Advertisment

ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ ଓ କାଶ୍ମୀରର ଅନନ୍ତନାଗ ଅଂଚଳରେ ଏନକାଉଣ୍ଟର।  ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।  ସେମାନଙ୍କଠାରୁ ଦୁଇଟି AK 47 ରାଇଫଲ, ପିସ୍ତଲ, ଗ୍ରେନେଡ ସହ ବିପୁଳ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ରାଷ୍ଟ୍ରୀୟ ରାଇଫଲସ, ସିଆରପିଏଫ୍ ଓ ସ୍ପେସିଆଲ ଅପରେସନସ ଗ୍ରୁପ ପକ୍ଷରୁ ମିଳିତ ଭାବେ ଏହି ଅପରେସନ କରାଯାଇଥିଲା। ଗତକାଲି ଅନନ୍ତନାଗ ଅଂଚଳରେ ଆତଙ୍କବାଦୀ ଲୁଚିଥିବା ଖବର ପାଇ ଅପରେସନ ଆରମ୍ଭ  ହୋଇଥିଲା। ଏବେ ବି କିଛି ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ […]

author-image
Otv Khabar Bureau
ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

encounter

ଶ୍ରୀନଗର: ଜାମ୍ମୁ ଓ କାଶ୍ମୀରର ଅନନ୍ତନାଗ ଅଂଚଳରେ ଏନକାଉଣ୍ଟର।  ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।  ସେମାନଙ୍କଠାରୁ ଦୁଇଟି AK 47 ରାଇଫଲ, ପିସ୍ତଲ, ଗ୍ରେନେଡ ସହ ବିପୁଳ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।

Advertisment

ରାଷ୍ଟ୍ରୀୟ ରାଇଫଲସ, ସିଆରପିଏଫ୍ ଓ ସ୍ପେସିଆଲ ଅପରେସନସ ଗ୍ରୁପ ପକ୍ଷରୁ ମିଳିତ ଭାବେ ଏହି ଅପରେସନ କରାଯାଇଥିଲା। ଗତକାଲି ଅନନ୍ତନାଗ ଅଂଚଳରେ ଆତଙ୍କବାଦୀ ଲୁଚିଥିବା ଖବର ପାଇ ଅପରେସନ ଆରମ୍ଭ  ହୋଇଥିଲା।

ଏବେ ବି କିଛି ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଥିବାରୁ ଅପରେସନ ଜାରି ରହିଛିଅ। ଦୁଇଦିନ ତଳେ କୁପୱାରା ଅଂଚଳରେ ଏନକାଉଣ୍ଟରରେ ୫ ଆତଙ୍କବାଦୀ ନିହତ ହୋଇଥିଲେ।

Advertisment
Terrorists Killed Encounter Terrorists Killed In Encounter
Advertisment
Advertisment