Advertisment

ସ୍କୁଲ ଭ୍ୟାନ୍‌କୁ ଧକ୍କା ଦେଲା ଟ୍ରେନ୍; ୧୩ ଛାତ୍ରଛାତ୍ରୀ ମୃତ

ଗୋରଖପୁର: ଉତ୍ତର ପ୍ରଦେଶ କୁଶି ନଗରରେ ମର୍ମନ୍ତୁଦ ଦୁର୍ଘଟଣା। ସ୍କୁଲ ଭ୍ୟାନ୍‌କୁ ଟ୍ରେନ୍ ଧକ୍କା ଦେବା ଫଳରେ  ୧୩ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗୋରଖପୁର ଠାରୁ ୫୦ କି.ମି. ଦୂରରେ ଆଜି ସକାଳେ ଏହି ଘଟଣା ଘଟିଛି। ଜଗୁଆଳୀ ବିହୀନ ଲେବଲ୍‌ କ୍ରସିଂ ପାରି ହେଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଭ୍ୟାନ୍‌ରେ ୨୦ ରୁ ୩୦ ଜଣ ଛାତ୍ରଛାତ୍ରୀ ଥିଲେ ବୋଲି କୁହାଯାଉଛି। ସେଥିମଧ୍ୟରୁ ୮ ଜଣ ଆହତ ହୋଇଛନ୍ତି। ଅନ୍ୟପକ୍ଷରେ […]

author-image
Otv Khabar Bureau
ସ୍କୁଲ ଭ୍ୟାନ୍‌କୁ ଧକ୍କା ଦେଲା ଟ୍ରେନ୍; ୧୩ ଛାତ୍ରଛାତ୍ରୀ ମୃତ

school vehicle accident

ଗୋରଖପୁର: ଉତ୍ତର ପ୍ରଦେଶ କୁଶି ନଗରରେ ମର୍ମନ୍ତୁଦ ଦୁର୍ଘଟଣା। ସ୍କୁଲ ଭ୍ୟାନ୍‌କୁ ଟ୍ରେନ୍ ଧକ୍କା ଦେବା ଫଳରେ  ୧୩ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Advertisment

ଗୋରଖପୁର ଠାରୁ ୫୦ କି.ମି. ଦୂରରେ ଆଜି ସକାଳେ ଏହି ଘଟଣା ଘଟିଛି।

ଜଗୁଆଳୀ ବିହୀନ ଲେବଲ୍‌ କ୍ରସିଂ ପାରି ହେଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଭ୍ୟାନ୍‌ରେ ୨୦ ରୁ ୩୦ ଜଣ ଛାତ୍ରଛାତ୍ରୀ ଥିଲେ ବୋଲି କୁହାଯାଉଛି। ସେଥିମଧ୍ୟରୁ ୮ ଜଣ ଆହତ ହୋଇଛନ୍ତି।

ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଶୋକ ପ୍ରକାଶ କରିବା ସହ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ସେ ଘୋଷଣା କରିଛନ୍ତି।

Advertisment

Yogi Adityanath Uttar Pradesh School Vehicle Accident
Advertisment
Advertisment