ଯୁବରାଜ ସିଂହ ସେହି ଖେଳାଳିମାନଙ୍କ ମଧ୍ୟରୁ ଜଣେ ଥିଲେ, ଯିଏକି ଭାରତକୁ ୨୦୦୭ ଓ ୨୦୧୧ ବିଶ୍ୱକପ୍ ଜିତାଇଥିଲେ । ଏହା ପରେ, କର୍କଟ ରୋଗ ଭଳି ଗମ୍ଭୀର ରୋଗ ସହିତ ଲଢ଼ି ପଡ଼ିଆକୁ ଫେରିଥିଲେ ।
ଭାଙ୍ଗିଲା ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବିରଳ ରେକର୍ଡ । ଯୁବରାଜଙ୍କ ଗୋଟିଏ ଓଭରରେ ୬ଟି ଛକା ସହାୟତାରେ ୩୬ ରନର ରେକର୍ଡକୁ ଭାଙ୍ଗିଛନ୍ତି ଡେରିୟସ ଭିସେର୍ ।
ମହଙ୍ଗା ପଡ଼ିଲା ଦିବ୍ୟାଙ୍ଗଙ୍କୁ ପରିହାସ ! ପୂର୍ବତନ ଭାରତୀୟ କ୍ରିକେଟର୍ ଯୁବରାଜ ସିଂହ, ସୁରେଶ ରାଇନା ଓ ହରଭଜନ ସିଂହଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।
ମୈଦାନରେ ହେବ ଚୌକା ଓ ଛକାର ବର୍ଷା। କ୍ରିକେଟ ମୈଦାନରେ ନୁହେଁ, ରାଜନୀତି ମୈଦାନରେ। କାରଣ ରାଜନୀତିକୁ ଓହ୍ଲାଇପାରନ୍ତି କ୍ରିକେଟର ଯୁବରାଜ ସିଂ।
ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଖୁବଶୀଘ୍ର ଯୁବରାଜ ସିଂ ବିଜେପିରେ ଯୋଗ ଦେଇପାରନ୍ତି।
ବିରାଟଙ୍କ ପାଇଁ ହୃଦୟସ୍ପର୍ଶୀ ବାର୍ତ୍ତା । ଆଜି ୩୫ ବର୍ଷରେ ପଦାର୍ପଣ କରିଛନ୍ତି ବିରାଟ କୋହଲି ।
ଆଜି ଖେଳାଯାଇଥିବା ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଇତିହାସ ରଚିଛି ନେପାଳ। ମଙ୍ଗୋଲିଆ ବିପକ୍ଷରେ ୩ ୱିକେଟ ହରାଇ ୩୧୪ ରନର ବିଶାଳ ସ୍କୋର କରିଛି ନେପାଳ। ଯାହା ଅର୍ନ୍ତଜାତୀୟ ଟି-୨୦ ଇତିହାସରେ ସବୁଠାରୁ ବଡ଼ ସ୍କୋର। ୩୦୦ରୁ ଅଧିକ ସ୍କୋର କରିବାରେ ନେପାଳ ହେଉଛି ପ୍ରଥମ ଦଳ।
ଯୁବରାଜ ସିଂହ(ଯୁବୀ) ଆଜି ତାଙ୍କର ୪୧ ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଏକ ଦଶନ୍ଧିରୁ ଅଧିକ ସମୟ ଧରି ଟିମ୍ ଇଣ୍ଡିଆର ସଂକଟମୋଚକ ଥିଲେ। ଆଜି ତାଙ୍କ ଜନ୍ମଦିନରେ ଆସନ୍ତୁ ତାଙ୍କ ବିଷୟରେ କିଛି ରୋଚକ କଥା ଜାଣିନେବା।
ପୁଣି ପଡିଆକୁ ଫେରିବେ ଟିମ୍ ଇଣ୍ଡିଆର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂହ । ଦୁଇ ବର୍ଷ ପୂର୍ବେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିଲେ ମଧ୍ୟ ପୁଣି ଥରେ କ୍ରିକେଟ ଖେଳିବା ନେଇ ଆଗ୍ରହ ଦେଖାଇଛନ୍ତି ଯୁବରାଜ୍ । ଅବସର ପରଠାରୁ ଯୁବରାଜ ସଡକ ସୁରକ୍ଷା ୱାର୍ଲ୍ଡ ସିରିଜ୍, ଗ୍ଲୋବାଲ୍ ଟି -୨୦ ଲିଗ୍, ଆବୁଧାବି ଟି ୧୦ ଲିଗ୍ ସମେତ ପୃଥିବୀର ବିଭିନ୍ନ ଲିଗରେ ଅଂଶଗ୍ରହଣ କରିଆସୁଥିଲେ।
କ୍ରିକେଟର ୟୁଜଭେନ୍ଦ୍ର ଚହଲଙ୍କ ଉପରେ ଜାତିଆଣ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହୋଇଥିବା ପୂର୍ବତନ କ୍ରିକେଟର ଯୁବରାଜ ସିଂହ ଜାମିନରେ ମୁକୁଳିଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଗତକାଲି ହରିୟାଣାର ହିସାର ଜିଲ୍ଲାରେ ଯୁବରାଜଙ୍କୁ ପୋଲିସ ଗିରଫ କରିଥିଲା।
ସୋଶାଲ ଆକ୍ଟିଭିଷ୍ଟ ରଜତ କଲସନ୍ ପୁଲିସରେ ଅଭିଯୋଗ କରିଥିଲେ, ଯେଉଁ ଆଧାରରେ ଯୁବରାଜଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଯୁବରାଜଙ୍କ ଉପରେ ଅଭିଯୋଗ ଲଗାଯାଇଥିଲା ଯେ ସେ ଅନୁସୂଚିତ ଜାତି ସମାଜ ବିରୋଧରେ ଆପତ୍ତିଜନକ ଶବ୍ଦର ପ୍ରୟୋଗ କରିଥିଲେ।