Advertisment

ଦୁଇ ଦୁଇଟି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ୭ ଆହତ

ଖୋର୍ଦ୍ଧା: ଖୋର୍ଦ୍ଧା ବୋଲଗଡ଼ ପିଚୁକୁଳିରେ ଦୁଇ ଦୁଇଟି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ହୋଇଛନ୍ତି। ପିଚୁକୁଳି ବଜାରରେ ଭାରସାମ୍ୟ ହରାଇ ରାସ୍ତାକଡ଼ର ଏକ ଦୋକାନ ଉପରେ ଏକ ହାଇୱା ମାଡ଼ି ଯାଇଥିଲା। ଫଳରେ ଏହି ଦୋକାନରେ ଥିବା ୪ ଜଣ ଗୁରୁତର ହୋଇଛନ୍ତି। ସେହିପରି ପିଚୁକୁଳି ବଜାରଠାରୁ କିଛି ଦୂରରେ ଆଉ ଏକ ଦୁର୍ଘଟଣା ଘଟିଛି। ବିଦ୍ୟୁତ ଖୁଣ୍ଟ ସହ ଏକ ଦ୍ରୁତଗାମୀ କାର ଧକ୍କା ହେବାରୁ […]

ଦୁଇ ଦୁଇଟି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ୭ ଆହତ

accident

Advertisment

ଖୋର୍ଦ୍ଧା: ଖୋର୍ଦ୍ଧା ବୋଲଗଡ଼ ପିଚୁକୁଳିରେ ଦୁଇ ଦୁଇଟି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ହୋଇଛନ୍ତି।

Advertisment

ପିଚୁକୁଳି ବଜାରରେ ଭାରସାମ୍ୟ ହରାଇ ରାସ୍ତାକଡ଼ର ଏକ ଦୋକାନ ଉପରେ ଏକ ହାଇୱା ମାଡ଼ି ଯାଇଥିଲା। ଫଳରେ ଏହି ଦୋକାନରେ ଥିବା ୪ ଜଣ ଗୁରୁତର ହୋଇଛନ୍ତି।

ସେହିପରି ପିଚୁକୁଳି ବଜାରଠାରୁ କିଛି ଦୂରରେ ଆଉ ଏକ ଦୁର୍ଘଟଣା ଘଟିଛି। ବିଦ୍ୟୁତ ଖୁଣ୍ଟ ସହ ଏକ ଦ୍ରୁତଗାମୀ କାର ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହେବା ସହ ୩ ଜଣ ଗୁରୁତର ହୋଇଛନ୍ତି।  ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment
Road Accident Khurda
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ