Advertisment

୨୭ ବର୍ଷ ପରେ ପୁଣି ପରଦାରେ ଏକାଠି ହେଲେ ଅମିତାଭ- ରିଷି

ମୁମ୍ବାଇ: ଦୀର୍ଘ ୨୭ ବର୍ଷ ପରେ ପୁଣି ପରଦାରେ ବଲିଉଡ଼୍‌ର ୨ଜଣ ପ୍ରସିଦ୍ଧ ଅଭିନେତାଙ୍କୁ ଏକାଠି ଦେଖିବାକୁ ମିଳିଛି। ଫିଲ୍ମ ଫ୍ରାଇଡ଼େରେ ରିଲିଜ୍‌ ହୋଇଥିବା କମେଡି ଡ୍ରାମା ଫିଲ୍ମ 102 NOT OUT ରେ ଅଭିନେତା ଅମିତାଭ ବଚ୍ଚନ ଓ ଋଷି କପୁର ଏକାଠି ନଜର ଆସିଛନ୍ତି। ଏଥିରେ ଋଷି କପୁର୍ ଜଣେ ୭୫ ବର୍ଷୀୟ ବୃଦ୍ଧ ଭୂମିକାରେ ଅଭିନୟ କରୁଥିବା ବେଳେ ତାଙ୍କର ଶତାୟୁ ବାପା ସାଜିଛନ୍ତି ବିଗ୍ ବି। ବିଗ୍ ବିଙ୍କୁ ଫିଲ୍ମରେ ୧୦୨ […]

୨୭ ବର୍ଷ ପରେ ପୁଣି ପରଦାରେ ଏକାଠି ହେଲେ ଅମିତାଭ- ରିଷି

102 not out

Advertisment

ମୁମ୍ବାଇ: ଦୀର୍ଘ ୨୭ ବର୍ଷ ପରେ ପୁଣି ପରଦାରେ ବଲିଉଡ଼୍‌ର ୨ଜଣ ପ୍ରସିଦ୍ଧ ଅଭିନେତାଙ୍କୁ ଏକାଠି ଦେଖିବାକୁ ମିଳିଛି। ଫିଲ୍ମ ଫ୍ରାଇଡ଼େରେ ରିଲିଜ୍‌ ହୋଇଥିବା କମେଡି ଡ୍ରାମା ଫିଲ୍ମ 102 NOT OUT ରେ ଅଭିନେତା ଅମିତାଭ ବଚ୍ଚନ ଓ ଋଷି କପୁର ଏକାଠି ନଜର ଆସିଛନ୍ତି।

Advertisment

102 not out

ଏଥିରେ ଋଷି କପୁର୍ ଜଣେ ୭୫ ବର୍ଷୀୟ ବୃଦ୍ଧ ଭୂମିକାରେ ଅଭିନୟ କରୁଥିବା ବେଳେ ତାଙ୍କର ଶତାୟୁ ବାପା ସାଜିଛନ୍ତି ବିଗ୍ ବି। ବିଗ୍ ବିଙ୍କୁ ଫିଲ୍ମରେ ୧୦୨ ବର୍ଷ ହୋଇଥିଲେ ବି ସେ ପୂରାପୂରି ଆକ୍ଟିଭ୍‌ ଲାଗୁଛନ୍ତି।

publive-image

ଏହି ଫିଲ୍ମକୁ ନିର୍ଦ୍ଦେଶନା ଦେଇଛନ୍ତି ଉମେଶ ଶୁକ୍ଳା।  ମ୍ୟୁଜିକ୍‌ କମ୍ପୋଜ୍ କରିଛନ୍ତି ସଲିମ୍-ସୁଲେମାନ ଯୋଡ଼ି।  ଏହା ପୂର୍ବରୁ ଅମର ଆକବର ଆନ୍ଥୋନି, ନସିବ୍ ଓ କୁଲି ପରେ ୧୯୯୧ ଫିଲ୍ମ ଅଜୁବାରେ ଶେଷଥର ପାଇଁ ଏକାଠି ନଜର ଆସିଥିଲେ ଅମିତାଭ ଓ ଋଷି।

Advertisment

publive-image

Amitabh Bachchan Rishi Kapoor Film 102 Not Out
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ