ganja
Advertisment
ମାଲକାନଗିରି: ମାଲକାନଗିରିରେ ଗଞ୍ଜେଇ ଚାଲାଣକାରୀ ରାକେଟର ପର୍ଦ୍ଦାଫାଶ କରିଛି ପୋଲିସ୍। ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ପୋଲିସ ବିଭିନ୍ନ ସ୍ଥାନରେ ଏକକାଳୀନ ଚଢଉ କରିଥିଲା।
Advertisment
ସେମାନଙ୍କ ଠାରୁ ୧୪କ୍ୱିଣ୍ଟାଲ ଗଞ୍ଜେଇ ସହ ୩ଟି ଗାଡିକୁ ଜବତ କରାଯାଇଛି। ଗଞ୍ଜେଇ ଚାଲାଣକାରୀମାନେ ଏକ ଦାମୀ ଗାଡିରେ ନୀଳବତୀ ଲଗାଇ ପୋଲିସକୁ ଚକ୍ମା ଦେଖାଇ ଖସିଯିବାକୁ ଚେଷ୍ଟା କରିଥିଲେ। କିନ୍ତୁ ପୋଲିସ ସେମାନଙ୍କୁ ଧରିବାରେ ସଫଳ ହୋଇଥିଲା। ଏଥିସହ ପୋଲିସ ଗୋଟିଏ ଟିପର ଓ ମିନି ଟ୍ରକକୁ ମଧ୍ୟ ଜବତ କରିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/ganja_1626437943.jpg)