ୟ ।
ପିଲାଦିନରୁ ଥିଲା IAS ହେବାର ସ୍ୱପ୍ନ। ତାଙ୍କର ଏହି ସ୍ୱପ୍ନକୁ ପୂରା କରିବା ପାଇଁ ଗରିମା କରିଥିଲେ ଅଦମ୍ୟ ପରିଶ୍ରମ। ପ୍ରସ୍ତୁତି ପାଇଁ କେବେ ବି ଯାଇ ନଥିଲେ କୌଣସି କୋଚିଂ ସେଣ୍ଟର। କେବଳ ନେଇଥିଲେ ୟୁଟ୍ୟୁବ୍ର ସାହାରା ଆଉ ପ୍ରଥମ ଚେଷ୍ଟାରେ ହିଁ ପାଇଗଲେ ସଫଳତା।
ଭାରତର ସୁରକ୍ଷା ଉପରେ ପ୍ରଭାବ ପକାଉଥିବା ପୋଷ୍ଟ ଅପ୍ଲୋଡ୍ କରିବା ଅଭିଯୋଗରେ ସୂଚନା ପ୍ରସାରଣ ମନ୍ତ୍ରାଳୟ ୮ ୟୁଟ୍ୟୁବ୍ ଚ୍ୟାନେଲ୍କୁ ବ୍ଲକ୍ କରିଛି। ବ୍ଲକ୍ ହୋଇଥିବା ୮ ୟୁଟ୍ୟୁବ୍ ଚ୍ୟାନେଲ୍ ମଧ୍ୟରେ ପାକିସ୍ତାନର ଏକ ୟୁଟ୍ୟୁବ୍ ଚ୍ୟାନେଲ ମଧ୍ୟ ରହିଛି।
ଏବେ ସୁଦ୍ଧା ସମ୍ପୂର୍ଣ୍ଣ ରୂପେ ଏଲନଙ୍କର ହୋଇପାରି ନାହିଁ ଟ୍ୱିଟର । କାରଣ ଏଲନ୍ ମସ୍କ ଏବଂ ଟ୍ୱିଟର ମଧ୍ୟରେ ବାଧା ସୃଷ୍ଟି କରିଛି ଡକ୍ୟୁମେଣ୍ଟ ।
ନିଜ ଗୋଡରେ ଠିଆ ହେବା ପାଇଁ ଆଜିର ଯୁବପିଢି ୟୁଟ୍ୟୁବ୍ ଆଡେ ମୁହାଁଉଛନ୍ତି। ଏମିତି ଅନେକ ୟୁଥ୍ ଆଇକନ୍ ଅଛନ୍ତି ଯେଉଁମାନେ ୟୁଟ୍ୟୁବ୍ ଚ୍ୟାନେଲ୍ କରି ଘରେ ବସି ପଇସା କମାଉଛନ୍ତି। ସେମାନଙ୍କଠୁ ମୋଟିଭେଟ୍ ହୋଇ ଅନେକ ପିଲା ୟୁଟ୍ୟୁବ୍ ଜରିଆରେ ଆତ୍ମନିର୍ଭରଶୀଳ ହେବାର ବିକଳ୍ପ ବାଛୁଛନ୍ତି। ଯଦି ଆପଣ ୟୁଟ୍ୟୁବ୍ ଜରିଆରେ ରୋଜଗାର କରିବାକୁ ଚାହୁଁଛନ୍ତି, ତାହେଲେ ଜାଣନ୍ତୁ ଏସବୁ କଥା...
ବ୍ଲକ ସମସ୍ତ ଚ୍ୟାନେଲ ଓ ଆକାଉଣ୍ଟ ପାକିସ୍ତାନରୁ ପରିଚାଳିତ ହେଉଥିଲା । ପାକିସ୍ତାନରୁ ପରିଚାଳିତ ହୋଇ ଭାରତ ବିରୋଧୀ ଖବର ପ୍ରସାରଣ କରୁଥିଲା । ଭାରତ ବିରୋଧୀ ଖବର ପ୍ରସାରଣ କରୁଥିବାରୁ ବ୍ଲକ କଲେ କେନ୍ଦ୍ର ସରକାର । କେନ୍ଦ୍ର ସୂଚନା ପ୍ରସାରଣ ମନ୍ତ୍ରାଳୟ ଯୁଗ୍ମ ସଚିବ ବିକ୍ରମ ସହାୟଙ୍କ ସୂଚନା ।
ଓଟିଭିକୁ ଆପଣ କରିଛନ୍ତି ଏକ ନମ୍ବର। ଟିଭି ହେଉ କି ଡିଜିଟାଲ୍ ପ୍ଲାଟଫର୍ମ, ଆପଣ ଦେଇଛନ୍ତି ଅଜସ୍ର ଭଲ ପାଇବା ଏବଂ କରିଛନ୍ତି ଅତୁଟ ବିଶ୍ୱାସ। ଏହି ଧାରାରେ ଆଜି ଓଟିଭି ୟୁଟ୍ୟୁବ୍ ଚ୍ୟାନେଲକୁ ଆପଣ ୭୦ ଲକ୍ଷ ସବସ୍କ୍ରାଇବରରେ ପହଞ୍ଚାଇଛନ୍ତି।
ସୋସିଆଲ୍ ମିଡିଆ ହେଉକି ମୋବାଇଲ କଲର୍ ଟ୍ୟୁନ୍। ସାରା ଦୁନିଆ ଏବେ ଗୋଟିଏ ଗୀତରେ ହେଉଛି ଗୁଣୁଗୁଣୁ। ବାଥରୁମ୍ ସିଙ୍ଗର୍ରୁ ପ୍ରତିଷ୍ଠିତ ଗାୟକ, ସମସ୍ତଙ୍କ ମୁହଁରେ ଗୋଟିଏ ଗୀତ ମାନିକେ ମାଗେ ହିଥେ...
ଆଜି ମଣ୍ଡପରେ ଜଗଜ୍ଜନନୀ ମାଆ ଦୁର୍ଗାଙ୍କ ଷଷ୍ଠୀ ପୂଜା। କରୋନା କଟକଣା ଯୋଗୁଁ ଏଥର ନାହିଁ ସେଭଳି ଉତ୍ସାହ। ମଣ୍ଡପରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା କରାଯାଇଥିବାରୁ ଫେସବୁକ୍, ୟୁଟ୍ୟୁବରେ ପୂଜା କମିଟି କରିଛି ଲାଇଭ୍ ବ୍ୟବସ୍ଥା।
ସୁମନ ଧାମନେଙ୍କ ଚ୍ୟାନେଲର ନାଁ ହେଉଛି ‘ଆପ୍ଲି ଆଜି’। ଓଡ଼ିଶାରେ ଏହାର ଅର୍ଥ ଆପଣମାନଙ୍କ ଜେଜେମା। ‘ଆପ୍ଲି ଆଜି’ ୟୁଟ୍ୟୁବ ଚାନେଲ ମାଧ୍ୟମରେ ସୁମନ ନିଜେ ପାରମ୍ପରିକ ଖାଦ୍ୟ ସହିତ ଦେଶର ବିଭିନ୍ନ ରାଜ୍ୟର ସ୍ୱତନ୍ତ୍ର ଖାଦ୍ୟକୁ ବନାଇବା ଶିଖାଇଥାନ୍ତି।
ମହାମାରୀ ଯୋଗୁଁ ୟୁ-ଟ୍ୟୁବ୍ ଶିକ୍ଷାକୁ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। କିନ୍ତୁ ରାଜ୍ୟର ବହୁ ଉପାନ୍ତ ଅଞ୍ଚଳରେ ଏହି ଅନ୍ଲାଇନ୍ ଶିକ୍ଷାରେ ବାଧକ ସାଜିଛି ଭିତ୍ତିଭୂମିର ଅଭାବ। ଏଭଳି ସ୍ଥିତିରେ ଅନ୍ଲାଇନ୍ ଶିକ୍ଷାରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ନିକଟକୁ ଯାଇ କମ୍ୟୁନିଟି ଶିକ୍ଷାଦାନ ବ୍ୟବସ୍ଥା ଆପଣେଇଛି ନୂଆପଡ଼ା ଜିଲ୍ଲା ଶିକ୍ଷା ବିଭାଗ। ଅପରପକ୍ଷରେ ଏବେ ଏସ୍ସିଇଆର୍ଟି ନିର୍ଦ୍ଦେଶାଳୟର ଅଲ୍ଟରନେଟ୍ ଇଣ୍ଟର୍ଣ୍ଣସିପ୍ ପ୍ରୋଗ୍ରାମ୍ ଜରିଆରେ ପ୍ରାୟ ଲକ୍ଷେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଅଫଲାଇନ୍ ଶିକ୍ଷା ପାଇଁ ବି ପ୍ରୟାସ ଆରମ୍ଭ ହୋଇଛି।