Advertisment

ଓଲଟି ପଡ଼ିଲା ଟ୍ରାକ୍ଟର; ୨ ମୃତ

ବଲାଙ୍ଗିର: ବାଲି ଉଠାଇବାକୁ ନଦୀକୁ ଯିବା ବେଳେ ଏକ ଟ୍ରାକ୍ଟର ଓଲଟି ଯିବା ଫଳରେ ଘଟଣାସ୍ଥଳରେ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ବଲାଙ୍ଗିର ଜିଲ୍ଲା ବେଲପଡାର ଲଥାକେନ୍ଦ୍ ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ବାଲି ପାଇଁ ଟ୍ରାକ୍ଟରରେ ୩ଜଣ ନାଥବୁଢା ନଦୀକୁ ଯିବା ବେଳେ ଟ୍ରାକ୍ଟରଟି ଓଲଟି ଏକ ଚାଷ ଜମି ଭିତରକୁ ପଶିଯାଇ ତିନିଜଣଙ୍କ ଉପରେ ଚାପି ହୋଇଯାଇଥିଲା। ଫଳରେ ୨ଜଣଙ୍କର ମୃତୁ୍ୟ ହୋଇଥିଲା। ମୃତକମାନେ ହେଲେ […]

ଓଲଟି ପଡ଼ିଲା ଟ୍ରାକ୍ଟର; ୨ ମୃତ

tractor

Advertisment

ବଲାଙ୍ଗିର: ବାଲି ଉଠାଇବାକୁ ନଦୀକୁ ଯିବା ବେଳେ ଏକ ଟ୍ରାକ୍ଟର ଓଲଟି ଯିବା ଫଳରେ ଘଟଣାସ୍ଥଳରେ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।

Advertisment

ବଲାଙ୍ଗିର ଜିଲ୍ଲା ବେଲପଡାର ଲଥାକେନ୍ଦ୍ ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ବାଲି ପାଇଁ ଟ୍ରାକ୍ଟରରେ ୩ଜଣ ନାଥବୁଢା ନଦୀକୁ ଯିବା ବେଳେ ଟ୍ରାକ୍ଟରଟି ଓଲଟି ଏକ ଚାଷ ଜମି ଭିତରକୁ ପଶିଯାଇ ତିନିଜଣଙ୍କ ଉପରେ ଚାପି ହୋଇଯାଇଥିଲା। ଫଳରେ ୨ଜଣଙ୍କର ମୃତୁ୍ୟ ହୋଇଥିଲା।

ମୃତକମାନେ ହେଲେ ଲଥାକେନ୍ଦ୍ ଗାଁର ଗୁରୁ ନିଆଲ ଓ ଗୋବର୍ଦ୍ଧନ ଭୋଇ। ଗାଡି ଚାଳକ ନରେନ୍ଦ୍ର କଟାକୁ ପ୍ରଥମେ କଣ୍ଟାବାଂଜି ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି।

Advertisment
Bolangir Tractor Tractor Overturns
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ