କୁହାଯାଉଛିଯେ, “ଆଣ୍ଟି କୋଲିଜିଅନ୍ ସିଷ୍ଟମ ଥିଲେ ଦୁର୍ଘଟଣା ଘଟି ନଥାନ୍ତା”। ତେବେ ଏହି ଆଣ୍ଟି କୋଲିଜିଅନ୍ ସିଷ୍ଟମ ବା ରେଳ ସୁରକ୍ଷା ‘କବଚ’ କ’ଣ? ଏହା କିପରି କାମ କରେ ଜାଣିବା ପାଇଁ ପଢନ୍ତୁ।
ଆଣ୍ଡ୍ରଏଡ୍ ଫୋନ୍ ଓ ଗ୍ୟାଜେଟ୍ ବ୍ୟବହାର କରୁଥିବା ୟୁଜର୍ସଙ୍କ ପାଇଁ କେନ୍ଦ୍ର ସରକାର ଗୁରୁତ୍ୱପୂର୍ଣ୍ଣ ଆଡଭାଇଜରି ଜାରି କରିଛନ୍ତି।
ଠକମାନଙ୍କ କବଳରୁ ବର୍ତ୍ତିବା ପାଇଁ WhatsApp ପକ୍ଷରୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଉଛି। ୟୁଜର୍ସ ମଧ୍ୟ ଜାଣିବା ଦରକାର କିଭଳି ସ୍କାମ୍ରୁ ବର୍ତ୍ତିବେ ଓ ନିଜ ହ୍ୱାଟ୍ସଆପ୍ ଆକାଉଣ୍ଟକୁ ସୁରକ୍ଷିତ ରଖିବେ।
ସାଇବର କ୍ରାଇମ ରୋକିବାକୁ ଟେଲିକମ୍ ମନ୍ତ୍ରଣାଳୟର ନୂଆ ପଦକ୍ଷେପ । ଉପଭୋକ୍ତାଙ୍କ ପାଇଁ ଆରମ୍ଭ ହେଲା ସଂଚାର ସାଥୀ ପୋର୍ଟାଲ ।
ଫ୍ରଡ୍ ନମ୍ବର ଗୁଡ଼ିକ ଡିଆକ୍ଟିଭ୍ ହେବା ପରେ ଆପେ ଆପେ ହ୍ୱାଟ୍ସଆପ୍ ମଧ୍ୟ ବନ୍ଦ ହୋଇଯାଇଥିଲା ।
ମେଟା ପକ୍ଷରୁ ହ୍ୱାଟ୍ସଆପ୍(WhatsApp) ଏକ ନୂଆ ଫିଚର ଲଞ୍ଚ୍ କରିଛି। ଦୀର୍ଘ ଦିନ ଧରି ୟୁଜର୍ସ ଏହି ଫିଚର ଅପେକ୍ଷାରେ ଥିବାବେଳେ ବିଟା ଭର୍ସନ ଉପରେ କମ୍ପାନୀ ଏହାକୁ ଦୀର୍ଘ ଦିନ ଧରି ଟେଷ୍ଟ କରୁଥିଲା।
ବ୍ୟବହାର କରାଯାଉଥିବା କିଛି ମୋବାଇଲ ଗରମ ହୋଇଯାଉଥିବା ଖବର ପ୍ରାୟ ସାମ୍ନାକୁ ଆସୁଛି । ବେଳେବେଳେ ମୋବାଇଲ୍ର ବ୍ୟାଟେରୀ ମଧ୍ୟ ବିସ୍ଫୋରଣ ହେଉଛି । ତେଣୁ ମୋବାଇଲ୍ ବ୍ୟବହାରକାରୀମାନେ ସତର୍କ ରହିବା ଜରୁରୀ ।
ଆପଲ୍ ୱାଚ୍ ବ୍ୟବହାର କରି ଆପଣ ମେସେଜ ପଠାଇବା ସହ ଫୋନ୍ କଲ୍, କଣ୍ଟ୍ରୋଲ ମ୍ୟୁଜିକ୍ ସମେତ ଅନେକ ଫିଚରର ବ୍ୟବହାର କରିପାରିବେ।
ଖୁବ୍ଶୀଘ୍ର ଟ୍ୱିଟରରେ ନୁଆ ଫିଚର ସାମିଲ ହେବାକୁ ଯାଉଛି। ମାଇକ୍ରୋ ବ୍ଲଗିଂ ପ୍ଲାଟ୍ଫର୍ମ ଟ୍ୱିଟରର ସିଇଓ ତଥା ବିଜ୍ନେସ୍ମ୍ୟାନ୍ ଏଲନ ମସ୍କ ଏନେଇ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।
ଆପଣ ଏହି କଥା ଶୁଣିଛନ୍ତି କି, ଏବେ AI ଆପଣଙ୍କ ମନ କଥା ବୁଝିପାରିବ । ଆପଣ ମନରେ କ’ଣ ଭାବୁଛନ୍ତି ତାହା AI ଜାଣିପାରିବ । ଆଉ ଆପଣଙ୍କୁ ମଧ୍ୟ ଜଣେଇବ । ତେଣୁ ସାବଧାନ ।
ପ୍ରକୃତ କଲ୍ ଏବଂ AI ଦ୍ୱାରା ନିର୍ମିତ ନକଲି ଭଏସ୍ କଲ୍ ମଧ୍ୟରେ ପାର୍ଥକ୍ୟ ଜାଣିବା ଅସମ୍ଭବ । ସର୍ଭେ କରାଯାଇଥିବା ରିପୋର୍ଟ ଆଧାରରେ ଏହି ନକଲି ଭଏସ୍ କଲ୍ ଯୋଗୁଁ ୮୩ ପ୍ରତିଶତ ଭାରତୀୟ ଟଙ୍କା ହରାଇଛନ୍ତି ।
ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସି(Artificial intelligence-AI)ର ଗଡ୍ଫାଦର କୁହାଯାଉଥିବା ଜିଓଫ୍ରେ ହିଣ୍ଟନ(Geoffrey Hinton) ଟେକ୍ କମ୍ପାନୀ ଗୁଗଲ୍(Google)ରୁ ଇସ୍ତଫା ଦେଇଛନ୍ତି।
ଯେଉଁ କାମ ପାଇଁ ପୂର୍ବରୂ ୧୦ ଜଣ ଲୋଡ଼ା ପଡ଼ୁଥିଲେ ଟେକ୍ନୋଲୋଜି ବ୍ୟବହାର ଦ୍ୱାରା ସେହି କାମକୁ ଦୁଇ ଜଣ ତୁଲାଇ ପାରିବେ । ତେଣୁ ଏଠାରେ ୮ ଜଣଙ୍କ ଚାକିରି ଯିବା ନିଶ୍ଚିତ ।
ଫେସ୍ବୁକ୍ ଫାଉଣ୍ଡର ମାର୍କ ଜୁକର ବର୍ଗ ନିଜେ ସୋସିଆଲ ମିଡିଆରେ ଲେଖି ସୂଚନା ଦେଇଛନ୍ତି ।
ଅନ୍ଲାଇନ୍ କ୍ଲାସ୍ ଦ୍ୱାରା ଘରେ ରହି ପିଲାମାନେ ଏବେ ପାଠ ପଢ଼ୁଛନ୍ତି । ଆଉ ଏଥିପାଇଁ ଇଣ୍ଟରନେଟ୍ର ଆବଶ୍ୟକତା ରହିଛି । କିଛି ଜରୁରୀ କାମ ପାଇଁ ଆପଣ ଇଣ୍ଟରନେଟ୍ ବ୍ୟବହାର ମଧ୍ୟ କରୁଥିବେ। ଆପଣଙ୍କ ଡାଟା ମଧ୍ୟ ଶୀଘ୍ର ସରିଯାଉଛି। ତେବେ ଆପଣଙ୍କ ସ୍ମାର୍ଟ ଫୋନ୍ରେ ଆପଣ କିପରି ନେଟ୍ପ୍ୟାକ୍ ସଞ୍ଚୟ କରିପାରିବେ, ଜାଣନ୍ତୁ ।
ମନେକର ଗାଡ଼ି ଚଲାଉଥିବେ, ସେତିକି ବେଳେ ନିଦ ଲାଗିଗଲା... କଣ କରିବେ ?
ଫେସବୁକ୍ ହେଉ ବା ଟ୍ୱିଟର କିମ୍ବା ଅନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମ, ସବୁଠି ବ୍ଲୁ ଟିକ୍ ମାର୍କ ପାଇବା ସମସ୍ତଙ୍କ ପାଇଁ ସ୍ୱପ୍ନ । ତେବେ ଯେଉଁମାନେ ଟ୍ୱିଟର୍ ବ୍ଲୁରେ ସବସ୍କ୍ରିପସନ୍ କରିନଥିବେ କିମ୍ବା ବ୍ଲୁ ଟିକ୍ ପାଇଁ ଟଙ୍କା ପଇଠ କରିନଥିବେ, ତାଙ୍କ ଆକାଉଣ୍ଟରୁ ଆଜିଠୁ ବ୍ଲୁ ଟିକ୍ ହଟିଯିବ ।
Alକୁ ନେଇ ଗୁଗୁଲ୍ ସିଇଓଙ୍କ ଚେତାବନୀ । ଭୁଲ ହାତକୁ ଗଲେ ବିପଦ ସୃଷ୍ଟି କରିବ Al।
ଆଣ୍ଡ୍ରଏଡ୍ ଡିଭାଇସ୍ ପାଇଁ ଗୁଗଲ୍(Google) ଏକ ଖାସ୍ ସୁବିଧା ଆରମ୍ଭ କରିବାକୁ ଯାଉଛି। ଏହି ନୂଆ ଫିଚରର ନାଁ ‘Auto-Archive’ । ଏକ ବ୍ଲଗ୍ ପୋଷ୍ଟ ଜରିଆରେ କମ୍ପାନୀ ପକ୍ଷରୁ ଏନେଇ ଘୋଷଣା କରାଯାଇଛି।
ମହାକାଶଚାରୀମାନେ ପ୍ରଥମେ ମଙ୍ଗଳ ଗ୍ରହରେ ରହିବାକୁ ଯିବେ।
AI ଜାରି କରିଥିବା ରାମଙ୍କ ଦୁଇଟି ଫଟୋ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି । ଗୋଟିଏରେ ଭଗବାନ ରାମ ସ୍ମିତ ହାସ୍ୟ ଦେଉଥିବାବେଳେ ଅନ୍ୟ ଏକ ଫଟୋରେ ରାମଙ୍କ ସୁନ୍ଦର ଫଟୋ ଦେଖିବାକୁ ମିଳୁଛି ।
ରୋଗ ଚିହ୍ନଟଠାରୁ ରିପୋର୍ଟ ପ୍ରସ୍ତୁତ ଯାଏଁ ସବୁ କିଛି AI ସହାୟତାରେ କରାଯାଇପାରିବ।
ପ୍ରାୟ ୧୫,୬୮୦,୦୦୦ ପାସ୍ୱାର୍ଡକୁ ନେଇ PassGAN ବୋଲି ଏକ ତାଲିକା ପ୍ରସ୍ତୁତ କରାଯାଇଥିଲା । ଯେଉଁଥିରୁ ପ୍ରାୟ ୫୧ ପ୍ରତିଶତ ପାସ୍ୱାର୍ଡକୁ ୧ ମିନିଟ୍ରୁ କମ୍ ସମୟ ମଧ୍ୟରେ ହ୍ୟାକର ମାନେ ପାଇପାରିବେ ।
ହ୍ୱାଟ୍ସ ଆପ୍ର ନୂଆ ଫିଚର୍କୁ ୟୁଜର୍ସ ମନରେ ଉତ୍କଣ୍ଠା।