Advertisment

ବାରିକେଡ଼ରେ ଟ୍ରକ୍‌ରେ ଚଢ଼ିଯିବାରୁ ୧୭ଜଣଙ୍କ ମୃତ୍ୟୁ

ମହାରାଷ୍ଟ୍ର: ମହାରାଷ୍ଟ୍ରର ସତାରା ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା। ଦ୍ରୁତ ଗତିରେ ଥିବା ଏକ ଟ୍ରକ୍‌ ବାରିକେଡ଼ରେ ଚଢ଼ିଯିବାରୁ ଘଟଣାସ୍ଥଳରେ ୧୭ଜଣ ନିର୍ମାଣଧୀନ ଶ୍ରମିକଙ୍କ ମୃତ୍ୟୁ ହେବାସହ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ଅଧିକାଂଶ ମହିଳା ଥିବାର ଜଣାପଡ଼ିଛି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ଶ୍ରମିକମାନେ କର୍ଣ୍ଣାଟକର ବିଜାପୁରରରୁ ପୁନେ ଅଭିମୁଖେ ଯାଉଥିଲେ। ଘଟଣାସ୍ଥଳରେ ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ଗାଡ଼ିଟି ମୁମ୍ବାଇ-ବେଙ୍ଗାଲୁରୁ ହାଇୱେ ଓଭରଟର୍ଣ୍ଣିଂ କରିବା ପୂର୍ବରୁ ଖମ୍ବାଟ୍‌କି ଘାଟ ନିକଟରେ […]

ବାରିକେଡ଼ରେ ଟ୍ରକ୍‌ରେ ଚଢ଼ିଯିବାରୁ ୧୭ଜଣଙ୍କ ମୃତ୍ୟୁ

truck rammed

Advertisment

ମହାରାଷ୍ଟ୍ର: ମହାରାଷ୍ଟ୍ରର ସତାରା ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା। ଦ୍ରୁତ ଗତିରେ ଥିବା ଏକ ଟ୍ରକ୍‌ ବାରିକେଡ଼ରେ ଚଢ଼ିଯିବାରୁ ଘଟଣାସ୍ଥଳରେ ୧୭ଜଣ ନିର୍ମାଣଧୀନ ଶ୍ରମିକଙ୍କ ମୃତ୍ୟୁ ହେବାସହ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ଅଧିକାଂଶ ମହିଳା ଥିବାର ଜଣାପଡ଼ିଛି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Advertisment

ସୂଚନା ଅନୁସାରେ, ଶ୍ରମିକମାନେ କର୍ଣ୍ଣାଟକର ବିଜାପୁରରରୁ ପୁନେ ଅଭିମୁଖେ ଯାଉଥିଲେ। ଘଟଣାସ୍ଥଳରେ ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ଗାଡ଼ିଟି ମୁମ୍ବାଇ-ବେଙ୍ଗାଲୁରୁ ହାଇୱେ ଓଭରଟର୍ଣ୍ଣିଂ କରିବା ପୂର୍ବରୁ ଖମ୍ବାଟ୍‌କି ଘାଟ ନିକଟରେ ଥିବା ଏକ ବ୍ୟାରିକେଡ଼ରେ ଚଢ଼ିଯାଇଥିଲା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

ଅନ୍ୟପକ୍ଷରେ ପୋଲିସ ଘଟଣାର ତଦନ୍ତ ଚଳାଇଛି।

Road Accident Maharashtra Truck Overturns Truck Rammed
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ