Advertisment

୪ ଦଫା ଦାବି ନେଇ ଅନୁଗୁଳ ବନ୍ଦ ଡାକରା

ଅନୁଗୁଳ:  ଆଜି୧୨ ଘଣ୍ଟିଆ ଅନୁଗୁଳ ବନ୍ଦ। ଏହି ବନ୍ଦ ଡାକରା ଦେଇଛି ଅନୁଗୁଳ ଜିଲ୍ଲା ଜନଜୀବନ ସୁରକ୍ଷା କମିଟି। ମୁଖ୍ୟତଃ ୪ ଦଫା ଦାବି ନେଇ ଏହି ବନ୍ଦ ଡାକରା ଦିଆଯାଇଛି। ଅତ୍ୟାବଶ୍ୟକୀୟ ସେବାକୁ ବାଦ୍ ଦେଇ ସମସ୍ତ ଦୋକାନ ବଜାର ସହ ବସ୍‌ ଓ ରେଳ ଚଳାଚଳ ବନ୍ଦ କରାଯାଇଛି। ଏଥିସହ ସମସ୍ତ ଛକରେ ପିକେଟିଂ, ରାଲି, ଧାରଣା ମାଧ୍ୟମରେ ବିରୋଧ ପ୍ରଦର୍ଶନ କରାଯିବା ନେଇ ନିଷ୍ପତ୍ତି ନେଇଛି କମିଟି। ତାଳଚେରରେ ନିର୍ମିତ ମେଡିକାଲ କଲେଜ […]

author-image
Otv Khabar Bureau
୪ ଦଫା ଦାବି ନେଇ ଅନୁଗୁଳ ବନ୍ଦ ଡାକରା

angul

ଅନୁଗୁଳ:  ଆଜି୧୨ ଘଣ୍ଟିଆ ଅନୁଗୁଳ ବନ୍ଦ। ଏହି ବନ୍ଦ ଡାକରା ଦେଇଛି ଅନୁଗୁଳ ଜିଲ୍ଲା ଜନଜୀବନ ସୁରକ୍ଷା କମିଟି। ମୁଖ୍ୟତଃ ୪ ଦଫା ଦାବି ନେଇ ଏହି ବନ୍ଦ ଡାକରା ଦିଆଯାଇଛି।

Advertisment

ଅତ୍ୟାବଶ୍ୟକୀୟ ସେବାକୁ ବାଦ୍ ଦେଇ ସମସ୍ତ ଦୋକାନ ବଜାର ସହ ବସ୍‌ ଓ ରେଳ ଚଳାଚଳ ବନ୍ଦ କରାଯାଇଛି। ଏଥିସହ ସମସ୍ତ ଛକରେ ପିକେଟିଂ, ରାଲି, ଧାରଣା ମାଧ୍ୟମରେ ବିରୋଧ ପ୍ରଦର୍ଶନ କରାଯିବା ନେଇ ନିଷ୍ପତ୍ତି ନେଇଛି କମିଟି।

ତାଳଚେରରେ ନିର୍ମିତ ମେଡିକାଲ କଲେଜ ଓ ହସ୍ପିଟାଲକୁ ସରକାରୀ ପରିଚାଳନାରେ ଚଳିତ ବର୍ଷଠାରୁ କାର୍ଯ୍ୟକ୍ଷମ କରିବା, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସୁପର ସ୍ପେସିଆଲସିଷ୍ଟ ହସ୍ପିଟାଲରେ ପରିଣତ କରିବା, ଜିଲ୍ଲାର ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ରରେ ଖାଲି ପଡିଥିବା ପଦବୀ ପୂରଣ କରିବା ଆଦି ଦାବିରେ କମିଟି ବନ୍ଦ ଡାକରା ଦେଇଛି।

Advertisment
Medical College Angul
Advertisment
Advertisment