/odishatv-khabar/media/post_attachments/uploadimage/library/16_9/16_9_0/biju-babu_1626499573.jpg)
biju patnaik
ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୨୧ତମ ଶ୍ରାଦ୍ଧ ଦିବସ। ଏନେଇ ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳୀ ଏବଂ ସ୍ମୃତି ଚାରଣ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ହୋଇଛି।
Advertisment
ଫରେଷ୍ଟ ପାର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ସେହିପରି ଆଜି ସକାଳେ ବିନ୍ଦୁ ସାଗରରେ ବିଜେଡି ନେତା ଏବଂ କର୍ମୀଙ୍କ ଦ୍ୱାରା ବିଜୁବାବୁଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ କରାଯାଇଛି।
ସେହିପରି କଟକରେ ମଧ୍ୟ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଛି। କଟକ ନଗର ବିଜେଡି ପକ୍ଷରୁ ତିଳ ତର୍ପଣ କରାଯାଇଛି। ତା’ସହ ଆନନ୍ଦଭବନଠାରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)